Tag Archives: nayagarh

ଚିଲିକାରେ ବାର୍ଡ ଫ୍ଲୁ ଆଶଙ୍କା: ବିଦେଶୀ ପକ୍ଷୀଙ୍କ ସ୍ବାବ୍‌ ନମୁନା ସଂଗ୍ରହ

ବାଲୁଗାଁ,୨୯ା୧ (ଡି.ଏନ.ଏ.): ଚିଲିକାରେ ବିଦେଶୀ ପକ୍ଷୀଙ୍କୁ ବାର୍ଡ ଫ୍ଲୁ ବ୍ୟାପିବା ଆଶଙ୍କା କରି ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇବା ସହ ତଟାଞ୍ଚଳରେ ହାଇ ଆଲର୍ଟ ଜାରି କରାଯାଇଛି। ମଙ୍ଗଳବାର ସକାଳୁ ବାଲୁଗାଁ ପ୍ରାଣୀ ଚିକିତ୍ସା ଓ ବନ୍ୟପ୍ରାଣୀ ବିଭାଗ…

ଆତଙ୍କ ଖେଳାଉଛି କିଡ୍‌ନୀ ରୋଗ: ୪ବର୍ଷରେ ଗଲାଣି ୩୦ରୁ ଊର୍ଦ୍ଧ୍ୱ ଜୀବନ

ଖଣ୍ଡପଡ଼ା,୨୪ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ଭାପୁର ବ୍ଲକ ଲକ୍ଷ୍ମୀପ୍ରସାଦ ଗ୍ରାମରେ କିଡ୍‌ନୀ ରୋଗ ଆତଙ୍କ ଖେଳାଉଛି। ଗତ ୩/୪ ବର୍ଷ ମଧ୍ୟରେ ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ଏହି ରୋଗରେ ମୃତ୍ୟୁ ଘଟିଲାଣି। ବର୍ତ୍ତମାନ ୨୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ ହୋଇ ଚିକିତ୍ସିତ…

ରାତାରାତି ନିର୍ମାଣ ହେଉଛି ବେଆଇନ ହମ୍ପ୍‌ସ: ପ୍ରଶାସନର ଅସହାୟତା କାରଣରୁ ଲୋକେ ହିନସ୍ତା

ଓଡ଼ଗାଁ,୨୨ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଓ ଶରଣକୁଳ ଥାନା ଅଞ୍ଚଳରେ ଦିନକୁ ବେଆଇନ ହମ୍ପ୍‌ସ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦୁର୍ଘଟଣାର ଦ୍ୱାହି ଦେଇ ଲୋକେ ପ୍ରଶାସନର ବିନା ଅନୁମତିରେ ରାତାରାତି ହମ୍ପ୍‌ସ ନିର୍ମାଣ କରୁଛନ୍ତି। ନିକଟସ୍ଥ କୈବଲ୍ୟପୁର ଛକରେ କେତେକ…

ନୂଆଗାଁ ପଞ୍ଚାୟତ ସମିତି ସାଧାରଣ ଅଧିବେଶନ: ବିଭାଗୀୟ ଅଧିକାରୀଙ୍କୁ ବିଧାୟକଙ୍କ ତାଗିଦ

ନୂଆଗାଁ,୨୨ା୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ପଞ୍ଚାୟତ ସମିତିର ନବମ ସାଧାରଣ ଅଧିବେଶନ ମଙ୍ଗଳବାର ରାଜୀବ ଗାନ୍ଧୀ ସଭାଗୃହ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଚେୟାରମ୍ୟାନ ଅନ୍ତର୍ଯାମୀ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଅତିଥି…

ମଣ୍ଡିରେ ଧାନ ବିକିପାରୁ ନାହାନ୍ତି ଚାଷୀ: ସମିତି କାର୍ଯ୍ୟାଳୟରେ ତାଲା ପକାଇଲେ

ଖଣ୍ଡପଡ଼ା,୧୭ା୧(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ ଅଞ୍ଚଳର ଜଣେ ଚାଷୀ ଟୋକନ୍‌ ପାଇ ନ ଥିବାରୁ ମଣ୍ଡିରେ ଧାନ ବିକିପାରୁ ନାହାନ୍ତି। ଏହାର ସମାଧାନ ଦାବିରେ ଗୁରୁବାର ସେ ବିଭାଗୀୟ ଅଧିକାରୀଙ୍କୁ ଜଣାଇ ସମିତି କାର୍ଯ୍ୟାଳୟରେ ତାଲା ପକାଇଥିଲେ। ରାଜ୍ୟ ସରକାର ସେବା ସମବାୟ…

ଆର୍‌ଡି ବିଭାଗର କାର୍ଯ୍ୟକୁ ନେଇ ବଢୁଛି ଜନ ଅସନ୍ତୋଷ: ରାସ୍ତାକାର୍ଯ୍ୟ ନିମ୍ନମାନର, ହେଉନି ରକ୍ଷଣାବେକ୍ଷଣ

ନୂଆଗାଁ,୧୭ା୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗର କାର୍ଯ୍ୟକୁ ନେଇ ଜନ ଅସନ୍ତୋଷ ବଢିବାରେ ଲାଗିଛି। ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ବିଭାଗ ଦ୍ୱାରା ନିର୍ମାଣ କରାଯାଉଥିବା ରାସ୍ତାଗୁଡିକ ଅତି ନିମ୍ନମାନର ହେଉଥିବାରୁ ତାହା ଅଳ୍ପଦିନ…

ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ: ପାଠ୍ୟ ପୁସ୍ତକ ସହ ଅନ୍ୟ ବହି ପଢ଼ିବାକୁ ପରାର୍ମଶ

