ଭେଷଜ ମେଡ଼ିକାଲ କଲେଜ ପ୍ରତିଷ୍ଠା ଦାବି, ୧୨ ଘଣ୍ଟିଆ ନୟାଗଡ଼ ବନ୍ଦ ନୟାଗଡ଼, ୨୪।୨(ଲୋକନାଥ ମିଶ୍ର): ଭେଷଜ ମେଡିକାଲ କଲେଜ ପାଇଁ ନୟାଗଡ଼ ଜିଲା ସଦର ମହକୁମା ମଙ୍ଗଳବାର ସକାଳ ୬ରୁ ବନ୍ଦ ହୋଇଛି । ନୟାଗଡ଼ ସହରର ବ୍ୟବସାୟୀମାନେ ଦୋକାନବଜାର ବନ୍ଦ କରି ବନ୍ଦକୁ ସଫଳ କରିଛନ୍ତି । ସନ୍ଧ୍ୟା ୬ ପର୍ଯ୍ୟନ୍ତ…