ପ୍ରଣବଙ୍କ ଗାଡ଼ିକୁ ଆକ୍ରମଣ: ସରକାରଙ୍କୁ କଡ଼ା ସମାଲୋଚନା କଲେ ନବୀନ ଭୁବନେଶ୍ୱର,୧୩।୪: ରବିବାର ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରେ ଆରୁଆସ୍ଥିତ ଗ୍ରାମରେ ଆକ୍ରମଣ ହୋଇଛି। ଏହି ଆକ୍ରମଣ ସ୍ଥାନୀୟ ଖଣି ମାଫିଆମାନେ କରିଥିବା ପ୍ରଣବ ଅଭିଯୋଗ କରିଛନ୍ତି। ଦଳର ବରିଷ୍ଠ ନେତାଙ୍କ ଉପରେ ଆକ୍ରମଣ ପରେ ସରକାରଙ୍କୁ...