Tag Archives: Naveen pattnaik

ଆଜି ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ, ହେବ ଅସ୍ତ୍ରୋପଚାର

ଭୁବନେଶ୍ୱର,୨୦।୬: ଆଜି ଅର୍ଥାତ୍‌ ଶୁକ୍ରବାର ମୁମ୍ବାଇ ଯିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ତାଙ୍କର ସର୍ଭାଇକାଲ ଆର୍ଥ୍ରାଇଟିସ୍‌ ଚିକିତ୍ସା ପାଇଁ ସେ ମୁମ୍ବାଇ ଯିବେ। କୋକିଲା ବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ନବୀନଙ୍କର ଚିକିତ୍ସା ହେବ। ତେବେ…

ରାଜ୍ୟ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କଲେ ନବୀନ, କହିଲେ ଯାହା ୨୪ ବର୍ଷରେ ଦେଖିବାକୁ ମିଳି ନ ଥିଲା ତାହା…

ଭୁବନେଶ୍ୱର,୧୫ା୬: ହଇଜାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଦୀର୍ଘ ବର୍ଷ ଧରି ଯାହା ଦେଖିବାକୁ ମିଳି ନ ଥିଲା ତାହା ଏବେ ଅସ୍ତବ୍ୟସ୍ତ କଲାଣି। ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ, କଟକରେ…

ନବୀନ ନିବାସରୁ ବରିଷ୍ଠଙ୍କୁ ଗଲା ଡାକରା, ଦଳରେ ହୋଇପାରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୧ା୪: ନବୀନ ନିବାସକୁ ବରିଷ୍ଠ ନେତାଙ୍କୁ ଡାକରା ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୋମବାର ନବୀନଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ବସିବ। ଏହି ବୈଠକରେ ଯୋଗ ଦେବାକୁ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ଅତନୁ ସବ୍ୟସାଚୀ ନାୟକଙ୍କୁ ସୁପ୍ରିମୋଙ୍କ…

ନବୀନ ପଟ୍ଟନାୟକଙ୍କ ଟୁଇଟ୍‌ ହାସ୍ୟାସ୍ପଦ: ସମ୍ପଦ ସ୍ବାଇଁ

ଭୁବନେଶ୍ୱର,୧୪ା୪: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଆକ୍ରମଣ ଘଟଣାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସୋସିଆଲ ମିଡିଆରେ ଏକ ଟୁଇଟ୍‌ କରିଥିଲେ। ଏହାକୁ ନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ ହାସ୍ୟାସ୍ପଦ ବୋଲି କହିଛନ୍ତି। ଇତିଶ୍ରୀ, ବେବିନା ଘଟଣା ବେଳେ ନବୀନ…

ବିବାଦ ବଢୁଥିଲେ ବି ମୁହଁ ଖୋଲିଲେନି ସସ୍ମିତ, କହିଲେ ଦଳ ଦେବ ସ୍ପଷ୍ଟୀକରଣ

ଭୁବନେଶ୍ୱର,୧୦ା୪: ଓ୍ବକ୍‌ଫ ବିଲ୍‌କୁ ନେଇ ରାଜ୍ୟ ବିଜେଡିରେ ସୃଷ୍ଟି ହୋଇଥିବା ବିବାଦ ଥମିବାର ନାଁ ନେଉନି। ଇତିମଧ୍ୟରେ ବିଦେଶ ଗସ୍ତରୁ ଫେରିଛନ୍ତି ଏମ୍‌ପି ସସ୍ମିତ ପାତ୍ର। ସେ ଦିଲ୍ଲୀରେ ପହଞ୍ଚିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବାକୁ ମନା କରିଦେଇଛନ୍ତି। ଅନ୍ୟପଟେ ଓ୍ବକ୍‌ଫ…

ପ୍ରଫୁଲ୍ଲ ଘଡ଼ାଇଙ୍କ ବିସ୍ଫୋରକ ବୟାନ: ନବୀନ ସାମ୍ନାକୁ ଆସିଲେ ସବୁ ସତ…

ଭୁବନେଶ୍ୱର,୭ା୪: ବିଜେଡିର ବରିଷ୍ଠ ନେତା ପ୍ରଫୁଲ୍ଲ ଘଡ଼ାଇ ସୋମବାର ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହାକୁ ନେଇ ରାଜ୍ୟ ରାଜନୀତିରେ ଏବେ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ବିଶେଷକରି ଓ୍ବକ୍‌ଫ ବିଲକୁ ନେଇ ସେ କହିଛନ୍ତି କାହିଁକି ନିଷ୍ପତ୍ତି ବଦଳିଲା, କିଏ ବଦଳାଇଲା…

ଶଙ୍ଖଭବନରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ, ଭାଜପା ସହ ହେବ ମେଣ୍ଟ!

ଭୁବନେଶ୍ୱର,୪ା୪: ଶଙ୍ଖ ଭବନରେ ଶୁକ୍ରବାର ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଉକ୍ତ ବୈଠକରେ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ଉପସ୍ଥିତ ଥିବାବେଳେ ଅଶୋକ ପଣ୍ଡା, ଭୂପିନ୍ଦର ସିଂ, ଚନ୍ଦ୍ରଶେଖର ସାହୁ ପ୍ରମୁଖ ଉପସ୍ଥିତ ଅଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ଏକ ବଡ଼ ଅଭିଯୋଗ…

ଦିନକୁ ୨୭ ଟଙ୍କା ଦେଇ ବାହାଦୂରୀ ନେବାକୁ ଚାହୁଁଛି ଭାଜପା: ନବୀନ

ଭୁବନେଶ୍ୱର,୮ା୩: ଭାଜପା ଦିନକୁ ୨୭ ଟଙ୍କା ଦେଇ ବାହାଦୂରୀ ନେବାକୁ ଚେଷ୍ଟା କରୁଛି ବୋଲି ମହିଳା ଦିବସ ଅବସରରେ ଭାଜପାକୁ ଟାର୍ଗେଟ କରି କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜୁବାବୁ ମହିଳାଙ୍କୁ ସଶକ୍ତ କରିଛନ୍ତି ବୋଲି ନବୀନ କହିଛନ୍ତି। ନବୀନ…

ବିଜୁବାବୁଙ୍କ ଜନ୍ମ ଉତ୍ସବ ପାଳନକୁ ଆସିଲେନି ନବୀନ, କାଢ଼ି ନିଆଗଲା ଚୌକି

ଭୁବନେଶ୍ୱର,୫ା୩: ମାର୍ଚ୍ଚ ୫ ଅର୍ଥାତ୍‌ ଆଜି(ବୁଧବାର) ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ। ଏହି ଅବସରରେ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ପଟ୍ଟନାୟକ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଥିଲେ। ନବୀନ ମୋହନଙ୍କ ନିମନ୍ତ୍ରଣ ରକ୍ଷା କରିବେ…

ବାବୁସାନ୍‌ଙ୍କୁ ଭିଡିଓ କଲ୍‌ କରି ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରିଲେ ନବୀନ, ହସ୍ପିଟାଲରେ ପହଞ୍ଚିଲେ ଅନୁଭବ

ଭୁବନେଶ୍ୱର,୧୩ା୨: ଓଲିଉଡ୍‌ର ୮୦ ଦଶକର ସୁପରଷ୍ଟାର ଉତ୍ତମ ମହାନ୍ତି ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ବାବୁସାନ୍‌ଙ୍କୁ ଭିଡିଓ କଲ୍‌ କରି ଉତ୍ତମଙ୍କ ସ୍ବାସ୍ଥ୍ୟାବସ୍ଥା…

ଯାଜପୁର ପାଇଁ ଅଲୋଡ଼ା ହେଲେ ବବି, ନବୀନ ଦେଲେ ବଡ଼ ଝଟ୍‌କା

ଭୁବନେଶ୍ୱର,୨ା୨: ବିଜେଡି ନେତା ବବି ଦାସ ଏବେ ଯାଜପୁର ପାଇଁ ଅଲୋଡ଼ା ହୋଇଯାଇଛନ୍ତି। ଯିଏ ଦିନେ ଦଳର ଟିକ୍‌ନିକ୍‌ କଥା ବୁଝୁଥିଲେ ତାଙ୍କ ଇଙ୍ଗିତରେ କୁଆଡ଼େ ଦଳ ଉଠ୍‌ବସ୍‌ ହେଉଥିଲା ଆଜି ତାଙ୍କୁ କୌଣସି ଦାୟିତ୍ୱ ଦେଇନାହାନ୍ତି ଦଳର ସୁପ୍ରିମୋ ନବୀନ…

ଦରଦାମ୍‌ ବୃଦ୍ଧି ନେଇ ନବୀନଙ୍କ କଡ଼ା କଥା, କହିଲେ ଡବଲ ଇଞ୍ଜିନ ସରକାର ଲୋକଙ୍କୁ…

ଭୁବନେଶ୍ୱର,୬ା୧: ଦରଦାମ୍‌ ବୃଦ୍ଧି ପ୍ରତିବାଦରେ ସୋମବାର ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି ।ଲୋୟର ପିଏମ୍‌ଜି ଠାରେ ୨୫ରୁ ୩୦ ହଜାର ଲୋକଙ୍କୁ ଏକାଠି କରି ଦରବୃଦ୍ଧି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବିଜେଡି ଘେରିଛି । ଏହି ଆନ୍ଦୋଳନରେ ନିଜେ ବିଜେଡି ସୁପ୍ରିମୋ ନବୀନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri