ଭୁବନେଶ୍ୱର,୨୧।୧: ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ କରାଯାଇଛି…