Tag Archives: Naveen Patnaik

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜ ବାସଭବନରେ ଦଳର ୧୦ ଜଣ ବିଧାୟକଙ୍କ ସହ ଏକ…

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ କରାଯାଇଛି ତାହାର କାରଣ କହିଛନ୍ତି । ନାଁ ନନେଇ ସେ ସିଧା ନିଶାନା କରିଛନ୍ତି…

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମଙ୍ଗଳବାର ନବୀନ ନିବାସରେ ଅନୁଷ୍ଠିତ ଦଳୀୟ ବୈଠକରେ ସେ…

ପ୍ରମିଳାଙ୍କ ଘରେ ବୈଠକ ପରେ ପ୍ରୀତିରଞ୍ଜନ ଘଡ଼ାଇଙ୍କ ବିସ୍ଫୋରଣ, କହିଲେ ନିଜକୁ ବାଘ…

ଭୁବନେଶ୍ବର, ୨୦|୧ : ପ୍ରମିଳା ମଲ୍ଲିକଙ୍କ ଘରେ ପୁଣିଥରେ ଯାଜପୁର ବିଜେଡି ନେତାଙ୍କ ମେଳି ଦେଖିବାକୁ ମିଳିଛି । ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ ଘଡ଼ାଇ, ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକ ଏବଂ ସୂଜାତା ସାହୁ ଏହି ବୈଠକରେ ଯୋଗ…

ନବୀନଙ୍କ ସହ କଥା ହେବା ପରେ ଉତ୍ତର ରଖିବି, କାହିଁକି ଏପରି କହିଲେ ବିଜେଡିରୁ ବିତାଡ଼ିତ ଅରବିନ୍ଦ

ଭୁବନେଶ୍ୱର,୧୮ା୧: କିଛିଦିନ ତଳେ ବିଜେଡିରୁ ବହିଷ୍କୃତ ହୋଇଥିବା ବିଧାୟକ ଅରବିନ୍ଦ ମହାପାତ୍ର ଶେଷରେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସବୁଦିନ ମୋ’ ବିରୋଧରେ ନୂଆ ନୂଆ ଅଭିଯୋଗ ଆଣୁଛି ବିଜେଡି। ତେବେ ବିଜେଡିର ଅଭିଯୋଗ ସମ୍ପୂର୍ଣ୍ଣ ମିଛ ବୋଲି କହିଛନ୍ତି ଅରବିନ୍ଦ।…

ତେଲେଇ ହେବାକୁ…

ଭୁବନେଶ୍ୱର,୧୮ା୧(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନରେ କ୍ଷମତାରୁ ଯିବାପରଠାରୁ ଦଳୀୟ ବ୍ୟାପାରରେ ସମ୍ପୂର୍ଣ୍ଣ ନୀରବ ରହି ଆସୁଥିବା ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ଶୃଙ୍ଖଳା ପ୍ରସଙ୍ଗକୁ ନେଇ ହଠାତ୍‌ କ୍ରିୟାଶୀଳ କିପରି ହୋଇଗଲେ ତାହାକୁ ନେଇ ସବୁଆଡ଼େ ଚର୍ଚ୍ଚା ଜୋର୍‌…

ମହଙ୍ଗା ପଡ଼ିଲା କି “ନବୀନ ମୋ ନେତା, ପାଣ୍ଡିଆନ ନେତା ନୁହନ୍ତି” ମନ୍ତବ୍ୟ

ଭୁବନେଶ୍ଵର,୧୬ା୧: ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଏକ ବଡ଼ ନିଷ୍ପତ୍ତି କ୍ରମେ ଦଳରୁ ଦୁଇ ବିଧାୟକ ଅରବିନ୍ଦ ମହାପାତ୍ର (ପାଟକୁରା) ଏବଂ ସନାତନ ମହାକୁଡ଼ (ଚମ୍ପୁଆ)ଙ୍କୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ବେଳେ…

ଦିବ୍ୟାଙ୍ଗ ଛାତ୍ରଙ୍କ ଇଚ୍ଛା ପୂରଣ କଲେ ନବୀନ

ଛତ୍ରପୁର,୩।୧(ଦିଲ୍ଲୀପ ସାମଲ): ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦିବ୍ୟାଙ୍ଗ ଛାତ୍ର ସୁଗମ କୁମାର ପାଢ଼ୀ(ମୁରାରୀ) ଭେଟି ଖୁସି ଜାହିର କରିଛନ୍ତି । ସେ ଗଞ୍ଜାମ ଜିଲା ଛତ୍ରପୁର ସହରର ସତ୍ୟବାଦୀନଗର ନିବାସୀ ଆଇନଜୀବୀ ମନୋଜ କୁମାର…

ନବୀନଙ୍କ ଉତ୍ତରାଧିକାରୀକୁ ନେଇ ଚର୍ଚ୍ଚା, ଅଶୋକ ପଣ୍ଡା କହିଲେ ଯେବେ ଯାଏ ନବୀନ ଅଛନ୍ତି…

ଭୁବନେଶ୍ବର,୧।୧: ନୂଆବର୍ଷର ପ୍ରଥମ ଦିନରେ ପୁଣି ଥରେ ନବୀନଙ୍କ ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା ବଢ଼ିଛି ।ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ମୁହଁ ଖୋଲିଛନ୍ତି ଅଶୋକ ପଣ୍ଡା । ବିଜେଡି, ନବୀନ ପଟ୍ଟନାୟକ ଆମ ପାଇଁ ସବୁ କିଛି ବୋଲି ସେ…

ବିଜେଡି ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ, କହିଲେ ନବୀନ ପଟ୍ଟନାୟକଙ୍କୁ…

ଭୁବନେଶ୍ୱର,୨୬।୧୨:  ଆଜି ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ପାଳୁଛି ।  ପ୍ରତିଷ୍ଠା ଦିବସ ପାଇଁ ଶଙ୍ଖ ଭବନ ସଜେଇ ହୋଇଥିବା ବେଳେ ନବୀନ ପଟ୍ଟନାୟକ ସାମିଲ ଦେଇ ବଡ଼ ବୟାନ ଦେଇଛନ୍ତି । ବିଜୁ ଜନତା ଦଳ ଶହେ…

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ଭାଜପା ପରେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି

ଭୁବନେଶ୍ବର,୧୯ା୧୨: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ଦିନକୁ ଦିନ ବିରୋଧାଭାବ ଦେଖିବାକୁ ମିଳୁଛି । ଗତକାଲି ଭାଜପା ବିଧାୟକମାନେ ଏହି ପ୍ରସଙ୍ଗ ଉପରେ ପୁର୍ନବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଥିବା ବେଳେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି …

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ ଅତ୍ୟାବଶ୍ୟକ ଖର୍ଚ୍ଚ କରିବାରେ ଲଗାତାର ଅବହେଳା ପାଇଁ କଡ଼ା ସମାଲୋଚନା କରିଛନ୍ତି। ନବୀନ ଖବରଦାତାମାନଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri