‘ନବୀନ ଏବେ ବି ଗୃହବନ୍ଦୀ’ ଭୁବନେଶ୍ୱର,୬।୪: କେନ୍ଦ୍ର ସରକାରଙ୍କ ପକ୍ଷରୁ ସଂସଦରେ ଆଗତ ହୋଇଥିବା ଓ୍ବକଫ୍ ବିଲ୍କୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ବିଲ୍କୁ ବିଜେଡି ସମର୍ଥନ ଦେବ ନାହିଁ ବୋଲି ନିଷ୍ପତ୍ତି ନେଇଥିଲା। ହେଲେ ଦଳର ଏମ୍ପି ସସ୍ମିତ ପାତ୍ର ଏକମାତ୍ର...