ଜୟନାରାୟଣ ମିଶ୍ରଙ୍କ ବିସ୍ଫୋରକ ବୟାନ: ନବୀନଙ୍କ ଉପରେ ଲଗାଇଲେ ହତ୍ୟା ଷଡ଼ଯନ୍ତ୍ର ଅଭିଯୋଗ ଭୁବନେଶ୍ୱର,୧୯।୮: ଭାଜପା ବିଧାୟକ ଜୟନାରାୟଣ ମିଶ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଏକ ବିସ୍ଫୋରକ ବୟାନ ଦେଇ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଜୟନାରାୟଣ ଅଭିଯୋଗ କରିଛନ୍ତି ଯେ ନବୀନ ପଟ୍ଟନାୟକ ତାଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରିଥିଲେ,…