ଭଙ୍ଗା ହୃଦୟରେ ମୋହନଙ୍କୁ ଚିଠି ଲେଖିଲେ ନବୀନ
ଭୁବନେଶ୍ୱର,୧୧।୭: ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ମୁଖ୍ୟ ନବୀନ ପଟ୍ଟନାୟକ। ଏକ ଲମ୍ବା ଚିଠିରେ ଏହି ଘଟଣା ତାଙ୍କ ହୃଦୟକୁ କଷ୍ଟ ଦେଇଥିବା ନବୀନ ଲେଖିଛନ୍ତି।…
ସଂସଦରେ ମୋଦି ସରକାରଙ୍କୁ କଠିନ ପ୍ରଶ୍ନ କରିବ ବିଜେଡି
ଭୁବନେଶ୍ୱର,୨୪।୬: ସଂସଦରେ ଆଉ ନରମ ନୁହେଁ କଠୋର ଆଭିମୁଖ୍ୟ ପ୍ରଦର୍ଶନ କରିବ ବିଜୁ ଜନତା ଦଳ। ସୋମବାର ନବୀନ ନିବାସରେ ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦଳର ରାଜ୍ୟସଭା ଏମପି ମାନଙ୍କ ସହିତ ଆଲୋଚନା କରି ଚଳିତ ଅଧିବେଶନରେ ଦଳର ଆଭିମୁଖ୍ୟ…
ନବୀନ ଡାକିଲେ ବଡ଼ ବୈଠକ, ପହଞ୍ଚିଲେ ନେତା
ବନେଶ଼୍ବର, ୨୪।୬: ରାଜ୍ୟସଭା ଏମ୍ପିମାନଙ୍କୁ ନେଇ ଆଜି ନବୀନ୍ ନିବାସରେ ବୈଠକ ଡକାଯାଇଛି । ବିଜୁ ଜନତା ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଏହି ବୈଠକ ଡକାଇଛନ୍ତି । ରାଜ୍ୟସଭାରେ ଦଳର ଆଭିମୁଖ୍ୟ କିପରି ରହିବ…
ନବୀନଙ୍କୁ ଘାରିଛି ବିଜେଡି ଚିନ୍ତା! ଏକଜୁଟ୍ ରହିବାକୁ ଦଳୀୟ କର୍ମୀଙ୍କୁ ଦେଲେ ଆହ୍ୱାନ
ଭୁବନେଶ୍ୱର,୨୩।୬: ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଦଳର ବରିଷ୍ଠ ନେତା ଏବଂ ବିଭିନ୍ନ ଅଞ୍ଚଳର କାର୍ଯ୍ୟକର୍ତାଙ୍କ ସହ ସାକ୍ଷାତ କରି ସମୀକ୍ଷା କରୁଛନ୍ତି ବିଜୁ ଜନତା ଦଳର ମୁଖିଆ ନଵୀନ ପଟ୍ଟନାୟକ। ଏହି କ୍ରମରେ ଶନିବାର କିଛି କାର୍ଯ୍ୟକର୍ତାଙ୍କୁ ସାକ୍ଷାତ କରି…
କାହିଁକି ହାରିଲା ବିଜେଡି, ଖୋଲାଖୋଲି କହିଲେ ନବୀନ
ଭୁବନେଶ୍ୱର,୨୦।୬: ବିରୋଧୀ ଦଳର ନେତା ଭାବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ମନୋନୀତ କରାଯାଇଛି। ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ବିଧାୟକ ଦଳ ନେତା , ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିଧାୟକ ଦଳ…
ସରକାର ଯିବା ପରେ ଏବେବି କ୍ଷମତାପୂର୍ଣ୍ଣ BJD, ଭାଜପାକୁ…
ନୂଆଦିଲ୍ଲୀ, ୧୭।୬: ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ଏନ୍ଡିଏ ସମର୍ଥନରେ ସରକାର ଗଠନ କରିଛି । ଏହାଛଡ଼ା ଦଳ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିକୁ ପରାସ୍ତ କରି ପ୍ରଥମ ଥର ପାଇଁ ସରକାର ଗଢ଼ିଛି । ଅନ୍ୟପଟେ ୱାଇଏସ୍ଆର କଂଗ୍ରେସକୁ…
ନବୀନ ନିବାସରେ ବିଜେଡିର ବରିଷ୍ଠ ନେତାଙ୍କ ଆଲୋଚନା, ଏମିତି ହେବ ଆଶା କରି ନ ଥିଲୁ: ଉଷା ଦେବୀ
ଭୁବନେଶ୍ୱର,୧୪।୬(ଅନିଲ ଦାସ): ଗତ ନିର୍ବାଚନରେ ବିଜେଡିର ପରାଜୟ ପରେ ନବୀନ ନିବାସକୁ ବିଜେଡି ନେତାମାନେ ନିୟମିତ ବ୍ୟବଧାନରେ ଆସି ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ୍ କରୁଛନ୍ତି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ଉଭୟ ବିଜୟୀ ଓ ପରାଜିତ ଦଳୀୟ…
ପରାଜୟ ପରେ ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ନବୀନ, ଜାଣନ୍ତୁ କାହିଁକି
ଭୁବନେଶ୍ୱର,୮।୬: ଲମ୍ବା ସମୟ ପର୍ଯ୍ୟନ୍ତ ଓଡ଼ିଶାର ସେବା କରିବା ପାଇଁ ବାରଂବାର ସୁଯୋଗ ଦେଇଥିବାରୁ ଓଡ଼ିଶାର ଜନତାଙ୍କୁ କୃତଜ୍ଞତା ଜଣାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପିଟିଆଇକୁ ସାକ୍ଷାତକାର ଦେଇ ସେ କହିଛନ୍ତି ”ଲୋକଙ୍କ ସେବା କରିବାକୁ ମୋତେ ସୁଯୋଗ ଦେଇଥିବାରୁ…
ପରାଜୟ ପରେ ନବୀନଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କଣ କହିଲେ
ଭୁବନେଶ୍ୱର,୩।୬: ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ପରାଜୟ ପରେ ପ୍ରଥମ ବୟାନ ଦେଇଛନ୍ତି ନବୀନ ପଟ୍ଟନାୟକ। ସେ କହିଛନ୍ତି ”ଦଳମତ ନିର୍ବିଶେଷରେ ବିଜୟୀ ସମସ୍ତ ପ୍ରାର୍ଥୀଙ୍କୁ ମୋର ଶୁଭେଚ୍ଛା। ବିଜୁ ଜନତା ଦଳର ସମସ୍ତ କର୍ମୀ ଓ ନେତାଙ୍କ ନିଷ୍ଠାପର…
ହିଞ୍ଜିଳି ବିଧାନସଭା ଆସନରୁ ଜିତିଲେ ନବୀନ
ଭୁବନେଶ୍ୱର,୪।୬: ହିଞ୍ଜିଳିରେ ବିଧାନସଭା ଆସନରୁ ଜିତିଲେ ନବୀନ। ନିଜ ପାରମ୍ପରିକ ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ନିର୍ବାଚିତ ହୋଇଛନ୍ତି। ଭାଜପାର ଶିଶିର ମିଶ୍ରଙ୍କୁ ହରାଇ ନବୀନ ବିଜୟଲାଭ କରିଛନ୍ତି। ଭାଜପା ପ୍ରାର୍ଥୀଙ୍କୁ ୪ ହଜାରରୁ ଅଧିକ ଭୋଟରେ ନବୀନ ହରାଇଥିବା…
‘ମୋ ଉତ୍ତରାଧିକାରୀ ଭିକେ ପାଣ୍ଡିଆନ ନୁହନ୍ତି’: ନବୀନ ପଟ୍ଟନାୟକ
ଭୁବନେଶ୍ୱର,୩୦।୫: ବିଜେଡିରେ କିଏ ତାଙ୍କ ଉତ୍ତରାଧିକାରୀ ହେବ, ଏହାଙ୍କ ନେଇ ଆଲୋଚନା ଚାଲିଥିବା ବେଳେ ବଡ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖବର ସରବରାହ ସଂସ୍ଥାକୁ ସାକ୍ଷାତକାର ଦେଇ ନବୀନ କହିଛନ୍ତି ”ମୋ ଉତ୍ତରାଧିକାରୀ ଭିକେ ପାଣ୍ଡିଆନ ନୁହନ୍ତି, ପାଣ୍ଡିଆନ…
ବାଣ ବିସ୍ଫୋରଣରେ ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର,୩୦।୫: ଚନ୍ଦନ ଯାତ୍ରା ସମୟରେ ପୁରୀ ନରେନ୍ଦ୍ର ପୋଖରୀରେ ନିକଟରେ ବାଣ ବିସ୍ଫୋରଣରେ ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ ହସ୍ପିଟାଲରେ ଆହାତଙ୍କୁ ଭେଟି ସେମାନଙ୍କୁ ଭେଟି ସୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ଚିକିତ୍ସା ବ୍ୟବସ୍ଥା ନେଇ ବରିଷ୍ଠ ଡାକ୍ତରଙ୍କ…

