ନ୍ୟୁୟର୍କରେ ବିତିଥିଲା ଯୁବାବସ୍ଥା, ପାଶ୍ଚାତ୍ୟ ସଂସ୍କୃତିରେ ବଢ଼ିଥିବା ନବୀନ ଧଳା କୁର୍ତ୍ତା ପିନ୍ଧି ଲେଖିଥିଲେ ନୂଆ ରାଜନୈତିକ ଇତିହାସ
ଭୁବନେଶ୍ୱର,୫।୬: ଦୀର୍ଘ ୨୪ ବର୍ଷର ବିଜେଡି ଶାସନରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ନିଜର ସ୍ବଚ୍ଛ ଏବଂ ନିର୍ମଳ ଭାବମୂର୍ତ୍ତିକୁ ନେଇ ଓଡ଼ିଶାବାସୀଙ୍କ ପ୍ରିୟ ପାଲଟିଥିବା ନବୀନ ପଟ୍ଟନାୟକ ଶେଷରେ ପରାଜିତ ହୋଇ ଇସ୍ତଫା ଦେଇଛନ୍ତି। ଗୋଟିଏ ପଟେ ବିଜେଡି ପରାଜୟର କାରଣ...
ହସରେ ଉଡାଇ ଦେଲେ ନବୀନ, କହିଲେ-ମୋଦିଙ୍କୁ ମୋ ଚିନ୍ତା ନୁହେଁ ବରଂ ଭୋଟ୍ ଚିନ୍ତା…
ଭୁବନେଶ୍ୱର,୨୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କମିଟି ଗଠନ କରାଯିବ ବୋଲି କହିଥିଲେ। କଡ଼ା ଭାଷାରେ ଏହା ଜବାବ ଦେବା ସହ ସ୍ବାସ୍ଥ୍ୟାବସ୍ଥା ପ୍ରସଙ୍ଗକୁ ହସରେ ଉଡାଇ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୋଦିଙ୍କୁ ମୋ ସ୍ବାସ୍ଥ୍ୟାବସ୍ଥା...
ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ
କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି।...
Archives
