ଭାଜପାର ଟେନଶନ ବଢାଇଲା ବିଜେଡି, ଉପ ରାଷ୍ଟ୍ରପତି ନିର୍ବାଚନରେ…
ଭୁବନେଶ୍ୱର, ୨୭।୭: ଆଗାମୀ ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ଜାତୀୟ ରାଜନୀତି ସରଗରମ ରହିଥିବାବେଳେ ରାଜ୍ୟ ରାଜନୀତି ମଧ୍ୟ ଉଷ୍ମ ରହିଛି। ଚର୍ଚ୍ଚା ହେଉଛି ଆଗାମୀ ରାଷ୍ଟ୍ରପତି ପ୍ରାର୍ଥୀ ଭାଜପାରୁ ହିଁ ବେ। ତେବେ ଏନେଇ ଇଣ୍ଡିଆ ମେଣ୍ଟର ବିରୋଧୀ ଦଳ ବିରୋଧ…
ନବୀନଙ୍କ ବଡ଼ ଆକ୍ସନ, ସସ୍ପେଣ୍ଡ ହେଲେ ବଡ଼ ବିଜେଡି ନେତା
ଭୁବନେଶ୍ୱର,୨୭।୭: ବିଜେଡିରେ ବଡ଼ ହଲଚଲ। ନବୀନ ନେଲେ ବଡ଼ ଆକ୍ସନ। ବଳାତ୍କାର ମାମଲାରେ ଅମରେଶ ଜେନା ଗିରଫ ହେବା ପରେ ତାଙ୍କୁ ବିଜେଡିରୁ ନିଲମ୍ବିତ କରିଛନ୍ତି ନବୀନ। ଅମରେଶ ଗିରଫ ହେବା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ବିଜେଡି ସଭାପତି। ବିଜେଡି…
ଅନାସ୍ଥା ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ନବୀନ, ମୋହନଙ୍କୁ କହିଦେଲେ…
ଭୁବନେଶ୍ୱର,୨୭।୭: ରାଜ୍ୟରେ ଅନାସ୍ଥା ଚର୍ଚ୍ଚା ନେଇ ରାଜନୀତି ସରଗରମ ରହିଛି। କଂଗ୍ରେସ, ବିଜେଡିକୁ ଏକାଠି ହୋଇ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଆହ୍ବନ ଦେଇଛି। ତେବେ ଏହାରି ଭିତରେ ନବୀନ ପଟ୍ଟନାୟକ ମୁହଁ ଖୋଲିଛନ୍ତି। ସେ ଏକ୍ସରେ ପୋଷ୍ଟ କରି…
ଅନାସ୍ଥା ପ୍ରସ୍ତାବ: ବିଜେଡି ଦେଲା ସଙ୍କେତ, ଏବେ ଭାଙ୍ଗିବ ସରକାର!
ଭୁବନେଶ୍ୱର,୨୬।୭: ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ନେଇ ରାଜନୀତି ସରଗରମ ରହିଛି। କଂଗ୍ରେସ ଓ ବିଜେଡି ମିଶି ଭାଜପା ସରକାରଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପିସିସି ସଭାପତି ଭକ୍ତ ଚରଣ ଦାସ ଆହ୍ବନ ଦେଇଛନ୍ତି। ଯାହାକୁ ନେଇ ଏବେ…
ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ବଢାଇଲା ନବୀନଙ୍କ ଟୁଇଟ୍, ବଡ଼ କଥା କହିଦେଲେ…
ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ଘଟଣାକୁ ନେଇ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ଦୁଃଖ ପ୍ରକାଶ କରିଛନ୍ତି। ଟୁଇଟ୍ କରି କହିଛନ୍ତି,…
ରଥଯାତ୍ରା ସମୟରେ ଅଣ୍ଡାମାଡ଼ ଘଟଣା, ରାଜ୍ୟ ସରକାରଙ୍କୁ ଏପରି କହିଦେଲେ ନବୀନ
ଭୁବନେଶ୍ୱର,୧୫।୭(ସୁନିତ୍ ମିଶ୍ର): କାନାଡ଼ାର ଟରୋଣ୍ଟୋ ସହରରେ ରଥଯାତ୍ରା ପାଳନ ସମୟରେ ଶ୍ରଦ୍ଧାଳୁଙ୍କ ଉପରକୁ ଅଣ୍ଡା ମାଡ଼ କରାଯାଇଛି। ଏହି ଖବର ଶୁଣିବା ପରେ ବ୍ୟଥିତ ଲାଗିଛି। ଏହି ଘଟଣା କେବଳ ସାରା ବିଶ୍ୱର ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଦୁଃଖ ପହଞ୍ଚାଇ ନାହିଁ ବରଂ…
୨୦୨୬ ରାଜ୍ୟ ସଭା: ନବୀନ ବିକିବେ ନା ନେତା ଚେତିବେ, ଜାଣନ୍ତୁ ରାଜ୍ୟ ସଭା ଭୋଟିଂ ଫର୍ମୁଲା
