ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ଏଏସ୍ଆଇ ନିଲମ୍ବିତ, ୨ ଥାନା ଅଧିକାରୀଙ୍କୁ ବଦଳି
ନୟାଗଡ଼ ଅଫିସ,୨ା୧୦: କର୍ତ୍ତବ୍ୟରେ ଅବହେଳା କରିବା ୨ ଥାନା ଅଧିକାରୀ ଓ ଜଣେ ଏଏସ୍ଆଇଙ୍କୁ ମହଙ୍ଗା ପଡ଼ିଛି। ନୟାଗଡ଼ ଏସ୍ପି ଶଶିଭୂଷଣ ଶତପଥୀ ଓଡଗାଁ ଓ ଚାନ୍ଦପୁର ଥାନା ଅଧିକାରୀଙ୍କୁ ଜିଲା ମୁଖ୍ୟାଳୟକୁ ବଦଳି କରିଥିବାବେଳେ ଓଡଗାଁ ଥାନା ଏଏସ୍ଆଇଙ୍କୁ ନିଲମ୍ବିତ…
ଆଜିଠୁ ନୟାଗଡ଼ ସହରରେ ପଲିଥିନ ନିଷେଧ:୫ରୁ ୨୫ ହଜାର ପର୍ଯ୍ୟନ୍ତ ଜରିମାନା, ୩ ମାସ ଜେଲଦଣ୍ଡ ଭୋଗିବାକୁ ପଡ଼ିବ
ନୟାଗଡ଼ ଅଫିସ,୨ା୧୦: ନୟାଗଡ଼ ସହରରେ ବୁଧବାରଠାରୁ ପଲିଥିନ ନିଷେଧ କରାଯିବ। କୌଣସି ବ୍ୟବସାୟୀ ପଲିଥିନ ବ୍ୟବହାର କଲେ ତାଙ୍କଠାରୁ ୫ରୁ ୨୫ ହଜାର ପର୍ଯ୍ୟନ୍ତ ଜରିମାନା ଆଦାୟ କରାଯିବ। ମଙ୍ଗଳବାର ଏ ନେଇ ଡାକବାଜି ଯନ୍ତ୍ର ମାଧ୍ୟମରେ ପ୍ରଚାର କରାଯାଇ ବ୍ୟବସାୟୀ…
ଡାକ୍ତରଙ୍କୁ ମିଳୁନି କାଗଜ:ଆଟାରେ ଲେଖିଲେ ପ୍ରେସ୍କ୍ରିପସନ୍
ରଣପୁର,୨୫।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ଚାନ୍ଦପୁରସ୍ଥିତ ବସନ୍ତ ମଞ୍ଜରୀ ସାଧାରଣ ଚିକିତ୍ସାଳୟର ଜଣେ ଡାକ୍ତର ଆଟାରେ ପ୍ରେସ୍କ୍ରିପସନ୍ ଲେଖିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ଏହି ପ୍ରେସ୍କ୍ରିପସନ୍ ସୋସିଆଲ୍ ମିଡିଆରେ ଘୂରି ବୁଲୁଛି। ଅଭିଯୋଗ ଅନୁସାରେ ଗୋପାଳପୁର ଅଞ୍ଚଳର…
ଲଗାଣ ବର୍ଷାରେ ଧାନଜମି ଜଳମଗ୍ନ
ଖଣ୍ଡପଡ଼ା,୨୫ା୯(ସ୍ବ.ପ୍ର.): ଗତ ୨ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଖଣ୍ଡପଡ଼ା ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି ା ବ୍ଲକ ଅନ୍ତର୍ଗତ ୨୨ ଗୋଟି ପଞ୍ଚାୟତରେ ଏକର ଏକର ଧାନଜମିରେ ବର୍ଷାଜଳ ଲହଡି ଭାଙ୍ଗୁଛି ା ତଳିଆ ତଥା…
