କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା
ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ ଦୀପ ପ୍ରଜ୍ବଳନ ରବିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ସମଗ୍ର କୁଶପଲ୍ଲୀ ଓ ଆଖପାଖ…

