Tag Archives: Naveen Patnaik

ଆଲୋଚନାକୁ ଯିବେନି, ହୋହଲ୍ଲାକରି ବନ୍ଦ କରିବେ

ଭୁବନେଶ୍ୱର, ୧୮।୯(ସୁନିତ୍‌ ମିଶ୍ର): ବିଧାନସଭାର ମୌସୁମୀ ଅଧିବେଶନ ଗୁରୁବାରଠାରୁ ଆରମ୍ଭହୋଇ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ମୋଟ୍‌ ୭ଟି କାର୍ଯ୍ୟଦିବସ ରହିବ। ତେବେ ବିଧାନସଭାରେ ଶାସକ ଦଳକୁ ଘେରିବା ଲାଗି ବିରୋଧୀ ବିଜେଡି ବିଧାୟକ ଦଳ ବୈଠକରେ…

ମୋହନ ସରକାର ଉପରେ ବର୍ଷିଗଲେ ନବୀନ: ‘ପୋଲିସ ନିଜ କର୍ମଚାରୀଙ୍କୁ ସୁରକ୍ଷା ଦେଇ ପାରୁନି, ସାଧାରଣ ଲୋକ କ’ଣ କରିବେ’

ଭୁବନେଶ୍ୱର,୧୭।୯: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାର ଓ ପୋଲିସ ବିଭାଗର କାର୍ଯ୍ୟଦକ୍ଷତା ଉପରେ ତୀବ୍ର ସମାଲୋଚନା କରିଛନ୍ତି। ଭୁବନେଶ୍ୱର କମିଶନରେଟ ପୋଲିସରେ କାର୍ଯ୍ୟରତ ୨୫ ବର୍ଷୀୟା ମହିଳା କନଷ୍ଟେବଲ୍ ଶୁଭମିତ୍ରା ସାହୁଙ୍କ ନିଖୋଜ…

ପୁରୀ ଗଣବଳାତ୍କାର ଘଟଣାରେ ମୁହଁ ଖୋଲିଲେ ନବୀନ: ଭାଜପା ସରକାରଙ୍କୁ କହିଦେଲେ ବଡ କଥା

ଭୁବନେଶ୍ୱର,୧୬ା୯: ପୁରୀ ଜିଲାର ମା’ ବାଲିହରଚଣ୍ଡୀ ମନ୍ଦିର ନିକଟରେ ଜଣେ ଯୁବତୀଙ୍କୁ ଗଣବଳାତ୍କାର ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଦୁଃଖ ଓ କ୍ଷୋଭ ବ୍ୟକ୍ତ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି ଯେ, ରାଜଧାନୀଠାରୁ ୫୦…

ଦିଲ୍ଲୀ ଯାଉଛନ୍ତି ନବୀନ-ମନମୋହନ, ରାଜ୍ୟ ରାଜନୀତିରେ ବଡ଼ ହଲଚଲ!

ଭୁବନେଶ୍ୱର, ୭।୯: ଓଡ଼ିଶାର ରାଜନୈତିକ ମହଲରେ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। କାରଣ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକା ସାଥିରେ ଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ଗସ୍ତ ଉପରାଷ୍ଟ୍ରପତି ନିର୍ବାଚକୁ…

ପୁଣି ଦିଲ୍ଲୀ ଯିବେ ନବୀନ, ଜଣାପଡିଲା ବଡ଼ ପ୍ଲାନ!

ଭୁବନେଶ୍ୱର,୭ା୯(ସୁନୀତ୍‌ ମିଶ୍ର): ଉପରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୯ରେ ଅନୁଷ୍ଠିତ ହେବାକୁ ଯାଉଛି। ଏହା ପୂର୍ବରୁ ରବିବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ନବୀନଙ୍କ ଏହି ଗସ୍ତ ନେଇ ଚର୍ଚ୍ଚା…

ଅରୁଣଙ୍କ ବିସ୍ଫୋରକ ବୟାନ, ବାବୁ ପଣିଆ ଦେଖାଇ…

ଭୁବନେଶ୍ୱର,୬।୯: ଓଡ଼ିଶା ରାଜନୀତିରେ ପୁଣି ହଲଚଲ ଦେଖିବାକୁ ମିଳିଛି। ବିଜେଡି ନେତା ଅରୁଣ ସାହୁ କରିଛନ୍ତି ବଡ଼ ବିସ୍ଫୋରଣ। ଅରୁଣ କହିଛନ୍ତି, ନମ୍ରତାଠୁ ବଡ଼ ଆଭୂଷଣ କିଛି ନାହିଁ। ବାର୍ଦ୍ଧକ୍ୟ ଏକ ଅଭିଶାପ ନୁହେଁ, ଆଶୀର୍ବାଦ। ଏହା ସହିତ ସେ ଆହୁରି…

ଦେଲେ ଖୋଲା ସଂକେତ, ବିଜେଡି ଛାଡି କଂଗ୍ରେସରେ ଯୋଗଦେବେ ବଡ଼ ନେତା!

