Tag Archives: navjot singh sidhu

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ କନ୍ୟା ସନ୍ତାନର ଜନ୍ମ ହୋଇଛି; ସିଦ୍ଧୁଙ୍କ ପୁଅ କରନ ଏବଂ ବୋହୂ ଇନାୟତ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର ସିଦ୍ଧୁ ତାଙ୍କର ନୂତନ ରାଜନୈତିକ ଦଳ ଗଠନ ଘୋଷଣା କରିଛନ୍ତି। କଂଗ୍ରେସ ଦଳରୁ…

୫ କ୍ରିକେଟରଙ୍କ ବିଳାସପୂର୍ଣ୍ଣ ବଙ୍ଗଳା କୌଣସି ରାଜପ୍ରାସାଦରୁ ବି କମ୍‌ ନୁହେଁ, ଧୋନୀଙ୍କଠାରୁ ଆରମ୍ଭ କରି…

କ୍ରିକେଟରମାନେ ପଡ଼ିଆରେ ଯେତିକି ଚର୍ଚ୍ଚାରେ ଥାନ୍ତି, ପଡ଼ିଆ ବାହାରେ ବି ସେମାନଙ୍କ ବିଷୟରେ ଅଧିକ ଚର୍ଚ୍ଚା ହୁଏ। ଯେମିତିକି ସେମାନଙ୍କର ବିଳାସପୂର୍ଣ୍ଣ ବଙ୍ଗଳା, କାର୍‌ ଏବଂ ଘଣ୍ଟା ପାଇଁ ପ୍ରଶଂସକଙ୍କ ମଧ୍ୟରେ ବହୁତ ଲୋକପ୍ରିୟ। ଅନ୍ତର୍ଜାତୀୟ କ୍ରିକେଟରେ ଅନେକ କ୍ରିକେଟର ଅଛନ୍ତି,…

ସିଦ୍ଧୁଙ୍କ ବିରୋଧରେ କାରଣ ଦର୍ଶାଅ ନୋଟିସ୍‌ ଜାରି କରିବ କଂଗ୍ରେସ

ନୂଆଦିଲ୍ଲୀ,୩।୨: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ କଂଗ୍ରେସ ନିଜର ପ୍ରସ୍ତୁତି ଆରମ୍ଭ କରିଛି। ପଞ୍ଜାବରେ ମଧ୍ୟ କଂଗ୍ରେସ ନିଜର ନିର୍ବାଚନ ରଣନୀତି ପ୍ରସ୍ତୁତ କରୁଛି। ଏହାକୁ ଦୃଷ୍ଟିରେ ରଖି ଫେବୃଆରୀ ପହିଲାରେ କଂଗ୍ରେସ ନିର୍ବାଚନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ…

ସିଦ୍ଧୁ ମୋତେ ହଟାଇ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛନ୍ତି: ଅମରିନ୍ଦର

ଜଳନ୍ଧର, ୧୯।୫: ଭାଜପା ଛାଡି କଂଗ୍ରେସ ଯୋଗଦେବା ପରେ ବି ନବଜୋତ ସିଂହ ସିଦ୍ଧୁଙ୍କ ପିଛା ଛାଡୁନି ବିବାଦ। ପଞ୍ଜାବ ସରକାରରେ ମନ୍ତ୍ରୀ ଥିବା ନବଜୋତ କୁଆଡେ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହଙ୍କୁ ହଟାଇ ସେହି ଆସନରେ ବସିବାକୁ ଚାହୁଁଛନ୍ତି। ଏଭଳି ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?