ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କିଏ କେଉଁଠି ପାଇଲେ ଟିକେଟ୍
ଭୁବନେଶ୍ୱର,୩।୪: ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜୁ ଜନତା ଦଳ। ଏଥିରେ ଆଠମଲ୍ଲିକ- ନଳିନୀ ପ୍ରଧାନ, ବୀରମହାରାଜପୁର- ପଦ୍ମନାଭ ବେହେରା, ଖଡ଼ିଆଳ- ଅଧିରାଜ ପାଣିଗ୍ରାହୀ, ଫୁଲବାଣୀ- ଜୟଶ୍ରୀ କହଁର, ମାହାଙ୍ଗା-ଅଙ୍କିତ ପ୍ରତାପ...
କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାରେ ଲକ୍ଷ୍ମୀ ବସ୍ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବସ୍ରେ ବସି ବଳରାମପୁର ପର୍ଯ୍ୟନ୍ତ ଗଲେ
ଭୁବନେଶ୍ବର,୧।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ୬୩ଟି ବସ୍ ଚାଲିବ ଏବଂ ସବୁ...