ଭୁବନେଶ୍ୱର,୧୧।୭:(ସୁନିତ୍ ମିଶ୍ର): ୨୦୨୬ ଏପ୍ରିଲରେ ଓଡ଼ିଶାରେ ୪ଟି ରାଜ୍ୟ ସଭା ଆସନ ଖାଲି ହୋଇଯିବ। ଖାଲି ହେବାକୁ ଥିବା ଏହି ରାଜ୍ୟ ସଭା ଆସନଗୁଡିକୁ ନେଇ ଏବେଠାରୁ ୩ ମୁଖ୍ୟ ଦଳ ଗଣିତ କଷିବା ଆରମ୍ଭ କରିଦେଲେଣି। ରାଜ୍ୟ ସଭା ସଦସ୍ୟ…
ଓଡ଼ିଶାରେ ହଲଚଲ: ବିଜେଡି ଛାଡି କଂଗ୍ରେସରେ ଯୋଗ ଦେଲେ ବଡ଼ ନେତା
ଭୁବନେଶ୍ୱର, ୧୦।୭: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ୱାଳ ବିଜୁ ଜନତା ଦଳ (ବିଜେଡି) ଛାଡ଼ି ପୁଣି କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। ଏହି ଖବର ରାଜ୍ୟ ରାଜନୀତିରେ ଏକ ହଲଚଲ ସୃଷ୍ଟି କରିଛି। ଯାହା ବିଜେଡି…
ଡିସ୍ଚାର୍ଜ ହେଲେ ନବୀନ ପଟ୍ଟନାୟକ, ଜାଣନ୍ତୁ କେବେ ଫେରିବେ ଓଡ଼ିଶା
ମୁମ୍ବାଇ,୭।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ମୁମ୍ବାଇର କୋକିଳାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ୍ରୁ ଡିସ୍ଚାର୍ଜ ହୋଇଛନ୍ତି। ସର୍ଭାଇକାଲ୍ ଆର୍ଥ୍ରରାଇଟ୍ସ ଅସ୍ତ୍ରୋପଚାର ପାଇଁ ସେ ଏହି ହସ୍ପିଟାଲ୍ରେ ଭର୍ତ୍ତି ହୋଇଥିଲେ। ନବୀନଙ୍କ ରାଜନୈତିକ ସଚିବ ସନ୍ତୃପ୍ତ…
ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ: ନବୀନ ପଟ୍ଟନାୟକଙ୍କ ତୀବ୍ର ନିନ୍ଦା, ମୁଖ୍ୟମନ୍ତ୍ରୀଙ୍କୁ କଡ଼ା…
ଭୁବନେଶ୍ୱର,୩୦।୬: ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରେ ଆକ୍ରମଣ ଘଟଣାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତୀବ୍ର ନିନ୍ଦା କରିଛନ୍ତି। ଏହି ଘଟଣାର ଭିଡିଓ ଦେଖି ସେ ମର୍ମାହତ ହୋଇଥିବା…
ପୁରୀ ଦଳାଚକଟା ଘଟଣା: ମୃତକଙ୍କ ପରିବାର ସହ କଥା ହେଲେ ନବୀନ, ପ୍ରଶାସନ ଉପରେ ଅସନ୍ତୋଷ ପ୍ରକାଶ କଲେ ଲୋକେ
ପୁରୀ,୨୯ା୬ : ପୁରୀ ରଥଯାତ୍ରାରେ ଘଟିଥିବା ଦଳାଚକଟା ଘଟଣାକୁ ନେଇ ରାଜ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଏହି ଘଟଣାରେ ମୃତକଙ୍କ ପରିବାର ସହ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ନେତା ନବୀନ ପଟ୍ଟନାୟକ ଫୋନ ଯୋଗେ କଥା ହୋଇଛନ୍ତି। ଏହି ସମୟରେ…
ନବୀନଙ୍କ ଆଉ ଏକ ନୂଆ ଭିଡିଓ ଭାଇରାଲ, ଇନଷ୍ଟାରେ ପାଣ୍ଡିଆନ କଲେ ଶେୟାର, ସବୁକିଛି ଜଣାପଡିଗଲା…
ଭୁବନେଶ୍ୱର,୨୭।୬: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଧୀରେଧୀରେ ସୁସ୍ଥ ହେଉଛନ୍ତି। ଗୁରୁବାର ମେଡିକାଲ ବେଡରୁ ସେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ତେବେ ଆଜି ସେ ରଥଯାତ୍ରା ଦେଖୁଥିବା ଏକ ଭିଡିଓ ଭାଇରାଲ ହୋଇଛି।…
Archives


