ବିଜେଡିରେ ଯୋଗଦେଲେ ଇରାନୀ ରାୟ; ଅରୁଣଙ୍କ ରାସ୍ତା ସଫା, ସମ୍ବିତଙ୍କ ପାଇଁ ସମସ୍ୟା
ଭୁବନେଶ୍ୱର,୨୪।୩: ଭାଜପା ନେତ୍ରୀ ଇରାନୀ ରାୟ ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ଶତାଧିକ କର୍ମୀଙ୍କ ସହିତ ଆସି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଛନ୍ତି। ଇରାନୀ ବିଜେଡିରେ ଯୋଗ ଦେବା ପରେ ନୟାଗଡ଼ ରାଜନୀତିରେ ବଡ଼…
ନୟାଗଡରେ ନବ ନିର୍ମିତ ରାମ ମନ୍ଦିରରୁ ଚୋରି
ନୟାଗଡ଼,୨୦।୩: ନୟାଗଡରେ ନବ ନିର୍ମିତ ରାମ ମନ୍ଦିରରୁ ହୋଇଛି ବଡ଼ ଚୋରି। ଦୁର୍ବୁତ୍ତମାନେ ମନ୍ଦିରରୁ ଲକ୍ଷାଧିକ ଟଙ୍କା ଏବଂ ସୁନା ଅଳଙ୍କାର ନେଇ ପଳାଇଥିବା କୁହାଯାଉଛି। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ମନ୍ଦିରରୁ ଚୋରି ସମ୍ପର୍କରେ ସ୍ଥାନୀୟ ଥାନାରେ ବୁଧବାର…
ଭାଜପାରୁ ଇସ୍ତଫା ଦେଲେ ଲାଲା, ଇରାନୀ
ନୟାଗଡ଼,୧୫ା୩(ଲୋକନାଥ ମିଶ୍ର): ନୟାଗଡ଼ ଭାଜପା ନେତ୍ରୀ ଇରାନୀ ରାୟ ଓ ଭାଜପାର ପୂର୍ବତନ ଜିଲା ସଭାପତି ଲାଲା ମନୋଜ ରାୟ ପ୍ରାଥମିକ ସଦସ୍ୟ ପଦରୁ ଶୁକ୍ରବାର ଇସ୍ତଫା ଦେଇଛନ୍ତି। ଏହି ଦମ୍ପତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଓ ଜାତୀୟ…
ବିଜୁବାବୁଙ୍କ ପ୍ରତିମୂର୍ତ୍ତିରୁ ମୁଣ୍ଡ ଅଲଗା କଲେ ଦୁର୍ବୃତ୍ତ, ବିଜେଡି ପକ୍ଷରୁ ଥାନାରେ ଅଭିଯୋଗ
ରଣପୁର,୨୬।୨(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଏନ୍ଏସି ଅନ୍ତର୍ଗତ ମା’ ମଣିନାଗ ପୀଠ ନିକଟସ୍ଥ କଲ୍ୟାଣ ମଣ୍ଡପ ପରିସରରେ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଥିଲା। ଶନିବାର ମଧ୍ୟରାତ୍ରିରେ କେହି ଦୁର୍ବୃତ୍ତ କଟର ମେଶିନ ସାହାଯ୍ୟରେ ପ୍ରତିମୂର୍ତ୍ତିରୁ ମୁଣ୍ଡକୁ କାଟି…
ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଲେ ସ୍ତ୍ରୀ, ଶ୍ୱଶୁର ଘର ମାଟି ତଳୁ ଜ୍ୱାଇଁ ମୃତଦେହ ଉଦ୍ଧାର
ନୟାଗଡ଼/ଓଡ଼ଗାଁ,୧୫।୨(ଲୋକନାଥ ମିଶ୍ର / ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କୋମଣ୍ଡ ଛାମୁସାହିରେ ଶ୍ୱଶୁର ଘରର ମାଟି ତଳୁ ଗୁରୁବାର ରାତିରେ ଜ୍ୱାଇଁଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଜ୍ୱାଇଁ ରୋହିବାଙ୍କର ପ୍ରକାଶ ନାୟକ। ସେ…
ନୟାଗଡ଼ରୁ ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥ କାଠ: ବସନ୍ତ ପଞ୍ଚମୀ ଦିନ…
ପୁରୀ/ନୟାଗଡ଼/ ଦଶପଲ୍ଲା,୧୦।୨(ଅଜିତ୍ ମହାନ୍ତି, ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଆସନ୍ତା ଜୁଲାଇ ୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏଥିନିମନ୍ତେ ପବିତ୍ର ଅକ୍ଷୟ ତୃତୀୟ ତିଥିରୁ ରାଜନଅର ସମ୍ମୁଖସ୍ଥ ରଥଖଳାରେ ୩ ରଥ ନିର୍ମାଣ ଆରମ୍ଭ ହେବ। ତେବେ ରଥ ନିର୍ମାଣ…
ମାତାଲ ଟ୍ରକ୍ ଡ୍ରାଇଭର ନୟାଗଡ଼ର ବସ୍ ଦୁର୍ଘଟଣାର କାରଣ: ପରିବହନ କମିଶନ
ନୟାଗଡ଼,୨୭।୧: ନୟାଗଡ଼ର ଦଶପଲ୍ଲା ଅଞ୍ଚଳରେ ପିକନିକ୍ ବସ୍ ଏବଂ ଏକ ଟ୍ରକ୍ ଦୁର୍ଘଟଣା ମାମଲାରେ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି। ଦୁର୍ଘଟଣା ସମୟରେ ଡ୍ରାଇଭର ଟ୍ରକ୍ ଚଲାଉ ନ ଥିବା କହିଛନ୍ତି ରାଜ୍ୟ ପରିବହନ ବିଭାଗର ଯୁଗ୍ମ କମିଶନର ପ୍ରଦୀପ ମହାନ୍ତି।…
ନୟାଗଡ଼ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା ଜିଆଇ ଟ୍ୟାଗ୍
ନୟାଗଡ଼, ୩।୧: ନୟାଗଡ଼ ସ୍ବତନ୍ତ୍ର କିସମର କଣ୍ଟାଯୁକ୍ତ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା ଭୌଗୋଳିକ ସଙ୍କେତ ବା ଜିଓ ଗ୍ରାଫିକାଲ୍ ଇଣ୍ଡିକେସନ(ଜିଆଇ) ଟ୍ୟାଗ ମାନ୍ୟତା। କଣ୍ଟିଲୋ ଅଞ୍ଚଳରେ ଏହି ସ୍ୱତନ୍ତ୍ର କଣ୍ଟେଇମୁଣ୍ଡି ବାଇଗଣ ହୋଇଥାଏ। ଜିଲାରେ ଫଳୁଥିବା ଏହି ସ୍ୱତନ୍ତ୍ର କିସମର ବାଇଗଣକୁ…
ନୟାଗଡ ଜିଲାରେ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖୋଲିବ ଦୋକାନ ବଜାର
ନୟାଗଡ ଅଫିସ, ୨୬।୫: ନୟାଗଡ ଜିଲାରେ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା ରହିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଔଷଧ ଦୋକାନ ଓ ସ୍ବାସ୍ଥ୍ୟସେବା ୨୪ ଘଣ୍ଟା ଚାଲୁ…
ଖାତରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ
ନୟାଗଡ ଅଫିସ/ରଣପୁର,୨୬।୫(ସ୍ବ.ପ୍ର.):ନୟାଗଡ଼ ଜିଲା ରଣପୁର ଥାନାର ବିରୁଡ଼ା ଅଞ୍ଚଳରେ ଏକ ମୃତଦେହ ଖାଲରେ ପଡିରହିଛି। ମୃତକ ହେଲେ ରାଇପଡାର ଆଦିତ୍ୟ ବେହେରା। ତେବେ ଆଦିତ୍ୟଙ୍କୁ ପୋଲିସ ହତ୍ୟା କରି ଫୋପାଡି ଦେଇଥିବା ଅଭିଯୋଗ ହେବା ସହ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ…
ଠାକୁର, ଉନ୍ନୟନ କାର୍ଯ୍ୟ ନାଁରେ ଜଙ୍ଗଲ ଲୁଟ୍: ପଦା ହେବାରେ ଲାଗିଛି ନୟାଗଡ଼ ବନଖଣ୍ଡ
ନୟାଗଡ଼ ଅଫିସ, ୫ା୨(ଲୋକନାଥ ମିଶ୍ର): ଜଙ୍ଗଲ ଲୁଟିବାର ନୂଆ ତରିକା ଆପଣାଇଛନ୍ତି ଅସାଧୁ ବ୍ୟବସାୟୀ। ଠାକୁର ଓ ଉନ୍ନୟନ କାର୍ଯ୍ୟ ବାହାନାରେ ସେମାନେ ଜଙ୍ଗଲରୁ ଗଛ କାଟି ବ୍ୟବସାୟ ଚଳାଇଛନ୍ତି। ଫଳରେ ନୟାଗଡ଼ ବନଖଣ୍ଡର ବିଭିନ୍ନ ଜଙ୍ଗଲ ପଦା ହେବାରେ ଲାଗିଛି।…
ମଣିନାଗ ପୀଠ ରାସ୍ତା କାମ ବନ୍ଦ: ଠାକୁରାଣୀଙ୍କୁ ଦର୍ଶନ କରିପାରୁ ନାହାନ୍ତି ପର୍ଯ୍ୟଟକ
ରଣପୁର,୨୯ା୧(ସ୍ବ.ପ୍ର.): ନୟାଗଡ଼ ଜିଲାର ରଣପୁର ନିକଟ ମା’ ମଣିନାଗ ପୀଠ ରାସ୍ତାକୁ ଜଣେ ଲୋକ ପଥର ପକାଇ ଅବରୋଧ କରିଛନ୍ତି। ଫଳରେ ରାସ୍ତା କାର୍ଯ୍ୟ ବନ୍ଦ ହୋଇଯାଇଛି। ରାସ୍ତା ଅବରୋଧ କାରଣରୁ ଭକ୍ତମାନେ ଠାକୁରାଣୀଙ୍କୁ ଦର୍ଶନ କରିପାରୁ ନାହାନ୍ତି। ପ୍ରଶାସନ ପକ୍ଷରୁ…

