Tag Archives: Naveen Patnaik

 ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା:  ଜାଣନ୍ତୁ କେବେଠାରୁ କରାଯିବ ପ୍ରଦାନ

ଭୁବନେଶ୍ବର,୧୩।୩: ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଫକ୍ଷରୁ ସୂଚନା ଦିଆଯାଇ କୁହାଯାଇଛି ଯେ, ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ। ବିଭିନ୍ନ…

ଆଜି ଚାଷୀଙ୍କ ଖାତାକୁ ଯିବ କାଳିଆ ଟଙ୍କା: ବିଳମ୍ବ ନ କରି…

ଭୁବନେଶ୍ୱର,୧୧।୩: ସୋମବାରରୁ ଶୁଭାରମ୍ଭ। ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ କାଳିଆ ଟଙ୍କା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରିବେ । ଖରିଫ ଋତୁ ପାଇଁ କାଳିଆ ସହାୟତା ପ୍ରଦାନ କରାଯିବ। ୪୬ ଲକ୍ଷରୁ ଊଦ୍ଧର୍‌ବ କ୍ଷୁଦ୍ର,…

ଲାଗିରହିଛି ସସପେନ୍ସ: ଭୁବନେଶ୍ୱରରେ ମେଣ୍ଟ ଘୋଷଣା କରିପାରନ୍ତି ନବୀନ-ଅମିତ ଶାହା!

ଭୁବନେଶ୍ୱର,୧୦।୩: ରାଜ୍ୟରେ ଭାଜପା ଏବଂ ବିଜେଡି ମେଣ୍ଟକୁ ନେଇ ସସପେନ୍ସ ଲାଗି ରହିଛି। ଭାଜପା ରାଜ୍ୟରେ ମେଣ୍ଟ ସମ୍ଭାବନାକୁ ବାରମ୍ବାର ଖାରଜ କରୁଥିବାବେଳେ ବିଜେଡି ନୀରବ ରହିଛି। ସେପଟେ ଭାଜପା ନେତୃତ୍ୱ ବାରମ୍ବାର ଦିଲ୍ଲୀ ଯାଉଥିଲେ ମଧ୍ୟ ମେଣ୍ଟକୁ ନେଇ ଅଙ୍କ…

ମୁଖ୍ୟମନ୍ତ୍ରୀଙ୍କ ‘ମିଛ ଓ ଗୁଜବ’ ମନ୍ତବ୍ୟକୁ ନେଇ ଏମିତି ପ୍ରତିକ୍ରିୟା ଦେଲେ ମନମୋହନ ସାମଲ

ଭୁବନେଶ୍ୱର,୧୦।୩(ଅସମାପିକା ସାହୁ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫-ଟି ଅଧ୍ୟକ୍ଷ କାତ୍ତିକ ପାଣ୍ଡିଆନ୍‌ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ତାଙ୍କର ସୋସିଆଲ ମିଡିଆରେ ଏହି ଭିଡିଓ ଶେୟାର କରିଛନ୍ତି। ଏଥିରେ…

ମିଶନ ଶକ୍ତି ମା’ଙ୍କ ପାଇଁ ଖୁସି ଖବର, ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ

ଭୁବନେଶ୍ୱର,୨୭।୨: ମିଶନ ଶକ୍ତି ମା’ଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେ ବଡ଼ ଉପହାର । ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ। ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ…

ଅଟଳ ବିହାରୀ ବାଜପେୟୀଙ୍କ ଆଶୀର୍ବାଦରେ ମୁଖ୍ୟମନ୍ତ୍ରୀ ହେବା ପରେ ସ୍ବାର୍ଥ ଲାଗି ଭାଜପା ଛଡ଼ିଥିଲେ ନବୀନ ବାବୁ: ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର,୨୧।୧: ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡକ୍ଟର ପ୍ରଦୀପ ପାଣିଗ୍ରାହୀ ଭାଜପାରେ ଯୋଗ ଦେଇଛନ୍ତି। ଏ ନେଇ ସେ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମୁଁ ଭାଜପାରେ ମିଶିଛି। ଏହା ସହ ଓଡ଼ିଶାରେ ଅନ୍ଧ, ମୂକ ବଧିର…

ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ: ଜଳସେଚନ ପ୍ରକଳ୍ପ, କ୍ୟାନସର ହସ୍ପିଟାଲ କଲେ ଲୋକାର୍ପଣ

ବରଗଡ଼,୨୦।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନିକିଆ ବରଗଡ଼ ଜିଲା ଗସ୍ତରେ ଯାଇ  ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି । ପ୍ରଥମେ ଜିଲାର ବିଜେପୁର ବ୍ଲକର କନାପାଲିରେ ପହଞ୍ଚି ଗଙ୍ଗାଧର ପ୍ରକଳ୍ପର ମଡେଲସ୍ଥଳକୁ ପରିଦର୍ଶନ କରିଥିଲେ। ପରେ ଆୟୋଜିତ ଜନସଭାରେ ମୁଖ୍ୟମନ୍ତ୍ରୀ…

କେବଳ ଓଡ଼ିଶାରେ ନୁହେଁ ଦେଶରେ ପ୍ରଥମ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ 

ଭୁବନେଶ୍ୱର,୧୯। ୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  କେବଳ ରାଜ୍ୟ ନୁହେଁ ଦେଶରେ ମଧ୍ୟ ଲୋକପ୍ରିୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁଠାରୁ ଅଧିକ ଲୋକପ୍ରିୟ ସିଏମ୍‌ । ‘ମୁଡ ଅଫ ଦି ନେସନ’ ସର୍ଭେ ରିପୋର୍ଟ ଅନୁଯାୟୀ, ଜନପ୍ରିୟ ନେତା ଭାବେ ଓଡ଼ିଶାର…

ଜଗତସିଂହପୁର ଗସ୍ତରେ ଯାଇ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ସ୍ମୃତି ମନେ ପକାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଜଗତସିଂହପୁର ଜିଲା ଗସ୍ତରେ ଯାଇ ପାରାଦୀପରେ ୩ଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପାରାଦୀପ ଆସିଲେ ମୋର ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ସ୍ମୃତି ମନକୁ ଆସେ ।…

୩୪ ହଜାର ୮୧୦ ଜଣ ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି:  ପାରାଦୀପ୍‌ରେ ୩ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର,୧୬।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଜଗତ୍‌ସିଂହପୁର ଜିଲା ଗସ୍ତରେ ଯାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାରାଦୀପରେ ୩ଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଜେଏସ୍‌ଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନା, ରିନ୍ୟୁ ଇ-ଫୁଏଲ ଗ୍ରୀନ ଆମୋନିଆ କାରଖାନା…

ଶେରଗଡକୁ ଏନଏସି ମାନ୍ୟତା ଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୧୪।୨: ଗଞ୍ଜାମ ଜିଲା ଶେରଗଡକୁ ଏନଏସି ମାନ୍ୟତା ମିଳିଛି। ଏନଏସି ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଶେରଗଡ ସଭାରେ ସମ୍ବୋଧନ ବେଳେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଏଭଳି ଘୋଷଣା ପରେ ଶେରଗଡବାସୀ…

ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ ଦେଲା ବିଜେଡି, ମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ବର,୧୪।୨: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁଣିଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। କେନ୍ଦ୍ର ରେଳମନ୍ତ୍ରୀଙ୍କୁ ବିଜେଡି ପୁଣି ଥରେ ସମର୍ଥନ ଦେଇଛି। ଏ ନେଇ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧିବଦ୍ଧ ଭାବେ ସମର୍ଥନ ଘୋଷଣା କରିଛନ୍ତି। ପ୍ରେସ ବିଜ୍ଞପ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri