ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ
ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି। ଏମାନେ ହେଲେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜୟଦେବ ବିଧାୟକ ନବକିଶୋର ମଲ୍ଲିକ,…
କ୍ରସ୍ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି
ଭୁବନେଶ୍ୱର,୧୯ା୩: କ୍ରସ୍ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି। ଗୋଟିଏ ଭୋଟ୍ ସଂତୃପ୍ତ ଓ ଆଉ ଗୋଟିଏ ଭୋଟ ଦିଲ୍ଲୀପଙ୍କୁ ଦେଇଛି।…
ଉପାସନାଙ୍କ ଭୋଟ୍ ନେଇ ରାଗିଗଲେ ନବୀନ, ଅଭିଯୋଗ ଆଣି କହିଲେ…
ଭୁବନେଶ୍ୱର,୧୬ା୩: ସୋମବାର ରାଜ୍ୟ ସଭା ଆସନ ଲାଗି ମତଦାନ ଚାଲିଛି। ଏହି ସମୟରେ ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟ୍କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଗି ଯାଇଛନ୍ତି। ନବୀନ କହିଛନ୍ତି, ବିଧାୟିକା ଭୋଟଦାନରେ ତ୍ରୁଟି କରିଛନ୍ତି। ଯେଉଁ ଅଧିକାରୀ…
ନବୀନଙ୍କ ପୋଲ୍ ଖୋଲିଲେ ପ୍ରତାପ ଷଡ଼ଙ୍ଗୀ, ଅତୀତରେ ମୋତେ ଅଫର ଦେଇଥିବା କହି…
ଭୁବନେଶ୍ୱର,୧୪ା୩: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପୋଲ୍ ଖୋଲି ଦେଇଛନ୍ତି ଏମ୍ପି ପ୍ରତାପ ଷଡ଼ଙ୍ଗୀ(ନନା)। ସେ କହିଛନ୍ତି, ନବୀନ ଘୋଡ଼ା ବେପାରରେ ମାହିର। ଅତୀତରେ ମୋତେ ଘୋଡ଼ା ବେପାର ପାଇଁ ଅଫର ଦେଇଥିଲେ ନିଜେ ନବୀନ। ମୋତେ କିଣିବାକୁ ୩…
ରାଜ୍ୟ ସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ, ଘୋଡ଼ା ବେପାର କଥା ଉଠାଇ…
ଭୁବନେଶ୍ୱର,୧୪ା୩: ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। ଏନେଇ ରାଜ୍ୟର ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ପୂରା ଦମ୍ ଲଗାଇ ଦେଇଛନ୍ତି। ଏହା ଭିତରେ ପ୍ରତ୍ୟେକ…
ରାଜ୍ୟ ସଭା ନିର୍ବାଚନ ନେଇ ଆଜି ନବୀନ ନିବାସରେ ଏକାଠି ହେବେ…
ଭୁବନେଶ୍ୱର,୧୪ା୩: ରାଜ୍ୟ ସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ ଚାଲିଛି। ଶନିବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କର ଏକ ବଡ଼ଧରଣର ବୈଠକ ରହିଛି। ସନ୍ଧ୍ୟା ୫.୩୦ରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରଶିକ୍ଷଣ ଦେବେ। ରାଜ୍ୟ ସଭା…
ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର, ପାଖରେ ଅଛନ୍ତି ନବୀନଙ୍କ ସହ…
ଭୁବନେଶ୍ୱର,୫ା୩: ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ଆଜି ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ୩ ସେଟ୍ର ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଭରିବା ସମୟରେ ବିଜେଡି ଏବଂ…
ମିଡ୍ ନାଇଟ୍ ଅପରେଶନ ପେଡ଼ି ଖୋଲିଲେ ପ୍ରଭାତ ବିଶ୍ୱାଳ, ସେଦିନ ପ୍ୟାରୀଙ୍କ ଘରେ କ’ଣ ସବୁ ହୋଇଥିଲା କହି…
ଭୁବନେଶ୍ୱର,୧ା୩: ମିଡ୍ ନାଇଟ୍ ଅପରେଶନ ପେଡ଼ି ଖୋଲିଛନ୍ତି ବିଜେଡିରୁ ବିତାଡ଼ିତ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ। ମିଡ୍ ନାଇଟ୍ ଅପରେଶନ ଓଡ଼ିଶା ରାଜନୀତିରେ ବେଶ୍ ଚର୍ଚ୍ଚିତ। କାରଣ ଏହି ଦିନ ଗୋପନୀୟ ଭାବେ ଷଡ଼ଯନ୍ତ୍ର ଚଳାଇ ଦଳକୁ ଭାଙ୍ଗିବା, ନେତାଙ୍କୁ ବିଭାଜନ…
ରାଜ୍ୟ ସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ନବୀନ, ଜାଣନ୍ତୁ କିଏ…
ଭୁବନେଶ୍ୱର,୨୮ା୨: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଡାକ୍ତର ଦତ୍ତେଶ୍ୱର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ…
ନବୀନ ନିବାସରେ ଦତ୍ତେଶ୍ୱର ହୋତା: ରାଜ୍ୟ ସଭା ନିର୍ବାଚନ ପ୍ରାର୍ଥୀ ଘୋଷଣାକୁ ନେଇ ବଢ଼ିଲା ଜୋର୍ଦାର ଚର୍ଚ୍ଚା,
ଭୁବନେଶ୍ୱର,୨୮ା୨: ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ବିଜେଡି। ଅନ୍ୟପକ୍ଷରେ ଡାକ୍ତର ଦତ୍ତେଶ୍ୱର ହୋତା ନବୀନ ନିବାସରେ ପହଞ୍ଚିବା ପରେ ରାଜନୈତିକ ମହଲରେ ଜୋର୍ଦାର ଚର୍ଚ୍ଚା ବଢ଼ିଛି। ପୂର୍ବରୁ ପିସିସି ସଭାପତି ଭକ୍ତ ଦାସ ମଧ୍ୟ ଦତ୍ତେଶ୍ୱରଙ୍କ ନାଁ…
ବିଧାନସଭାରେ ନିଆରା ଦୃଶ୍ୟ: ନବୀନଙ୍କ ସହ ଭେଟ ହୋଇଗଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଉ ତା’ ପରେ…
ଭୁବନେଶ୍ୱର,୨୩ା୨: ସୋମବାର ବିଧାନସଭାରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଭେଟ ହୋଇଯାଇଛି।ଗୃହକୁ ପ୍ରବେଶ କରିବା ବେଳେ ଏକାଠି ଭେଟ ହୋଇଛନ୍ତି। ଏହା ପରେ ପ୍ରଭାତୀ…
ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….
ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ କରିଛନ୍ତି। ଯାହାକୁ ନେଇ ବିଭିନ୍ନ ମହଲରେ ଖୁସିର ଲହରି ଦେଖିବାକୁ ମିଳିଛି। ଦଳୀୟ…
Archives


