କାଲିଠୁ ନୌତପ ଆରମ୍ଭ; ତୁଳା ରାଶି ସମେତ ୪ରାଶିର ଫିଟିବ ଭାଗ୍ୟ, ଧନଲାଭ… ସୂର୍ଯ୍ୟ ରୋହିଣୀ ନକ୍ଷତ୍ରରେ ପ୍ରବେଶ କରିବା ସମୟରେ ନୌତପ ଆରମ୍ଭ ହୁଏ। ନୌତପ ସମୟରେ, ନଅ ଦିନ ପ୍ରବଳ ଗରମ ସହ୍ୟ କରିବାକୁ ପଡ଼ିଥାଏ। ନୌତପ ମେ ୨୫ ତାରିଖରେ ଆରମ୍ଭ ହୋଇ ଜୁନ୍ ୨ ତାରିଖରେ ଶେଷ ହେବ। ଏହା…