ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ: ଗ୍ରାମରକ୍ଷୀ ଅଟକ
ରଣପୁର,୧୭।୧୨(ସ୍ବ.ପ୍ର.): ଷଷ୍ଠଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରି ନୟାଗଡ ଜିଲା ରଣପୁର ଥାନା ରଘୁନାଥପୁର ଅଞ୍ଚଳର ଗ୍ରାମରକ୍ଷୀ ରମେଶ ଚନ୍ଦ୍ର ବିଶ୍ୱାଳ ଅଟକ ଅଛନ୍ତି। ମଙ୍ଗଳବାର ଛାତ୍ରୀଜଣଙ୍କ ସ୍କୁଲକୁ ଯାଉଥିବାବେଳେ ଚକୋଲେଟ ଦେଇ ଗ୍ରାମରକ୍ଷୀ ଅସଦାଚରଣ କରିଥିଲେ। ଛାତ୍ରୀଙ୍କ ମା’ବାପା ଗ୍ରାମରକ୍ଷୀଙ୍କୁ କାବୁ…
ସମ୍ପତ୍ତି ପାଇଁ ବାପାଙ୍କୁ ଆକ୍ରମଣ, ଅଭିଯୁକ୍ତ ପୁଅ ଅଟକ
ଓଡ଼ଗାଁ,୧୩ା୧୨(ସ୍ବ.ପ୍ର.): ଓଡ଼ଗାଁ ଆଦର୍ଶ ଥାନା ଅନ୍ତର୍ଗତ ସାକେରୀ ପଞ୍ଚାୟତର ଗର୍ଜନୀ ଗ୍ରାମରେ ଗୁରୁବାର ସମ୍ପତ୍ତିକୁ ନେଇ ସାନପୁଅ ଆକ୍ରମଣରେ ବୃଦ୍ଧ ବାପା ଗୁରୁତର ହୋଇଛନ୍ତି। ଗୁରୁତର ଉଦୟନାଥ ପଟ୍ଟନାୟକ(୮୭)ଙ୍କୁ ପ୍ରଥମେ ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ୱର ସ୍ଥାନାନ୍ତର…
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶିଳାନ୍ୟାସର ୩ବର୍ଷ ପୂରିଲା: ଆରମ୍ଭ ହୋଇପାରିନି ଡାହୁକା ସେତୁ କାର୍ଯ୍ୟ
ନୟାଗଡ଼ ଅଫିସ,୧୩ା୧୨: ୧୩ ଡିସେମ୍ବର ୨୦୧୬। ଏହି ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପିଟିଏସ୍ ପଡ଼ିଆଠାରେ ନୟାଗଡ଼-ଖଣ୍ଡପଡ଼ା ରାସ୍ତାରେ ଡାହୁକା ସେତୁର ଶିଳାନ୍ୟାସ କରିଥିଲେ। ଗୁରୁବାର ଶିଳାନ୍ୟାସକୁ ୩ବର୍ଷ ପୂରିଛି। ହେଲେ ୩ ପିଲାରରେ ସୀମିତ ରହିଛି ସେତୁ କାର୍ଯ୍ୟ। ଫଳରେ…
ନୟାଗଡ଼ ପୌରପାଳିକା ଅଫିସରେ ରହୁନାହାନ୍ତି ୱାର୍ଡ ଅଫିସର
ନୟାଗଡ଼ ଅଫିସ,୧୧ା୧୨: ବିଭିନ୍ନ ସହରାଞ୍ଚଳରେ ପୌର ପ୍ରଶାସନର ପ୍ରତିନିଧିମାନଙ୍କ କାର୍ଯ୍ୟକାଳ ସରିଯାଇଥିବା ବେଳେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମକୁ ଅବ୍ୟାହତ ରଖିବା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଗଷ୍ଟ ମାସରେ ପ୍ରତି ୱାର୍ଡରେ ଅଫିସ ଖୋଲି ୱାର୍ଡ ଅଫିସର…
ଶିମିଳିସାହିର ଶିମିଳିଝରଣା ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ପ୍ରାକୃତିକ ପରିବେଶ
ନୟାଗଡ଼ ଅଫିସ,୧୦ା୧୨: ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ କଜଳାଇପଲ୍ଲୀ ପଞ୍ଚାୟତ ଶିମିଳିସାହିର ଶିମିଳି ଝରଣା ବର୍ତ୍ତମାନ ପର୍ଯ୍ୟଟନସ୍ଥଳୀ ପାଲଟିଛି। ବିଶେଷକରି ଶୀତ ଦିନ ଆରମ୍ଭ ହୋଇଯାଇଥିବାରୁ ଏଠାକୁ ପର୍ଯ୍ୟଟକଙ୍କ ସୁଅ ଛୁଟିବାରେ ଲାଗିଛି। ଛୁଟି ଦିନରେ ମଧ୍ୟ ଆଖପାଖ ବିଭିନ୍ନ ଅନୁଷ୍ଠାନର…
ବଳାତ୍କାର ଓ ଅପହରଣ ମାମଲାକୁ ୮ମାସ ବିତିଲା, ଅଭିଯୁକ୍ତଙ୍କୁ ଗିରଫ କରୁନି ପୋଲିିସ
ରଣପୁର,୪।୧୨(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ବାଣିକିଲୋ ପଞ୍ଚାୟତ ଅଞ୍ଚଳରେ ଜଣେ ୧୭ ବର୍ଷୀୟା ନାବାଳିକା କଲେଜ ଛାତ୍ରୀଙ୍କୁ ଅପହରଣ ଓ ବଳାକତ୍ାର କରାଯିବା ଘଟଣାକୁ ୮ମାସ ବିତି ଗଲାଣି। ତେବେ ଏ ଯାଏ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିନି।…
‘୨୦ ହଜାର ଦିଅ, ପକ୍କାଘର ନିଅ’
ନୟାଗଡ଼ ଅଫିସ,୪ା୧୨: ୨୦ ହଜାର ଟଙ୍କା ଦିଅ, ପକ୍କା ଘର ନିଅ। ଏହି ଉକ୍ତି ହେଉଛି ଖୋଦ୍ ଜଣେ ସରକାରୀ କର୍ମଚାରୀଙ୍କର। ଯୋଗ୍ୟ ତାଲିକାରେ ନାମ ଥିବା ବ୍ୟକ୍ତିଙ୍କଠାରୁ ୨୦ ହଜାର ଟଙ୍କା ନିଆଯାଇ ପକ୍କାଘର କାର୍ଯ୍ୟାଦେଶ ଦିଆଯାଉଛି। ଆଉ ଯିଏ…
ଭାପୁର ବ୍ଲକରେ ଦୁର୍ନୀତିର ତଦନ୍ତ, ଏବିଡିଓଙ୍କ ବଦଳି ଦାବି ଆମରଣ ଅନଶନରେ ବସିଲେ ଜନପ୍ରତିନିଧି
ନୟାଗଡ଼ ଅଫିସ/ଭାପୁର (ଡି.ଏନ୍.ଏ.),୪ା୧୨: ନୟାଗଡ଼ ଜିଲା ଭାପୁର ବ୍ଲକରେ ହୋଇଥିବା ବିଭିନ୍ନ ଦୁର୍ନୀତିର ତଦନ୍ତ ଓ ଏବିଡିଓଙ୍କ ବଦଳି ଦାବିରେ ମଙ୍ଗଳବାର ପଞ୍ଚାୟତ ଜନପ୍ରତିନିଧି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ପୂର୍ବାହ୍ନ ୧୧ଟାରେ ଯୁବନେତା ଜିତେନ୍ଦ୍ର କୁମାର ରଣସିଂଙ୍କ ନେତୃତ୍ୱରେ ଗୋଳାପୋଖରୀ ସମିତିସଭ୍ୟା ସସ୍ମିତା…
୧ରୁ ଚାଲିଛି ଠିକାଦାର ସଂଘର କାର୍ଯ୍ୟ ବନ୍ଦ ଆନ୍ଦୋଳନ: ବିଭିନ୍ନ ସ୍ଥାନରେ ଅଧାପନ୍ତରିଆ ହୋଇ ପଡ଼ିଛି କାର୍ଯ୍ୟ
ନୟାଗଡ଼ ଅଫିସ,୨୦।୧୧-ନୟାଗଡ଼ ସହରରେ ନିର୍ମାଣାଧୀନ ଅତ୍ୟାଧୁନିକ ବଲାଙ୍ଗୀ ପାର୍କର କାର୍ଯ୍ୟ ୧୮ ଦିନ ହେଲାଣି ବନ୍ଦ ରହିଛି। ସେହିଭଳି ନୂତନ ବସ୍ଷ୍ଟାଣ୍ଡ କାର୍ଯ୍ୟ ମଧ୍ୟ ବନ୍ଦ କରାଯାଇଛି। ଖାଲି ସେତିକି ନୁହେଁ ଜିଲାର ବିଭିନ୍ନ ସ୍ଥାନରେ ସରକାରୀ ପ୍ରକଳ୍ପ ଗୁଡ଼ିକର କାର୍ଯ୍ୟ…
ଉଦ୍ଯାପିତ ହେଲା ବୋଇତ ବନ୍ଦାଣ ଉତ୍ସବ: ଅଭିନେତ୍ରୀ, କଣ୍ଠଶିଳ୍ପୀ ସାଜିଲେ ଆକର୍ଷଣ
ନୟାଗଡ଼ ଅଫିସ,୧୩।୧୧-ନୟାଗଡ଼ ପୁରୁଣା ସହର ସାଗର ପୁଷ୍କରିଣୀଠାରେ ୮ ତାରିଖଠାରୁ ଚାଲି ଆସୁଥିବା ନୟାଗଡ଼ ବୋଇତ ବନ୍ଦାଣ ଉତ୍ସବ ମଙ୍ଗଳବାର ଉଦ୍ଯାପିତ ହୋଇଯାଇଛି। ୫ ଦିନ ଧରି ଚାଲୁଥିବା ଏହି ଉତ୍ସବରେ ମଙ୍ଗଳବାର ସକାଳେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ଏଲିନା ସାମନ୍ତରାୟ…
ମହୋତ୍ସବ ଦ୍ୱିତୀୟ ଦିବସ ଚିଲିକାରେ ଭାସିଲା ସାଧବ ପୁଅଙ୍କ ବୋଇତ
ବାଲୁଗାଁ,୧୩ା୧୧(ଡି.ଏନ.ଏ.): ଚିଲିକାର ଐତିହ୍ୟ ଓ ନୌବାଣିଜ୍ୟ ପରମ୍ପରା ଉଜ୍ଜୀବିତ ଉଦ୍ଦେଶ୍ୟରେ ମଙ୍ଗଳବାର ବାଲୁଗାଁ ଚିଲିକା ତଟଦେଶରେ ପାରମ୍ପରିକ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ା ପ୍ରତ୍ୟୁଷରୁ ଚିଲିକା ବିଧାୟକ ତଥା କମିଟି ସଭାପତି ପ୍ରଶାନ୍ତ କୁମାର ଜଗଦ୍ଦେବ, ପୂର୍ବତନ ବିଧାୟକ…
ଆନ୍ତଃ ଜିଲା ମୋବାଇଲ ଚୋର ଗିରଫ
ଭାପୁର,୬ା୧୧(ଡି.ଏନ.ଏ.)-ଜଣେ ଆନ୍ତଃଜିଲା ମୋବାଇଲ ଚୋରକୁ ନୟାଗଡ ଜିଲା ଭାପୁର ପୋଲିସ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି ା ଗିରଫ ଅଭିଯୁକ୍ତଙ୍କ ନାମ ଦୁର୍ଗାଚରଣ ସାହୁ(୩୮)। ତାଙ୍କ ଘର ଫତେଗଡ଼ ଥାନା ପଦ୍ମାବତୀ ଗ୍ରାମରେ। ଯେ,ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର…
Archives


