ନବରାତ୍ରୀରେ ବିରଳ ସଂଯୋଗ: ସିଂହ, ତୁଳା ସମେତ ୫ ରାଶି ଉପରେ ଧନବର୍ଷା! ମିଳିବ ବଡ଼ ଚାକିରିର ଅଫର୍
ଶାରଦୀୟ ନବରାତ୍ରୀର ପ୍ରତିପଦା ତିଥିରେ ସୂର୍ଯ୍ୟୋଦୟ ସମୟରେ ହସ୍ତା ନକ୍ଷତ୍ର ଏବଂ ଶୁକ୍ଳ ଯୋଗ ରହିବ। ବୃହସ୍ପତି ଓ ଚନ୍ଦ୍ରଙ୍କ ମଧ୍ୟରେ ଗଜକେଶରୀ ଯୋଗ ପ୍ରଭାବଶାଳୀ ରହିବ। ଏହିପରି ଗ୍ରହମାନଙ୍କ ସଂଯୋଗରୁ ୫ଟି ରାଶି ପାଇଁ ସମୟ ଅତ୍ୟନ୍ତ ଭାଗ୍ୟଶାଳୀ ସାବ୍ୟସ୍ତ…

