Tag Archives: Naveen Patnaik

‘ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ପାଇଁ ୨୪ ଘଣ୍ଟା ଖଟୁଛନ୍ତି’

ଖୋର୍ଦ୍ଧା,୧୨ା୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧାରେ ରବିବାର ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍‌ ନିର୍ବାଚନୀ ପ୍ରଚାର କରିଛନ୍ତି। ସେ ସନ୍ଧ୍ୟା ୭ଟାରୁ ସାଢ଼େ ୯ଟା ପର୍ଯ୍ୟନ୍ତ ମୁକୁନ୍ଦପ୍ରସାଦଠାରୁ ନୂଆ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ପ୍ରାୟ ୫କିମି ବ୍ୟାପୀ ରୋଡ୍‌ ଶୋ’ କରିଥିଲେ। ରାସ୍ତାର ଉଭୟ…

ପଞ୍ଜୁରିର ଶୁଆ ଭଳି କଥା କହୁଛନ୍ତି ମୁଖ୍ୟମନ୍ତ୍ରୀ: ଧର୍ମେନ୍ଦ୍ର

ସମ୍ବଲପୁର,୧୨ା୫(ପ୍ରମୋଦ ବହିଦାର): ପଞ୍ଜୁରିରେ ଥିବା ଶୁଆ ଭଳି ଯାହା ଶିଖାଯାଉଛି ମୁଖ୍ୟମନ୍ତ୍ରୀ ତାହା କହୁଛନ୍ତି। ଡିଏମ୍‌କେର ଭାଷା କହୁଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଆ ଅସ୍ମିତା କଥା ସେ କେମିତି ବୁଝିବେ। ଏ ସବୁକୁ ନେଇ ପ୍ରଶ୍ନ କଲେ ତାଙ୍କୁ କଷ୍ଟ ହେବା ସ୍ବାଭାବିକ…

‘ମୋର ମନେ ଅଛି କି ନାହିଁ ଓଡ଼ିଶାବାସୀ ଜାଣିଛନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମାଲୋଚନା ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜୁନ ୧୦ରେ ବି ନୁହେଁ ଆଉ ୧୦ ବର୍ଷ ପରେ ବି ଭାଜପା ଓଡ଼ିଶାବାସୀଙ୍କ ହୃଦୟ ଜିତିପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର…

ବିରୋଧୀଙ୍କ ଉପରେ ଭାରି ପଡିପାରେ ୧୦୦ ୟୁନିଟ୍‌ ମାଗଣା ବିଜୁଳି ଏବଂ BSKY ଯୋଜନା

ଭୁବନେଶ୍ୱର,୧୦ା୫: ଉପଭୋକ୍ତାଙ୍କୁ ୧୦୦ ୟୁନିଟ୍‌ ମାଗଣା ବିଜୁଳି ଏବଂ କୃଷି କ୍ଷେତ୍ରକୁ ମାଗଣା ବିଜୁଳି। ବିଏସକେୱାୟୀ ଯୋଜନାରେ ସରକାରୀ ଚାକିରିଆ ଓ ମଧ୍ୟବିତ୍ତ ପରିବାରଙ୍କୁ ସାମିଲ। ୨ ଲକ୍ଷ ସରକାରୀ ଚାକିରି। ମିଶନ ଶକ୍ତି ମହିଳାଙ୍କୁ ପେନ୍‌ସନ। କୃଷକ ପରିବାର ପିଲାଙ୍କୁ…

ଭାଜପାର କେନ୍ଦ୍ରୀୟ ହେଭିୱେଟ୍ ବନାମ ବିଜେଡିର ଦୁଇ ହେଭିୱେଟ୍, କିଏ କାହା ଉପରେ ପଡ଼ିବେ ଭାରି ?

