Tag Archives: Naveen pattnaik

ବିଭିନ୍ନ ପୂଜାମଣ୍ଡପ ବୁଲିଲେ ନବୀନ, ମା’ଙ୍କ ଆଶିଷ ନେଇ ଲୋକଙ୍କ ସହ…

ଭୁବନେଶ୍ୱର,୧୧ା୧୦: ମହାମାୟାଙ୍କ ପୂଜା ପାଇଁ ସମଗ୍ର ରାଜଧାନୀ ଭୁବନେଶ୍ୱର ହୋଇଛି ଚଳଚଞ୍ଚଳ। ଶୁକ୍ରବାର ମହାଷ୍ଟମୀ ଅବସରରେ ରାଜଧାନୀର ବିଭିନ୍ନ ପୂଜାମଣ୍ଡପ ବୁଲୁଛନ୍ତି ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଭୁବନେଶ୍ବରରେ ୩ଟି ପୂଜା ମଣ୍ଡପ ବୁଲିବାର...

ଭାରତର ଉଦ୍ୟୋଗୀ ମନୋଭାବର ଏକ ଉଜ୍ଜ୍ୱଳ ଆଲୋକ ଥିଲେ ରତନ ଟାଟା, ନବୀନ କହିଲେ ସମଗ୍ର ବିଶ୍ୱରେ…

ଭୁବନେଶ୍ୱର,୧୦ା୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ଏନେଇ ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ...

ବବିଙ୍କ ଉପରେ ଆଉ ପାଉନି କି ନବୀନଙ୍କ ଭରସା, କମିଟି ତାଲିକାରୁ ହଟିଲା ନାଁ

ଭୁବନେଶ୍ୱର,୨୮ା୯: ବିଜେଡିର ପରାଜୟ ପରେ ଦଳର ପୁରୁଖା ନେତାମାନେ ଏହାର କାରଣ ଖୋଜି ଚାଲିଛନ୍ତି। ଅନ୍ୟପକ୍ଷରେ ଦଳର ମୁଖିଆ ମଧ୍ୟ ସମସ୍ତଙ୍କୁ ଏହାର ହିସାବ ମାଗୁଛନ୍ତି। ଦଳ ପରାଜୟ ବରଣ ପରେ ନବୀନ ଏବେ ଆକ୍ଟିଭ୍‌ ହୋଇଯାଇଛନ୍ତି। ଦଳୀୟ ନେତାମାନଙ୍କୁ...

ନବୀନଙ୍କୁ କାଉଣ୍ଟର କଲେ ଭାଜପାର ଏହି ନେତ୍ରୀ, କହିଲେ ବିଜେଡି…

ଭୁବନେଶ୍ୱର,୪ା୯: ବିଜେଡି ସୁପ୍ରିମୋ ବୁଧବାର ଭାଜପାକୁ କଡ଼ା ଟାର୍ଗେଟ୍‌ କରିଥିବା ବେଳେ ଭାଜପା ମଧ୍ୟ ଏହାର ପାଲଟା ଜବାବ ଦେଇଛି। ଭାଜପାର ମୁଖପାତ୍ର ଉର୍ମିଳା ମହାପାତ୍ର ନବୀନଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ବିଜେଡି ମହିଳାଙ୍କ ପାଇଁ କୁମ୍ଭୀର...

ମୋହନ ସରକାରଙ୍କୁ ଟାର୍ଗେଟ୍‌ କଲେ ନବୀନ, କହିଲେ ମୋ’ ସରକାରରେ…

ଭୁବନେଶ୍ୱର,୩୧ା୮: ଗୃହ ବିଭାଗ ଖର୍ଚ୍ଚଦାବିକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୋହନ ସରକାରଙ୍କୁ କଡ଼ା ବିରୋଧ କରିଛନ୍ତି। ନବୀନ ବାଲେଶ୍ବର ଏବଂ ଜଟଣୀରେ ସାମ୍ପ୍ରଦାୟିକ ହିଂସା କଥା ଉଠାଇ ମୋହନ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ରଥଯାତ୍ରା ସମୟରେ...

ବୈଠକ ପରେ ବିଜେଡି ଦେଲା ବଡ଼ ବୟାନ, କହିଲା ବିଧାନସଭାରେ…

ଭୁବନେଶ୍ୱର,୨୦ା୭: ଶନିବାର  ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡିର ବିଧାୟକ ଦଳ ବୈଠକ ବସିଥିଲା। ଉକ୍ତ ବୈଠକରେ ବିଧାୟିକା  ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିରୋଧୀ ଦଳ ଉପମୁଖ୍ୟସଚେତକ ବିଧାୟକ ପ୍ରତାପ ଦେବଙ୍କ...

ଗଜପତି ଜିଲାର ଅତିରିକ୍ତ ଜିଲାପାଳଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୭: ଗଜପତି ଜିଲା ଅତିରିକ୍ତ ଜିଲାପାଳ ବୀରେନ୍ଦ୍ର କୁମାର ଦାସଙ୍କ ଅକାଳ ବିୟୋଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ନବୀନ ତାଙ୍କ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ‘ଏକ୍ସ’ରେ ଲେଖିଛନ୍ତି, ଗଜପତି ଜିଲାର କାର୍ଯ୍ୟରତ...

ବଡ଼ଦାଣ୍ଡରେ ଲୀଳାମୟଙ୍କୁ ଚାହିଁ ହାତ ଯୋଡ଼ିଲେ ନବୀନ

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର । ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ପହଞ୍ଚିଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଠାକୁରଙ୍କୁ ଦେଖିବା ପରେ ଭାବବିହ୍ବଳ ହୋଇପଡ଼ିଥିଲେ। ସେ ଦୁଇହାତ...

ବିରୋଧୀ ଦଳ ନେତା ହେଲେ ନବୀନ

ଭୁବନେଶ୍ୱର,୧୯ା୬: ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିରୋଧୀ ଦଳ ନେତା ଭାବେ ନବୀନଙ୍କୁ ହିଁ ଚୟନ କରାଯାଇଛି। ନବୀନ ପ୍ରଥମ ଥର...

ବିଧାନସଭାରେ ଏହିଠି ନବୀନଙ୍କ ସିଟ୍‌, ଆଗରେ ଏମାନେ…

ଭୁବନେଶ୍ୱର,୧୮।୬: ୨୪ବର୍ଷ ପରେ କ୍ଷମତାଚ୍ୟୁତ ହେବା ପରେ ବିଜେଡି ଏବେ ରାଜ୍ୟରେ ଧରାଶାୟୀ ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀ ପଦ ହରାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାବାସୀ ଏବେ ରାଜ୍ୟ କମାଣ ଭାଜପାକୁ ଧରାଇଛନ୍ତି। ଏହି କ୍ରମରେ ଭାଜପାରେ ରାଜ୍ୟର...

ପଶ୍ଚିମବଙ୍ଗ ଟ୍ରେନ୍‌ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ, ସୋସିଆଲ ମିଡିଆରେ ଲେଖିଲେ…

ଭୁବନେଶ୍ୱର,୧୭ା୬: ସୋମବାର ସକାଳେ ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବାରୁ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ...

ମୋଦିଙ୍କ ସମେତ ଧର୍ମେନ୍ଦ୍ର, ଅଶ୍ୱିନୀ,ଜୁଏଲଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର,୧୦ା୬: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନବୀନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ମୋଦିଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି, କ୍ରମାଗତ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri