ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍ଏମ୍ଡିଆର୍ ବିଲ୍: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି… ଭୁବନେଶ୍ୱର,୧୯।୮(ସୁନିତ୍ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର କରୁଥିଲେ। ୨୦୨୪ରେ ଯେତେବେଳେ ସରକାର ପରିବର୍ତ୍ତନ ହେଲା, ସେତେବେଳକୁ ୫୦ ହଜାର କୋଟି…