ଭୁବନେଶ୍ୱର,୮ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନକୁ ଆଉ କେଇଟା ଦିନ ବାକି ଥିବା ବେଳେ ପ୍ରଚାର ଜୋରଦାର କରିଛନ୍ତି ତିନି ପ୍ରମୁଖ ଦଳ। ଭାରତୀୟ ଜନତା ପାର୍ଟି ଏବଂ ବିଜୁ ଜନତା ଦଳ ଶିଙ୍ଘରେ ଶିଙ୍ଘ ଲଗାଇ ଲଢେଇ କରୁଥିବା ବେଳେ…

Video: ମୋଦିଙ୍କ ଦୃଢ଼ୋକ୍ତି ପରେ ନବୀନଙ୍କ କାଉଣ୍ଟର: ‘ଦିନରେ ସ୍ବପ୍ନ ଦେଖୁଛି ଭାଜପା’

ଭୁବନେଶ୍ୱର,୬।୫: ଓଡ଼ିଶାରେ ଭାଜପା ସରକାର ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଢ଼ୋକ୍ତି ପରେ ଭିଡିଓ ଜାରି କରି କାଉଣ୍ଟର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ”ବହୁତ ଦିନ ହେଲା ଭାଜପା ଦିନରେ ସ୍ବପ୍ନ ଦେଖୁଛି” ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ। ଏହାପୂର୍ବରୁ ସୋମବାର ବ୍ରହ୍ମପୁରରେ…

‘ଜୁନ ୯ରେ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ’, ଘୋଷଣା କଲେ ପାଣ୍ଡିଆନ

କଳାହାଣ୍ଡି,୬।୫: ଜୁନ୍ ୯ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ଇତିହାସ ରଚିବେ । ସୋମବାର ଭବାନୀପାଟଣା ମଞ୍ଚରୁ କିଛି ଏଭଳି ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସକାଳେ ବ୍ରହ୍ମପୁରରେ…

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ କାର୍ତ୍ତିକ ପାଣ୍ଡିଆନ ବୌଦ୍ଧ ନିର୍ବାଚନ ମଣ୍ଡଳିର ପୁରୁଣାକଟକ ଠାରେ ଦଳ ପାଇଁ ପ୍ରଚାର କରିଛନ୍ତି।…

ଟିକେଟ୍ କଟିବା ପରେ ବିଧାୟକ ବିଜୟ ଶଙ୍କରଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୪ା୫(ଅନିଲଦାସ): ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଜନତା ଦଳର ବିଭିନ୍ନ କର୍ମକର୍ତ୍ତାଙ୍କୁ ନିଯୁକ୍ତି ଦିଆଯାଇଛି। କୁଳମଣି ସାମଲଙ୍କୁ ବିଜୁ ଜନତା ଜଳର ଉପସଭାପତି ନିଯୁକ୍ତି ଦିଅଯାଇଥିବା ବେଳେ ତିର୍ତୋଲ ବିଧାୟକ ବିଜୟ ଶଙ୍କର ଦାଶଙ୍କୁ ବାଙ୍ଗିରିପୋଷି ବିଧାନସଭା…

ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୫: ଆସନ୍ତା ସାଧାରଣ ନିର୍ବାଚନର ଶେଷ ଦୁଇ ପର୍ଯ୍ୟାୟ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣ ରହିଛନ୍ତି। ଦଳର ଷ୍ଟାର ପ୍ରଚାରକମାନେ…

”ମୁଁ ନବୀନ ପଟ୍ଟନାୟକଙ୍କ ମହାନ ମୂଲ୍ୟବୋଧର ଉତ୍ତରାଧିକାରୀ”: କାର୍ତ୍ତିକ ପାଣ୍ଡିଆନ୍

ଭୁବନେଶ୍ୱର,୨ା୫: ଓଡ଼ିଶାରେ ତୀବ୍ର ରାଜନୈତିକ ମାହୋଲ ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ତଥା ଫାଇଭ ଟି ଅଧ୍ୟକ୍ଷ ଏବଂ ନବୀନ ଓଡ଼ିଶା ଚେୟାରମ୍ୟାନ କାର୍ତ୍ତିକ ପାଣ୍ଡିଆନ। ଗୁରୁବାର ଖବର ସରବରାହ ସଂସ୍ଥା ପିଟିଆଇକୁ ଏକ ସାକ୍ଷାତକାର ଦେଇ ପାଣ୍ଡିଆନ…

ଟିକେଟ୍ ପାଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଲେଖାଶ୍ରୀ

ଭୁବନେଶ୍ୱର,୧୩ା୪: ବାଲେଶ୍ୱର ଲୋକ ସଭା ପାଇଁ ବିଜୁ ଜନତା ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଶନିବାର ସେ ଦଳର ମୁଖିଆ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି କୃତଜ୍ଞତା ଜଣାଇଛନ୍ତି। ନିକଟରେ ସେ ଭାଜପା ଛାଡ଼ି ବିଜେଡିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri