Tag Archives: Naveen pattnaik

ବିଜୁବାବୁଙ୍କ ଜନ୍ମ ଉତ୍ସବ ପାଳନକୁ ଆସିଲେନି ନବୀନ, କାଢ଼ି ନିଆଗଲା ଚୌକି

ଭୁବନେଶ୍ୱର,୫ା୩: ମାର୍ଚ୍ଚ ୫ ଅର୍ଥାତ୍‌ ଆଜି(ବୁଧବାର) ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ। ଏହି ଅବସରରେ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ପଟ୍ଟନାୟକ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଥିଲେ। ନବୀନ ମୋହନଙ୍କ ନିମନ୍ତ୍ରଣ ରକ୍ଷା...

ବାବୁସାନ୍‌ଙ୍କୁ ଭିଡିଓ କଲ୍‌ କରି ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରିଲେ ନବୀନ, ହସ୍ପିଟାଲରେ ପହଞ୍ଚିଲେ ଅନୁଭବ

ଭୁବନେଶ୍ୱର,୧୩ା୨: ଓଲିଉଡ୍‌ର ୮୦ ଦଶକର ସୁପରଷ୍ଟାର ଉତ୍ତମ ମହାନ୍ତି ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ବାବୁସାନ୍‌ଙ୍କୁ ଭିଡିଓ କଲ୍‌ କରି ଉତ୍ତମଙ୍କ...

ଯାଜପୁର ପାଇଁ ଅଲୋଡ଼ା ହେଲେ ବବି, ନବୀନ ଦେଲେ ବଡ଼ ଝଟ୍‌କା

ଭୁବନେଶ୍ୱର,୨ା୨: ବିଜେଡି ନେତା ବବି ଦାସ ଏବେ ଯାଜପୁର ପାଇଁ ଅଲୋଡ଼ା ହୋଇଯାଇଛନ୍ତି। ଯିଏ ଦିନେ ଦଳର ଟିକ୍‌ନିକ୍‌ କଥା ବୁଝୁଥିଲେ ତାଙ୍କ ଇଙ୍ଗିତରେ କୁଆଡ଼େ ଦଳ ଉଠ୍‌ବସ୍‌ ହେଉଥିଲା ଆଜି ତାଙ୍କୁ କୌଣସି ଦାୟିତ୍ୱ ଦେଇନାହାନ୍ତି ଦଳର ସୁପ୍ରିମୋ...

ଦରଦାମ୍‌ ବୃଦ୍ଧି ନେଇ ନବୀନଙ୍କ କଡ଼ା କଥା, କହିଲେ ଡବଲ ଇଞ୍ଜିନ ସରକାର ଲୋକଙ୍କୁ…

ଭୁବନେଶ୍ୱର,୬ା୧: ଦରଦାମ୍‌ ବୃଦ୍ଧି ପ୍ରତିବାଦରେ ସୋମବାର ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି ।ଲୋୟର ପିଏମ୍‌ଜି ଠାରେ ୨୫ରୁ ୩୦ ହଜାର ଲୋକଙ୍କୁ ଏକାଠି କରି ଦରବୃଦ୍ଧି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବିଜେଡି ଘେରିଛି । ଏହି ଆନ୍ଦୋଳନରେ ନିଜେ ବିଜେଡି ସୁପ୍ରିମୋ...

ନବୀନଙ୍କ ପରେ କିଏ? ଉତ୍ତରରେ ନବୀନ କହିଲେ ମୋ’ ପରେ…

ଭୁବନେଶ୍ୱର,୨୬ା୧୨: ଗୁରୁବାର ଶଙ୍ଖଭବନରେ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି। ଏଥିସହିତ ନବୀନ ଗଣମାଧ୍ୟମ ପ୍ରତିନିଧିଙ୍କ ଅନେକ ପ୍ରଶ୍ନର ଉତ୍ତର ମଧ୍ୟ ଦେଇଛନ୍ତି। ଏଥିରେ ସେ...

ନବୀନଙ୍କୁ କଡ଼ା ଟାର୍ଗେଟ୍‌ କଲେ ଧର୍ମେନ୍ଦ୍ର, କହିଲେ ୨୪ ବର୍ଷରେ ଯିଏ ପାଣି ଯୋଗାଇ ପାରିଲେନି ସେ ପୁଣି…

ଭୁବନେଶ୍ୱର,୨୬ା୧୨: ଗୁରୁବାର ବିଜେଡିର ପ୍ରତିଷ୍ଠା ଦିବସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପା ଉପରେ ବର୍ଷିଥିବାବେଳେ ନବୀନଙ୍କୁ ମଧ୍ୟ କଡ଼ା ଟାର୍ଗେଟ୍‌ କରି ଭାଜପା ସମାଲୋଚନା କରିଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ନବୀନଙ୍କୁ ଟାର୍ଗେଟ୍‌ କରି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଯିଏ...

ନବୀନଙ୍କ ଉପରେ ବହିକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୧୨(ସୁନିତ୍‌ ମିଶ୍ର): ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ‘ନବୀନ ପଟ୍ଟନାୟକ- ଦ ଅଥରିଟେଟିଭ ବାୟୋଗ୍ରାଫି ରିଭାଇଜ୍‌ଡ ଆଫ୍ଟର ୨୦୨୪ ଇଲେକ୍ସନ’ ପୁସ୍ତକ ଉନ୍ମୋଚନ ହୋଇଯାଇଛି। ସେ ଏହି ପୁସ୍ତକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପ୍ରଶାସକରୁ ରାଜନେତା ପାଲଟିଥିବା...

ବିଜେଡି କର୍ପୋରେଟରଙ୍କୁ ନବୀନଙ୍କ ଡାକରା, ସମାଧାନ ହେବ କି ଗୋଷ୍ଠୀକନ୍ଦଳ

ବ୍ରହ୍ମପୁର,୧୮ା୧୨(ସ୍ମୃତିରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ବିଜେଡି କର୍ପୋରେଟର ଏବଂ ମେୟର ଓ ଡେପୁଟି ମେୟରଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ଭୁବନେଶ୍ୱର ନବୀନ ନିବାସକୁ ଡାକିଛନ୍ତି। ବୁଧବାର ଅପରାହ୍ନରେ ସମସ୍ତେ ହାଜର ହେବାକୁ ନିର୍ଦ୍ଦେଶ ଆସିଛି। ମେୟର...

ନବୀନଙ୍କ ବଡ଼ ପ୍ରତିକ୍ରିୟା: କହିଲେ ଆଗରୁ ବିଜେଡି ରାଜ୍ୟର ସ୍ବାର୍ଥ ପାଇଁ ଲଢ଼େଇ କରୁଥିଲା, ଆଉ ଏବେ…

ଭୁବନେଶ୍ୱର,୬ା୧୨: ପୋଲାଭରମ୍‌ ପ୍ରସଙ୍ଗରେ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବିଜେଡି ଆଗରୁ ବି ରାଜ୍ୟର ସ୍ବାର୍ଥ ପାଇଁ ଲଢ଼େଇ କରୁଥିଲା। ଆଉ ଆଗକୁ ବି ଲଢ଼େଇ ଜାରି ରହିବ ବୋଲି ନବୀନ କହିଛନ୍ତି। ପୋଲାଭରମ୍‌...

କଥା ଦେଇ କଥା ରଖି ନ ଥିଲେ ପୂର୍ବ ସରକାର, ଆମ ସରକାର ଆସୁ ଆସୁ…

ଭୁବନେଶ୍ୱର,୧୪ା୧୧: ପୂର୍ବ ବିଜେଡି ସରକାରଙ୍କୁ ପୁଣି ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମବାୟ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ଯୋଗଦେଇ ପୂର୍ବ ସରକାରଙ୍କୁ ମୋହନ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଗତ ସରକାର ଚାଷୀଙ୍କୁ କଥା ଦେଇ...

‘ଠିକ୍‌ ଭାବେ ତପସ୍ୟା କରିଥିଲେ ଓଡ଼ିଆ କହିପାରିଥାନ୍ତେ, ତପସ୍ୟା ଶବ୍ଦଟା ତାଙ୍କ ମୁହଁରେ ଶୋଭାପାଉନି’

ଭୁବନେଶ୍ୱର,୮ା୧୧(ଅନିଲ ଦାସ): କନ୍ଧମାଳ ଜିଲାରେ ଆମ୍ବଟାକୁଆ ଖାଇ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟଣାରେ ନବୀନଙ୍କ ଅଭିଯୋଗର ଜବାବ ଦେଇ ଭାଜପା ବରିଷ୍ଠ ନେତା ତଥା ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି,...

ନବୀନଙ୍କୁ ନେଇ ଏହି ବଡ଼ କଥା କହିଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ…

କଟକ,୨୦ା୧୦: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରବିବାର ଏକ ବଡ଼ କଥା କହିଦେଇଛନ୍ତି। ଯାହାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି। କୃଷ୍ଣଚନ୍ଦ୍ର କହିଛନ୍ତି, ପାଣ୍ଡିଆନଙ୍କୁ ଆଗକୁ ଆଣିଲେ ବିଜେଡିର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri