Tag Archives: Naveen Patnaik

ବନ୍ୟାଞ୍ଚଳ ପରିଦର୍ଶନ କରିବେ ନବୀନ: ବିଜେଡି ଶିବିରରେ ଉତ୍ସାହ

ହିଞ୍ଜିଳିକାଟୁ/ଶେରଗଡ଼୬।୧୧(ଦ୍ବିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟ ନାରାୟଣ ଦାଶ): ବିରୋଧୀ ଦଳ ନେତା ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ ଶନିବାର ଗଞ୍ଜାମ ଗସ୍ତରେ ଆସିବେ। ବାତ୍ୟା ଅର୍ଣ୍ଣବ ପ୍ରଭାବିତ ବନ୍ୟାଞ୍ଚଳ ପରିଦର୍ଶନ ସହ କ୍ଷତିଗ୍ରସ୍ତ ଚାଷୀ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବେ।…

ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ରାଜନୀତି ନୁହେଁ….

ଭୁବନେଶ୍ୱର: କୋରାପୁଟ ଜିଲାର କୋଟିଆ ନେଇ ଦୀର୍ଘଦିନ ଧରି ଆନ୍ତଃରାଜ୍ୟ ସୀମା ବିବାଦ ଲାଗି ରହିଛି । ଏହି ପ୍ରସଙ୍ଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ସମ୍ବେଦନଶୀଳ ପ୍ରସଙ୍ଗର ସମାଧାନ…

ନବୀନ, ବିଜେଡିର ବାର୍ଦ୍ଧକ୍ୟଜନିତ ସମସ୍ୟା ହେଲାଣି: ଭାଜପା

ଭୁବନେଶ୍ୱର,୨୩ା୧୦(ସୁନିତ୍‌ ମିଶ୍ର): ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ସାମାଜିକ ଗଣମାଧ୍ୟମ ‘x’ରେ ଏକ ପୋଷ୍ଟକରି କହିଛନ୍ତି, ସିଜେପି ଆନ୍ଦୋଳନର ମୁଖ୍ୟ କର୍ଣ୍ଣଧାର ଆଶୁତୋଷ ରାଙ୍କା ଏବଂ ସୌରଭ ଦାସଙ୍କ ଗିରଫଦାରିକୁ ସେ ନିନ୍ଦାକରିବା ସହ ସେମାନଙ୍କ ମୁକ୍ତି ପାଇଁ ଦାବି…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ ସେ ତାଗିଦ କରିଛନ୍ତି । ହିଞ୍ଜିଳି ଏବଂ ଶେରଗଡ଼ରେ କିଛି ବିଶୃଙ୍ଖଳାକାରୀ ନେତା…

ଜୋରଦାର ଚର୍ଚ୍ଚା, ଆଜି ଦିଲ୍ଲୀ ଗସ୍ତରେ ଯିବେ ମୋହନ-ନବୀନ

ଭୁବନେଶ୍ବର,୧।୯(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାରଠାରୁ ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ । ଅପରାହ୍ଣ ୩ଟା ୩୦ରେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଜଳ ଶକ୍ତିମନ୍ତ୍ରଣାଳୟ ପକ୍ଷରୁ ଜଳ ସୁରକ୍ଷା ନେଇ ବୁଧବାର ହେବାକୁ ଥିବା…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର କରୁଥିଲେ। ୨୦୨୪ରେ ଯେତେବେଳେ ସରକାର ପରିବର୍ତ୍ତନ ହେଲା, ସେତେବେଳକୁ ୫୦ ହଜାର କୋଟି…

୨ ଫାଇଲ ହଜିବା ଘଟଣା, ନବୀନ ଜେରା ହୋଇପାରନ୍ତି କହିଲେ ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର):ନିକଟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍‌ ହଜିଥିବା ଅଭିଯୋଗ ହୋଇଛି। ଗୃହ ବିଭାଗ ପକ୍ଷରୁ ଏନେଇ କ୍ୟାପିଟାଲ ଥାନାରେ ମଧ୍ୟ ଅଭିଯୋଗ ହୋଇଛି। ଗୃହ ବିଭାଗର ରିପୋର୍ଟ ମୁତାବକ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟା ଓ ଏହାର…

NEET-UG ପରୀକ୍ଷା ବାତିଲ; ସମାଲୋଚନା କଲେ ନବୀନ, ପରୀକ୍ଷାର୍ଥୀଙ୍କ ପ୍ରତି ବିଶ୍ୱାସଘାତକତା…

ଭୁବନେଶ୍ବର,୧୨।୫: NEET- UG ୨୦୨୬ ପରୀକ୍ଷାକୁ NTA ବାତିଲ କରିଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ମେ ୩ ତାରିଖରେ ହୋଇଥିବା ପରୀକ୍ଷା ରଦ୍ଦ କରାଯାଇଛି । ଏହାକୁ ନେଇ ସାରା ଦେଶରେ ବିରୋଧ କରାଯାଉଥିବା ବେଳେ ବର୍ତ୍ତମାନ ବିରୋଧୀ ଦଳ…

ଯାଜପୁର ନେତାଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ, ଭାଜପା ସରକାର ବଡ଼ ବୋଝ….

ଭୁବନେଶ୍ବର,୭।୫: ଯାଜପୁର ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକରେ ତାଗିଦ କଲେ ନବୀନ ପଟ୍ଟନାୟକ । ଭିଡିଓବାର୍ତ୍ତା ଜାରି କରି କହିଲେ, ମୁଁ ସବୁବେଳେ ଡିସିପ୍ଲିନ୍‌ ଉପରେ ଗୁରୁତ୍ବ ଦେଇ ଆସିଛି । ବିଶୃଙ୍ଖଳାକୁ ବରଦାସ୍ତ କରାଯାଇପାରିବ ନାହିଁ ବୋଲି କହିଛନ୍ତି ।…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି । ୪୮ ଘଣ୍ଟା ଭିତରେ ସ୍ବତନ୍ତ୍ର ଅଧିବେଶନ ପାଇଁ ପ୍ରସ୍ତାବ…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେପି ଘୋଡ଼ା ବେପାର କରୁଛି କହିଥିଲି । ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି,…

ଦିଲ୍ଲୀ ଘର ଠିକଣା: ନୂଆ ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର, ୧୬।୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ଲାଗି ସବୁ ଦଳ ନିଜ ବିଧାୟକମାନଙ୍କୁ ଗୋଠକରି ରଖିବାକୁ ସମସ୍ତ ଉଦ୍ୟମ ଚଳାଇଛନ୍ତି। ମାତ୍ର ବିରୋଧୀ ଦଳ ବିଜେଡି ଏବଂ କଂଗ୍ରେସର କେତେଜଣ ବିଧାୟକ ସେମାନଙ୍କ ଗୋଠରେ ନ ରହି ଗତ ୩ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?