ପାଟିରେ ଛୁଆ ଧରି ବୁଲୁଛି କଳା କଲରାପତରିଆ ବାଘ ନୟାଗଡ,୩।୧: ନୟାଗଡ଼ ଜିଲାର ଜଙ୍ଗଲରେ ଛୁଆ ସହିତ ଏକ ବିରଳ ମେଲାନିଷ୍ଟିକ୍ କଳା କଲରାପତରିଆ ଦେଖିବାକୁ ମିଳିଛି। ବାଘଟି ପାଟିରେ ଏକ ଛୁଆ ନେଇ ଯାଉଥିବା କ୍ୟାମେରାରେ ଠାବ ହୋଇଛି। ନୟାଗଡ଼ ଜଙ୍ଗଲରେ ଦ୍ୱିତୀୟ ଥର ପାଇଁ ଏକ ମେଲାନିଷ୍ଟିକ୍ କଳା…