ନୟାଗଡ଼ ଅଫିସ,୧୫।୧-ନୟାଗଡ଼ ସ୍ବୟଂଶାସିତ ଓ ଯୁକ୍ତ ୨ କନିଷ୍ଠ ମହାବିଦ୍ୟାଳୟର ୫୯ତମ ବାର୍ଷିକ ଉତ୍ସବ ଅଟୋ ପେଷ୍ଟ-୨୦୨୦ ମଙ୍ଗଳବାର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଛାତ୍ର ସଙ୍ଗଠକ ମନୋରଞ୍ଜନ ଗୌଡ଼ଙ୍କ ସଭାପତିତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ତଥା…

ଶିକ୍ଷାନୁଷ୍ଠାନ ଶିକ୍ଷାର୍ଥୀଙ୍କ ସାଧନାର ତପୋବନ: ରାଜ୍ୟପାଳ

ନିରାକାରପୁର,୧୫ା୧(ଡି.ଏନ୍‌.ଏ.): ନିଜ ଦୀପ୍ତି ଓ ପ୍ରତିଭାକୁ ଚିହ୍ନିବାର ଅବକାଶ ଦେଇଥାଏ ଶିକ୍ଷାନୁଷ୍ଠାନ ଏବଂ ଏହି ଶିକ୍ଷାନୁଷ୍ଠାନ ହିଁ ଶିକ୍ଷାର୍ଥୀଙ୍କ ସାଧନାର ତପୋବନ। ଖୋର୍ଦ୍ଧା ଜିଲା ନିରାକାରପୁରସ୍ଥିତ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବ ଉଦ୍‌ଘାଟନ କରି ରାଜ୍ୟପାଳ ପ୍ରଫେସର ଗଣେଶୀ…

ଗଣିଆ ବଜାରଠାରୁ କୁତୁରୀ ପର୍ଯ୍ୟନ୍ତ ରାସ୍ତାକାମ: ୧୦ବର୍ଷ ଧରି ତାଳିପକାରେ ଚାଲିଛି

ଗଣିଆ,୧୪ା୧(ଡି.ଏନ୍‌.ଏ.): ବିକାଶର କଥା ଭାବିଲେ ମନକୁ ଆସେ ଗମନାଗମନ ସୁବିଧା। ଏହା ହେଲେ ସେହି ଅଞ୍ଚଳର ଅର୍ଥନୈତିକ ଅଭିବୃଦ୍ଧି ଘଟିବ ବୋଲି କୁହାଯାଉଛି। ଏ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା, ବିଜୁ…

ରଣପୁର ବ୍ଲକ: ଭିତରେ ଅଭିଯୋଗ ଶୁଣାଣି, ବାହାରେ ବିକ୍ଷୋଭ

ରଣପୁର,୧୪ା୧(ସ୍ବ.ପ୍ର.): ସୋମବାର ନୟାଗଡ଼ ଜିଲା ରଣପୁର ବ୍ଲକରେ ଏକ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଥିଲା। ବ୍ଲକ କାର୍ଯ୍ୟାଳୟରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ବାହାରେ କନ୍ଧନୟାଗଡ ପଞ୍ଚାୟତବାସୀ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଆନ୍ଦୋଳନକାରୀଙ୍କ ସହ ଜିଲାପାଳ ଡା. ପୋମା ଟୁଡୁଙ୍କ ବାରମ୍ବାର…

ପ୍ରତିଭା ଦୀପ୍ତ ପଠାଣି ସାମନ୍ତଙ୍କ ପାଇଁ ସାରାଦେଶ ଗର୍ବିତ: ଖଣ୍ଡପଡ଼ାରେ ପଠାଣି ସାମନ୍ତଙ୍କ ୧୮୫ ତମ ଜୟନ୍ତୀ

ଖଣ୍ଡପଡା,୨୫।୧୨(ସ୍ବ.ପ୍ର.)-ପଠାଣି ସାମନ୍ତ ଏମାଟିର ପ୍ରଚଣ୍ଡ ପ୍ରତିଭା। ଏହି ପ୍ରତିଭା ଦିପ୍ତ ବିଶ୍ୱବିଖ୍ୟାତ୍‌ ଜ୍ୟୋର୍ତିବିଦ୍‌ ପଠାଣିସାମନ୍ତଙ୍କ ପାଇଁ ସାରା ଦେଶ ଗର୍ବିତ ା ତାଙ୍କୁ ଅନୁସରଣ କରିବା ହିଁ ହେବ ତାଙ୍କ ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି ଖଣ୍ଡପଡାର ପୂର୍ବତନ ବିଧାୟକ ତଥା…

କନ୍ୟାଭ୍ରୁଣ ହତ୍ୟା, ବାଲ୍ୟ ବିବାହ ବିରୋଧରେ ମାନବ ଶୃଙ୍ଖଳ

ନୟାଗଡ଼ ଅଫିସ,୨୫ା୧୨: ନୟାଗଡ଼ ଜିଲା ମହୋତ୍ସବ ପାଳନ ଅବସରରେ ମଙ୍ଗଳବାର ପୂର୍ବାହ୍ନରେ ପ୍ରଶାସନ ପକ୍ଷରୁ ମାନବ ଶୃଙ୍ଖଳ କରାଯାଇ ସଚେତନତା ସୃଷ୍ଟି କରାଯାଇଥିଲା। କନ୍ୟା ଭ୍ରୂଣ ହତ୍ୟା ରୋକିବା, ବାଲ୍ୟ ବିବାହ ବନ୍ଦ କରିବା, କନ୍ୟା ସନ୍ତାନ ସୁରକ୍ଷା ଓ କନ୍ୟାମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?