କଣ୍ଟିଲୋ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ର:ନୂଆ ଆମ୍ବୁଲାନ୍ସ ଖତ ଖାଉଛି, ଭଡ଼ା ଗାଡ଼ିରେ କାମ ଚଳାଯାଉଛି
ଖଣ୍ଡପଡ଼ା,୨୫ା୯(ସ୍ବ.ପ୍ର.): ଜରୁରିକାଳୀନ କ୍ଷେତ୍ରରେ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ସରକାରୀ ଡାକ୍ତରଖାନାରେ ଆମ୍ବୁଲାନ୍ସ ବ୍ୟବସ୍ଥା କରାଯାଇଛି। କିନ୍ତୁ ଅନେକ ସ୍ଥାନରେ ପରିଚାଳନଗତ ତ୍ରୁଟି ହେଉ କିମ୍ବା ରକ୍ଷଣାବେକ୍ଷଣ ଅଭାବରୁ ଆମ୍ବୁଲାନ୍ସ ଥାଇ ବି ରୋଗୀଙ୍କ କାମରେ ଲାଗିପାରୁ ନାହିଁ। ନୟାଗଡ଼ ଜିଲା…
ଚେକ୍ ବାଉନ୍ସ ମାମଲାରେ ଶିକ୍ଷକଙ୍କୁ ୬ ମାସ କାରାଦଣ୍ଡ
ନୟାଗଡ଼ ଅଫିସ,୨୦ା୯- ଏକ ଚେକ୍ ବାଉନ୍ସ ମାମଲାରେ ଜଣେ ଶିକ୍ଷକଙ୍କୁ ୬ ମାସ କାରାଦଣ୍ଡାଦେଶ ହୋଇଛି। ସେ ହେଲେ ଇଟାମାଟି ନାରାୟଣୀ ସରକାରୀ ବାଳିକା ବିଦ୍ୟାଳୟର ଶିକ୍ଷକ ରାମଚନ୍ଦ୍ର ତ୍ରିପାଠୀ । ପ୍ରକାଶ ଯେ, ନୟାଗଡ଼ ଦେବୋତ୍ତର କଲୋନୀରେ ରହୁଥିବା ଶିକ୍ଷକ…
ଶିକ୍ଷାବିତ୍ ତଥା ସାମ୍ବାଦିକଙ୍କ ପରଲୋକ:ବିଭିନ୍ନ ମହଲରେ ଶୋକର ଛାୟା
ଖଣ୍ଡପଡ଼ା,୨୦ା୯(ସ୍ବ.ପ୍ର.): ବିଶିଷ୍ଟ ଶିକ୍ଷାବିତ୍ ତଥା ବରିଷ୍ଠ ଖବରଦାତା ପ୍ରଫୁଲ୍ଲ ଚନ୍ଦ୍ର ଦାଶ(୭୧)ଙ୍କ ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ରାହ୍ମଣ ସାହିସ୍ଥ ତାଙ୍କ ବାସଭବନରେ ଗୁରୁବାର ସକାଳେ ପରଲୋକ ଘଟିଛି। ବୁଧବାର ରାତିରେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ପରେ…
ରଣପୁର ଏନ୍ଏସିରେ ପରିମଳ, ଷ୍ଟ୍ରିଟ ଲାଇଟ୍ରେ ଦୁର୍ନୀତି:ଭିଜିଲାନ୍ସ ଜବତ କଲା କାଗଜପତ୍ର
ରଣପୁର,୨୦ା୯(ସ୍ବ.ପ୍ର.): ରଣପୁର ଏନ୍ଏସିରେ ପରିମଳ ଓ ଷ୍ଟ୍ରିଟ ଲାଇଟ୍ରେ ଦୁର୍ନୀତି ହୋଇଥିବା ନେଇ ନୟାଗଡ଼ ଭିଜିଲାନ୍ସ ପକ୍ଷରୁ ଖୋଳତାଡ ଆରମ୍ଭ ହୋଇଛି । ଭିଜିଲାନ୍ସ ଡିଏସ୍ପି ଶିଶିର ଭୋଇଙ୍କ ନେତୃତ୍ୱରେ ୬ ଜଣିଆ ଦଳ ଗୁରୁବାର ଏନ୍ଏସି କାର୍ଯ୍ୟାଳୟରେ ଚଢ଼ାଉ କରି…
ଅବ୍ୟବସ୍ଥା ମଧ୍ୟରେ ଗତିଶ୍ୱର ମହାବିଦ୍ୟାଳୟ, ଆବଶ୍ୟକ ଶ୍ରେଣୀଗୃହ, ସାଇକେଲ ଷ୍ଟାଣ୍ଡ୍ ନାହିଁ
ନୂଆଗାଁ,୨୦ା୯ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତରେ ଥିବା ଗତିଶ୍ୱର ମହାବିଦ୍ୟାଳୟରେ ବହୁବିଧ ସମସ୍ୟା ଲାଗିରହିଛି। କଲେଜରେ ଆବଶ୍ୟକ ଶ୍ରେଣୀଗୃହ ନ ଥିବାବେଳେ ସାଇକେଲ ଷ୍ଟାଣ୍ଡ୍ ମଧ୍ୟ ନାହିଁ। ନଳକୂପ ଥିଲେ ମଧ୍ୟ ସେଥିରୁ ବାହାରୁଥିବା ପାଣି ପାନୀୟ…
ବୃଦ୍ଧା ମା’ ଉପରେ ପୁଅର ବୋଝ
ନୟାଗଡ଼ ଅଫିସ,୨୦ା୯- ପୁଅ ବଡ଼ ହୋଇ ଘର ଚଳାଇବ। ମା’ ବାପାଙ୍କ ଦାୟିତ୍ୱ ନେବ। ସବୁ ମା’ବାପାଙ୍କ ପରି ସ୍ବପ୍ନ ଦେଖିଥିଲେ ଜଣେ ମା’। ହେଲେ ଭାଗ୍ୟର ବିଡ଼ମ୍ବନା, ପୁଅ ଘର ଚଳାଇବା ପରିବର୍ତ୍ତେ ମା’ ଉପରେ ବୋଝ ପାଲଟିଛନ୍ତି। ଖାଲି…
ମୁଣ୍ଡିଆରେ ଚାଲିଛି ବେଆଇନ ବ୍ଲାଷ୍ଟିଂ:ଅଭିଯୋଗ ସତ୍ତ୍ୱେ ନାହିଁ କାର୍ଯ୍ୟାନୁଷ୍ଠାନ
ରଣପୁର,୧୭ା୯(ସ୍ବ.ପ୍ର.): ରଣପୁର ତହସିଲ ଚମ୍ପାପେଡି ପଞ୍ଚାୟତ ନାଗଝରି ଗଁା ପିଲା ମୁଣ୍ଡିଆରେ କମ୍ପ୍ରେସର ଓ ଡିନାମାଇଟ୍ ସାହାଯ୍ୟରେ ବେଆଇନ ଭାବେ ବ୍ଲାଷ୍ଟିଂ ଚାଲିଛି। ଏହା ପ୍ରଭାବରେ ଗ୍ରାମର ଅଧିକାଂଶ ଘରର କାନ୍ଥ ଫାଟିଲାଣି। ଆଜବେଷ୍ଟସ୍ ମଧ୍ୟ କଣା ହେଲାଣି। ପଥରଖଣ୍ଡ ପଡି…
ଶ୍ରୀରଘୁନାଥଜୀଉଙ୍କ ପୀଠରେ ସୁନିଆ ପର୍ବ:ସୁନା ଥାଳିଆରେ କାକରାପିଠା ଭୋଗଲାଗି
ଓଡ଼ଗାଁ ୧୧।୯(ସ୍ବ.ପ୍ର.)-ଓଡ଼ଗାଁରେ ବିଜେ ଶ୍ରୀରଘୁନାଥଜୀଉଙ୍କ ପୀଠରେ ମଙ୍ଗଳବାର ସୁନିଆ ପର୍ବ ପାଳିତ ହୋଇଛି। ଏହି ଅବସରରେ ଶ୍ରୀଜୀଉଙ୍କୁ ୩ ସୁନାଥାଳିଆରେ ୩ ବାଡ ସ୍ବତନ୍ତ୍ର କାକରା ପିଠା ଲାଗି କରାଯାଇଛି ା ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ସୁନିଆ ଓ…
Archives


