ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ: ପାଠ୍ୟ ପୁସ୍ତକ ସହ ଅନ୍ୟ ବହି ପଢ଼ିବାକୁ ପରାର୍ମଶ
ନୟାଗଡ଼ ଅଫିସ,୧୫।୧-ନୟାଗଡ଼ ସ୍ବୟଂଶାସିତ ଓ ଯୁକ୍ତ ୨ କନିଷ୍ଠ ମହାବିଦ୍ୟାଳୟର ୫୯ତମ ବାର୍ଷିକ ଉତ୍ସବ ଅଟୋ ପେଷ୍ଟ-୨୦୨୦ ମଙ୍ଗଳବାର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଛାତ୍ର ସଙ୍ଗଠକ ମନୋରଞ୍ଜନ ଗୌଡ଼ଙ୍କ ସଭାପତିତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ତଥା…
ଶିକ୍ଷାନୁଷ୍ଠାନ ଶିକ୍ଷାର୍ଥୀଙ୍କ ସାଧନାର ତପୋବନ: ରାଜ୍ୟପାଳ
ନିରାକାରପୁର,୧୫ା୧(ଡି.ଏନ୍.ଏ.): ନିଜ ଦୀପ୍ତି ଓ ପ୍ରତିଭାକୁ ଚିହ୍ନିବାର ଅବକାଶ ଦେଇଥାଏ ଶିକ୍ଷାନୁଷ୍ଠାନ ଏବଂ ଏହି ଶିକ୍ଷାନୁଷ୍ଠାନ ହିଁ ଶିକ୍ଷାର୍ଥୀଙ୍କ ସାଧନାର ତପୋବନ। ଖୋର୍ଦ୍ଧା ଜିଲା ନିରାକାରପୁରସ୍ଥିତ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବ ଉଦ୍ଘାଟନ କରି ରାଜ୍ୟପାଳ ପ୍ରଫେସର ଗଣେଶୀ…
ଗଣିଆ ବଜାରଠାରୁ କୁତୁରୀ ପର୍ଯ୍ୟନ୍ତ ରାସ୍ତାକାମ: ୧୦ବର୍ଷ ଧରି ତାଳିପକାରେ ଚାଲିଛି
ଗଣିଆ,୧୪ା୧(ଡି.ଏନ୍.ଏ.): ବିକାଶର କଥା ଭାବିଲେ ମନକୁ ଆସେ ଗମନାଗମନ ସୁବିଧା। ଏହା ହେଲେ ସେହି ଅଞ୍ଚଳର ଅର୍ଥନୈତିକ ଅଭିବୃଦ୍ଧି ଘଟିବ ବୋଲି କୁହାଯାଉଛି। ଏ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା, ବିଜୁ…
ରଣପୁର ବ୍ଲକ: ଭିତରେ ଅଭିଯୋଗ ଶୁଣାଣି, ବାହାରେ ବିକ୍ଷୋଭ
ରଣପୁର,୧୪ା୧(ସ୍ବ.ପ୍ର.): ସୋମବାର ନୟାଗଡ଼ ଜିଲା ରଣପୁର ବ୍ଲକରେ ଏକ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଥିଲା। ବ୍ଲକ କାର୍ଯ୍ୟାଳୟରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ବାହାରେ କନ୍ଧନୟାଗଡ ପଞ୍ଚାୟତବାସୀ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଆନ୍ଦୋଳନକାରୀଙ୍କ ସହ ଜିଲାପାଳ ଡା. ପୋମା ଟୁଡୁଙ୍କ ବାରମ୍ବାର…
ପ୍ରତିଭା ଦୀପ୍ତ ପଠାଣି ସାମନ୍ତଙ୍କ ପାଇଁ ସାରାଦେଶ ଗର୍ବିତ: ଖଣ୍ଡପଡ଼ାରେ ପଠାଣି ସାମନ୍ତଙ୍କ ୧୮୫ ତମ ଜୟନ୍ତୀ
ଖଣ୍ଡପଡା,୨୫।୧୨(ସ୍ବ.ପ୍ର.)-ପଠାଣି ସାମନ୍ତ ଏମାଟିର ପ୍ରଚଣ୍ଡ ପ୍ରତିଭା। ଏହି ପ୍ରତିଭା ଦିପ୍ତ ବିଶ୍ୱବିଖ୍ୟାତ୍ ଜ୍ୟୋର୍ତିବିଦ୍ ପଠାଣିସାମନ୍ତଙ୍କ ପାଇଁ ସାରା ଦେଶ ଗର୍ବିତ ା ତାଙ୍କୁ ଅନୁସରଣ କରିବା ହିଁ ହେବ ତାଙ୍କ ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି ଖଣ୍ଡପଡାର ପୂର୍ବତନ ବିଧାୟକ ତଥା…
କନ୍ୟାଭ୍ରୁଣ ହତ୍ୟା, ବାଲ୍ୟ ବିବାହ ବିରୋଧରେ ମାନବ ଶୃଙ୍ଖଳ
ନୟାଗଡ଼ ଅଫିସ,୨୫ା୧୨: ନୟାଗଡ଼ ଜିଲା ମହୋତ୍ସବ ପାଳନ ଅବସରରେ ମଙ୍ଗଳବାର ପୂର୍ବାହ୍ନରେ ପ୍ରଶାସନ ପକ୍ଷରୁ ମାନବ ଶୃଙ୍ଖଳ କରାଯାଇ ସଚେତନତା ସୃଷ୍ଟି କରାଯାଇଥିଲା। କନ୍ୟା ଭ୍ରୂଣ ହତ୍ୟା ରୋକିବା, ବାଲ୍ୟ ବିବାହ ବନ୍ଦ କରିବା, କନ୍ୟା ସନ୍ତାନ ସୁରକ୍ଷା ଓ କନ୍ୟାମାନଙ୍କ…
ନୟାଗଡ଼ ଜିଲା ମହୋତ୍ସବ ଉଦ୍ଘାଟିତ: ଲୋକକଳାଙ୍କୁ ଉଜ୍ଜୀବିତ ରଖେ ମହୋତ୍ସବ
ନୟାଗଡ଼ ଅଫିସ,୨୫ା୧୨: ନୟାଗଡ଼ ଖେଳପଡ଼ିଆଠାରେ ନୟାଗଡ଼ ଜିଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ୨୦୧୯ ମଙ୍ଗଳବାର ସନ୍ଧ୍ୟାରେ ଉଦ୍ଘାଟିତ ହୋଇଛି। ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଏହାକୁ ଉଦ୍ଘାଟନ କରି ନିର୍ମାଣାଧୀନ ବଲାଙ୍ଗୀ ପାର୍କକୁ ପୋଷ୍ୟ ପ୍ରକଳ୍ପ ଭାବେ…
ବାଲ୍ୟବିବାହ ନିଷେଧ କର୍ମଶାଳା: ପ୍ରତି ୩ଜଣରେ ଜଣେ ଝିଅ ବାଲ୍ୟବିବାହ କରୁଛନ୍ତି
ଗଣିଆ,୨୦।୧୨(ଡି.ଏନ.ଏ.)-ଜିଲା ପ୍ରଶାସନ ନୟାଗଡ, ଆକ୍ସନଏଡ୍ ଓ ୟୁନିସେଫ୍ର ମିଳିତ ଉଦ୍ୟମରେ ଗଣିଆ ବ୍ଲକ ସଦ୍ଭାବନା ଗୃହ ପରିସରରେ ଗୁରୁବାର ବାଲ୍ୟବିବାହ ନିଷେଧ ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ା ଏହି କର୍ମଶାଳାରେ ଗଣିଆ, ଭାପୁର,ଦଶପଲ୍ଲା ଓ ନୂଆଗାଁ ବ୍ଲକର ୫୦ରୁ…
ପଠାଣି ସାମନ୍ତ ଥିଲେ ଅସାଧାରଣ ପ୍ରତିଭାର ଅଧିକାରୀ
ଖଣ୍ଡପଡା,୨୦।୧୨(ସ୍ବ.ପ୍ର.)-ଓଡିଶା ସାହିତ୍ୟ ଏକାଡେମୀ ଓ ପଠାଣି ସାମନ୍ତ ମେମୋରିଆଲ ପରିଷଦର ମିଳିତ ଆନୁକୂଲ୍ୟରେ ଗୁରୁବାର ଖଣ୍ଡପଡା ସାଇ ବୃନ୍ଦାବନ ସେବାଧାମ ପରିସରରେ ବିଶ୍ୱ ବରେଣ୍ୟ ଜ୍ୟୋତିର୍ବିଦ୍ ପଠାଣି ସାମନ୍ତଙ୍କ ୧୮୫ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ତିଥି ଅନୁଯାୟୀ ଅନୁଷ୍ଠିତ ହୋଇଯାଇଛି ା…
ରଥ କାଠ ଚିହ୍ନଟ ପ୍ରକ୍ରିୟା ଆରମ୍ଭ
ଦଶପଲ୍ଲା,୨୦ା୧୨(ଡି.ଏନ୍.ଏ.): ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ନିମନ୍ତେ ଚଳିତବର୍ଷ ଦଶପଲ୍ଲା ବନାଞ୍ଚଳରେ ରଥକାଠ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ଦଶପଲ୍ଲା ବ୍ଲକର ସାକେଣୀ ଫରେଷ୍ଟ ସେକ୍ସନରେ ପ୍ରଥମେ ଏହି କାର୍ଯ୍ୟକ୍ରମ କରାଯାଇଛି। କାର୍ଯ୍ୟକ୍ରମରେ ସାକେଣୀ ଫରେଷ୍ଟର ମନୋଜ ପ୍ରଭାକର ସାହୁ, ଫରେଷ୍ଟ…
ସିଏଏକୁ ବିରୋଧ କରି ବିକ୍ଷୋଭ
ନୟାଗଡ଼ ଅଫିସ,୨୦ା୧୨: କେନ୍ଦ୍ର ସରକାରଙ୍କ ଦ୍ୱାରା ଗୃହୀତ ହୋଇଥିବା ନାରଗିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନୟାଗଡ଼ ଜିଲାରେ ବିରୋଧ କରାଯାଇଛି। ଏହା ସମ୍ବିଧାନ ବିରୋଧୀ ଓ ଏହାକୁ ପ୍ରତ୍ୟାହାର କରିବା ଦାବିରେ ଗୁରୁବାର ଜିଲା ସିପିଆଇ (ଏମ୍) ଓ ଜନ ଅଧିକାର…
ସହରର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ: କୌଣସି ସ୍ଥାନରେ ନାହିଁ ଡଷ୍ଟବିନ୍
ନୟାଗଡ଼ ଅଫିସ,୨୦ା୧୨: ନୟାଗଡ଼ ସହରରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ସହରର ବିଭିନ୍ନ ସ୍ଥାନରେ ପୂର୍ବରୁ ଡଷ୍ଟବିନ୍ ଥିବାବେଳେ ବର୍ତ୍ତମାନ ଏହାକୁ କାଢ଼ିନିଆଯାଇଛି। ଏ ନେଇ ପୌରପାଳିକା ପକ୍ଷରୁ କୌଣସି ବିକଳ୍ପ ବ୍ୟବସ୍ଥା କରାଯାଇ ନ ଥିବାରୁ ସହରର ବିଭିନ୍ନ ସ୍ଥାନରେ…
Archives


