ଆରବ ମହାସାଗରରେ ମୁହାଁମୁହିଁ ହେବେ ଭାରତ, ପାକିସ୍ତାନ ନୌସେନା; ଦେଖାଇବେ ଶକ୍ତି ନୂଆଦିଲ୍ଲୀ,୧୦ା୮: ଭାରତ ଓ ପାକିସ୍ତାନ ଅଗଷ୍ଟ ୧୧ ଓ ୧୨ ତାରିଖରେ ଆରବ ସାଗରରେ ପୃଥକ ନୌସେନା ଅଭ୍ୟାସ କରିବେ, ଯାହା ପରସ୍ପରର ସାମୁଦ୍ରିକ ଅଞ୍ଚଳ ନିକଟରେ ହେବ। ଏହି ଅଭ୍ୟାସ ପରସ୍ପରଠାରୁ ପ୍ରାୟ ୬୦ ନଟିକାଲ ମାଇଲ ଦୂରରେ...