ଭୁବନେଶ୍ୱର,୩।୯: ବିଜେଡିର ବରିଷ୍ଠ ନେତା ତଥା ନର୍ଲା ବିଧାୟକ ଭୂପିନ୍ଦର ସିଂ ଦଳ ଛାଡ଼ିବା ନେଇ ଏକ ବଡ଼ ସଂକେତ ଦେଇଛନ୍ତି! ସେ କହିଛନ୍ତି ଯେ ତାଙ୍କ ପାଇଁ ଲୋକମାନେ ହିଁ ସବୁଠୁ ବଡ଼ ଦଳ ଏବଂ ତାଙ୍କର ଭବିଷ୍ୟତ ନିଷ୍ପତ୍ତି…

ବିଜେଡିରେ ଚାଲିଛି କ’ଣ? ଆଲୋଚନାରେ…

ଭୁବନେଶ୍ୱର,୩୧ା୮(ସୁନିତ୍‌ ମିଶ୍ର): ବିଜେଡି ଯୁବ ଓ ଛାତ୍ର ସଭାପତି ଚୟନକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱ ଦୂରହେବାର ନାଁ ଧରୁନାହିଁ। ଏନେଇ ଉଭୟ ଛାତ୍ର ଓ ଯୁବ ଜନତା ଦଳର ବହୁ ଅସନ୍ତୁଷ୍ଟ ନେତା ମେଳି ବାନ୍ଧିଛନ୍ତି। କେଉଁ ଆଧାରରେ ଚିନ୍ମୟ…

ବିଜେଡିରେ ଛାତ୍ର ସଂଗଠନ ପାଇଁ ବଡ଼ ନିଷ୍ପତ୍ତି ନେଲେ ନବୀନ, ଏହି ନେତାଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୬।୮: ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ୍ ଯୁବ ଓ ଛାତ୍ର ସଂଗଠନରେ ନୂଆ ନେତୃତ୍ୱ ଗଠନ କରିଛନ୍ତି। ଏହି ନିଯୁକ୍ତି ଅନ୍ତର୍ଗତ ଚିନ୍ମୟ ସାହୁଙ୍କୁ ବିଜୁ ଯୁବ ଜନତା ଦଳ (BYJD) ସଭାପତି ଏବଂ ଈପ୍ସିତା ସାହୁଙ୍କୁ…

ପ୍ରେମ ପଟ୍ଟନାୟକଙ୍କୁ ନେଇ ସଙ୍କେତ ଦେଲେ ମନ୍ମଥ, ଆଜି ନବୀନ କରିବେ ବଡ଼ ଘୋଷଣା

ଭୁବନେଶ୍ୱର,୨୨।୮: ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ଜାଣିବା ପାଇଁ ତାଙ୍କ ବ ଭାଇ ପ୍ରେମ ପଟ୍ଟନାୟକ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଗତ କିଛି ଦିନ ହେବ ନବୀନ ପଟ୍ଟନାୟକ ଅସୁସ୍ଥ ଥିଲେ ଏବଂ ସେ ଭୁବନେଶ୍ୱରର…

ଭାଜପା-କଂଗ୍ରେସରୁ ନବୀନଙ୍କୁ ଆସିଲା ଘନଘନ ଫୋନ, ଆଜି କରିବେ ବଡ଼ ଘୋଷଣା!

ଭୁବନେଶ୍ୱର, ୨୧।୮: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଫୋନ କରି ଖୋଜଖବର ନେଇଛନ୍ତି। ନବୀନ ପଟ୍ଟନାୟକ ଡିହାଇଡ୍ରେସନ ସମସ୍ୟା କାରଣରୁ ରବିବାରରୁ…

ମେଡିକାଲ୍‌ରୁ ଡିସ୍‌ଚାର୍ଜ ହେଲେ ନବୀନ, ଖୁବଶୀଘ୍ର ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୨୦ା୮: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁସ୍ଥ ହେବା ପରେ ଡିସଚାର୍ଜ ହୋଇ ନବୀନ ନିବାସକୁ ଫେରିଛନ୍ତି। ଡିହାଇଡ୍ରେସନ ଯୋଗୁ ଗତ ୧୭ ଅଗଷ୍ଟ ଅପରାହ୍ନରେ ସେ ଏକ ଘରୋଇ ହସ୍ପିଟାଲରେ ଭର୍ତି ହୋଇ ଚିକିତ୍ସା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri