Tag Archives: nayagarh

ରଣପୁର ବଡଦାଣ୍ଡ ପାଲଟିଛି ନର୍ଦ୍ଦମା:ଡ୍ରେନ ସ୍ଥାନରେ କଂକ୍ରିଟ ରାସ୍ତା ,ପୂର୍ତ୍ତ ବିଭାଗର ତ୍ରୁଟିପୂର୍ଣ୍ଣ ପ୍ଲାନ ଡାକିଆଣିଛି ଦୁର୍ଦ୍ଦଶା

ରଣପୁର,୧୧ା୯(ସ୍ବ.ପ୍ର.): ଡ୍ରେନ ପାଇଁ ସ୍ଥାନ ନ ଛାଡି ସମୁଦାୟ ଅଞ୍ଚଳରେ କଂକ୍ରିଟ ରାସ୍ତା କରିଦେବାରୁ ନୂଆ ଜଗନ୍ନାଥ ସଡକର ରଣପୁର ବଡଦାଣ୍ଡ ନର୍ଦ୍ଦମା ପାଲଟିଛି। ଡ୍ରେନ ନ ଥିବାରୁ ବର୍ଷାଜଳ ଦୋକାନ ଘରେ ଓ ସ୍ଥାନୀୟ ଲୋକଙ୍କ ଘରେ ପଶୁଛି।...

ରାସ୍ତା ଉପରେ ଝୁଲିରହିଛି ବିଦ୍ୟୁତ୍‌ ତାର:ବିପଦ ଆଶଙ୍କାରେ ସାହିବାସୀ

ଖଣ୍ଡପଡା,୧୧ା୯(ସ୍ବ.ପ୍ର.): କଣ୍ଟିଲୋ ଅଞ୍ଚଳ ଦେଇ ଯାଇଛି ଦଶପଲ୍ଲା-ଖୋର୍ଦ୍ଧା ରାଜ୍ୟ ରାଜପଥ। ଏହି ରାସ୍ତାର କଣ୍ଟିଲୋ ଅଞ୍ଚଳରେ ବିଦ୍ୟୁତ୍‌ ତାର ଝୁଲିରହିଥିବାରୁ ବିଭିନ୍ନ ସାହି, ବସ୍ତିର ଲୋକେ ବିପଦ ଆଶଙ୍କା କରିଛନ୍ତି। ଖଣ୍ଡପଡା ସେସୁ ବିଭାଗର କଣ୍ଟିଲୋ ବିଦ୍ୟୁତ୍‌ ସେକ୍ସନ ଅଧୀନରେ...

କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିଲା ଏକାଦଶ ଶ୍ରେଣୀ

ନୟାଗଡ଼ ଅଫିସ,୬ା୯-ବହୁଦିନର ଦାବି ଓ ଆନ୍ଦୋଳନ ପରେ ଶେଷରେ ବୁଧବାର ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଚାଲିଥିବା କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିଛି ା ଏହାକୁ ନେଇ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଥିବା ବେଳେ ଗୁରୁବାର...

ଗଣେଶ ଭସାଣିକୁ ନେଇ ଗୋଷ୍ଠୀ କନ୍ଦଳ:ସବର୍ଣ୍ଣ, ଅସବର୍ଣ୍ଣଙ୍କ ମଧ୍ୟରେ ଗଣ୍ଡଗୋଳ

ନୂଆଗାଁ,୬ା୯ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ପାରାଢିପି ଗ୍ରାମରେ ବୁଧବାର ଗଣେଶ ପୂଜା ଭସାଣି ବେଳେ ସବର୍ଣ୍ଣ ଓ ଅସବର୍ଣ୍ଣ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଖବର ପାଇ ନୂଆଗାଁ ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା...

ଯୁବତୀ ନିଖୋଜ ଘଟଣା:ପୂର୍ବ ଶତ୍ରୁତାରୁ ରାଧାରାଣୀଙ୍କୁ ହତ୍ୟା,ଅଟୋ ଚାଳକ ଗିରଫ

ଓଡ଼ଗାଁ, ୪।୯(ସ୍ବ.ପ୍ର.)-ନୟାଗଡ଼ ଜିଲା ଓଡ଼ଗାଁ ଥାନା ଅଞ୍ଚଳରେ ୨୨ ତାରିଖରୁ ନିଖୋଜ ଥିବା ଜଣେ ଯୁବତୀଙ୍କୁ ହତ୍ୟା କରାଯାଇଛି। ଏହି ମାମଲାରେ ସ୍ଥାନୀୟ ପୋଲିସ ସୋମବାର ଜଣେ ଅଟୋ ଚାଳକଙ୍କୁ ଗିରଫ କରିବା ପରେ ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହା...

ବେଆଇନ ମୋରମ ଚାଲାଣ:ମେଡିକାଲ କର୍ମଚାରୀଙ୍କ ସମ୍ପୃକ୍ତି ସନ୍ଦେହ, ତଦନ୍ତ ଦାବି

ରଣପୁର,୩୦।୮(ସ୍ବ.ପ୍ର.)-ରୟାଲ୍‌ଟି ନଁାରେ ୬ମାସ ଧରି ନୟାଗଡ଼ ଜିଲା ଚାନ୍ଦପୁର ବସନ୍ତ ମଞ୍ଜରୀ ସାଧାରଣ ମେଡିକାଲ ପରିସରରୁ ଚାଲିଥିଲା ବେଆଇନ ମୋରମ ଚାଲାଣ । ତେବେ ଗୁରୁବାର ତହସିଲଦାରଙ୍କ ଚଢ଼ାଉ ପରେ ମେଡ଼ିକାଲ କର୍ତ୍ତୃପକ୍ଷଙ୍କ ମିଛ ବୟାନ ଧରା ପଡ଼ିଯାଇଛି। ଘଟଣାସ୍ଥଳରୁ...

ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଆଦର୍ଶ ପଞ୍ଚାୟତ ପରିଦର୍ଶନ

କୃଷ୍ଣପ୍ରସାଦ,୩୦ା୮(ଡି.ଏନ.ଏ.)-ଗତ ବାତ୍ୟା ଓ ବିଭିନ୍ନ ପ୍ରାକୃତିକ ଦୁର୍ବିପାକରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥ ବ୍ରହ୍ମପୁର ପଞ୍ଚାୟତକୁ ଆଦର୍ଶ ପଞ୍ଚାୟତ ଭାବେ ଜିଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି ା ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂ ଗୁରୁବାର...

ମରାମତି ହେଉନି ପାଇପ୍‌ ଲାଇନ୍‌:ବରିଡିହି ଗ୍ରାମବାସୀ ପାନୀୟ ଜଳରୁ ବଞ୍ଚିତ

ଖଣ୍ଡପଡ଼ା,୩୦ା୮(ସ୍ବ.ପ୍ର.)-ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ରାଣୀପଡ଼ା ପଞ୍ଚାୟତସ୍ଥ ବିରିଡିହିରେ ଗତ ଏକ ମାସ ଧରି ପାଇପ୍‌ ଲାଇନ୍‌ ଖରାପ ହୋଇଯାଇଛି। ତେଣୁ ସମ୍ପ୍ରତି ବର୍ଷାଋତୁ ସମୟରେ ମଧ୍ୟ ଏହି ଗ୍ରାମବାସୀ ପାନୀୟ ଜଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି ା ପ୍ରକାଶ ଯେ,...

ମୁଖ୍ୟ ଚିକିତ୍ସାଳୟ ସୁରକ୍ଷା ବ୍ୟବସ୍ଥା ହୁଗୁଳା

ନୟାଗଡ଼ ଅଫିସ,୩୦।୮-ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ଯେତେବେଳେ ଯିଏ ନାହିଁ ସିଏ ସେଠାରେ ମନଇଚ୍ଛା ପଶି ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ଫଳରେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଗୁରୁବାର ଜିଲା...

ଦୁଇମାସ ହେଲା ଅନ୍ଧାରରେ ୨ ଗାଁ

ନୂଆଗାଁ,୩୦।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ବ୍ଲକ ଜାକେଡା ପଞ୍ଚାୟତର ପ୍ରତି ଗାଁରେ ବିଭିନ୍ନ ସମସ୍ୟା ଲାଗି ରହିଥିବା ବେଳେ ଅଠରଗଣ୍ଡା ଓ କୁଟିବାରୀ ଗ୍ରାମର ସମସ୍ୟା ବଢିବାରେ ଲାଗିଛି । ପ୍ରାୟ ଦୁଇ ମାସ ହେଲା ଦୁଇ ଗ୍ରାମର ଲୋକେ ବିଦ୍ୟୁତ୍‌...

ଭୂତଳ ଜଳ ଓ ତୈଳ ସଂରକ୍ଷଣ ବାୟୁମଣ୍ଡଳକୁ ନେଇ ସାଇକେଲ୍‌ରେ ସଚେତନତା ବାର୍ତ୍ତା

ବାଲୁଗାଁ,୨୮।୮(ଡ଼ି.ଏନ.ଏ.)-ପୃଥିବୀର ଭୂତଳ ଜଳ ଓ ତୈଳ ସଂରକ୍ଷଣ ତଥା ବାୟୁମଣ୍ଡଳର ଉତ୍ତାପ ବୃଦ୍ଧିକୁ ରୋକିବା ନେଇ ସାଇକେଲରେ ବିଭିନ୍ନ ଦେଶ ବୁଲି ସଚେତନତା ବାର୍ତ୍ତା ବାଣ୍ଟିବା ଲକ୍ଷ୍ୟ ନେଇ ବାହାରିଛନ୍ତି ୨ ରୋଟାରିଆନ। କେରଳ ରାଜ୍ୟ କାଲିକଟ ସହର ରୋଟାରୀ...

ଦୁର୍ଦ୍ଦଶା ଭୋଗୁଛନ୍ତି ବଡ଼ଶିଲିଙ୍ଗା ପଞ୍ଚାୟତବାସୀ:କର୍ଦ୍ଦମାକ୍ତ ରାସ୍ତା ମୁଖ୍ୟ ସମସ୍ୟା

ଗଣିଆ,୨୮।୮(ଡି.ଏନ.ଏ.)-ନୟାଗଡ ଜିଲା ଗଣିଆ ବ୍ଲକ ବଡଶିଲିଙ୍ଗା ପଞ୍ଚାୟତବାସୀଙ୍କୁ ଦୁର୍ଦ୍ଦଶା ସତେ ଯେମିତି ପିଛା ଛାଡୁନି ା ଉକ୍ତ ପଞ୍ଚାୟତରେ ସଦାସର୍ବଦା ବହୁବିଧ ସମସ୍ୟା ଲାଗି ରହୁଛି। ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ ପାଇପାରୁନଥିବା ଉକ୍ତ ପଞ୍ଚାୟତବାସୀ ଗମନାଗମନ ପାଇଁ ଆଜି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri