ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି
ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ, ମାତାଙ୍କର ହାତୀରେ ଆଗମନ ଅତ୍ୟନ୍ତ ଶୁଭ ବୋଲି ଧରାଯାଏ, କାରଣ ହାତୀ ହେଉଛି…

