ସମସ୍ୟା ଘେରରେ ଦଶପଲ୍ଲା ଡାକ୍ତରଖାନା:ବିଶେଷଜ୍ଞ ଓ ଡାକ୍ତର ଅଭାବ ଯୋଗୁ ଅସନ୍ତୋଷ
ଦଶପଲ୍ଲା,୨୮ା୮(ଡି.ଏନ୍.ଏ)-ଜନସାଧାରଣଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ସରକାର ବହୁ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କିନ୍ତୁ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ଆବଶ୍ୟକ ଡାକ୍ତର ନ ଥିବା ବିଷୟ ସରକାରଙ୍କ ଦୃଷ୍ଟି ପଡୁନାହିଁ। ଫଳରେ ସେବାରୁ ବଞ୍ଚତ୍ତ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ଦଶପଲ୍ଲା ଗୋଷ୍ଠୀ…
ରିଲିଫ୍ ବଣ୍ଟନ ବେଳେ ଗଣ୍ଡଗୋଳ:ପଞ୍ଚାୟତ କାର୍ଯ୍ୟାଳୟରେ ସାମଗ୍ରୀ ଆଣିଥିବା ୩ ଟ୍ରକ୍ ଅଟକ
ନିରାକାରପୁର,୨୮ା୮(ଡି.ଏନ.ଏ.)-ନିରାକାରପୁର ବ୍ଲକ ଫନୀ ବାତ୍ୟା କ୍ଷତିଗ୍ରସ୍ତଙ୍କୁ ଓାଲ୍ଡ ଭିଜନ ନାମକ ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ମଙ୍ଗଳବାର ସକାଳେ ରିଲିଫ୍ ସାମଗ୍ରୀ ବଣ୍ଟନ କରାଯାଉଥିବାବେଳେ ଗଣ୍ଡଗୋଳ ଘଟିଛି। ଖୋର୍ଦ୍ଧା ଜିଲା ଲେଣ୍ଡୋ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ୪୦୦ ଜଣଙ୍କୁ ୪ଟି କିଟ୍…
ଭତ୍ତା ନ ପାଇ ଦୁର୍ଦ୍ଦିନରେ ୨୧୧ କଳାକାର
କୃଷ୍ଣପ୍ରସାଦ,୨୩ା୮(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କିଛିବର୍ଷ ଧରି ୨୧୧ କଳାକାର ଭତ୍ତା ପାଇ ଅସୁଥିଲେ। ତେବେ ଏମାନଙ୍କ ଭତ୍ତା ବନ୍ଦ କରିଦିଆ ଯାଇଥିବାରୁ ଗୁରୁବାର ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଏମାନେ ୧୨ଶହ ଟଙ୍କା କଳାକାର ଭତ୍ତା ପାଇବା ପରେ…
ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର:ଜେଲ ଗଲେ ପ୍ରେମିକ
ଗଣିଆ,୨୩।୮(ଡି.ଏନ.ଏ.)-ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ନୟାଗଡ ଜିଲା ଗଣିଆ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ ଖଣ୍ଡପଡା ବ୍ଲକ ଗଡିଆସାହି ଫାଣ୍ଡି ସେରଜଙ୍ଗ ଗ୍ରାମର ଗୋପୀନାଥ ବିଶ୍ୱାଳ(୩୦)ା ତାଙ୍କୁ କୋର୍ଟଚାଲାଣ କରାଯାଇଥିବାବେଳେ…
ଜଳ ନିଷ୍କାସନ ପଥ ଅବରୋଧ:ରାଣୀପଡ଼ା- ବିରିଡିହି ରାସ୍ତାରେ ଛୁଟୁଛି ପାଣି ସୁଅ
ଖଣ୍ଡପଡା,୨୩।୮(ସ୍ବ.ପ୍ର.)-ଗ୍ରାମର ଉଦ୍ବୃତ୍ତ ପାଣି ତଥା ବର୍ଷାଜଳ ନିଷ୍କାସନ ହେଉଥିବା ପଥକୁ ଜଣେ ବ୍ୟକ୍ତି ଅବରୋଧ କରିଥିବା ଯୋଗୁ ସାମାନ୍ୟ ବର୍ଷା ହେଲେ ବିରିଡିହି-ରାଣୀପଡା ରାସ୍ତାରେ ପାଣି ସୁଅ ଛୁଟୁଛି। ଫଳରେ ଯାତାୟାତରେ ଘୋର ସମସ୍ୟା ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି ା…
ମଦ କାରବାର: ଢାବା ମାଲିକଙ୍କ ସମେତ ୨ ଗିରଫ
ନୂଆଗାଁ,୨୩।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ଥାନା ଅଞ୍ଚଳରେ ଅବାଧରେ ନିଶା କାରବାର ବଢିଚାଲିଥିବା ବେଳେ ତାହାକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ତରଫରୁ ବୁଧବାର ରାତି ଅଧିଆ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଛି। ପୋଲିସ ଦୁଇ ମଦ ବେପାରୀଙ୍କୁ ଗିରଫ କରିଛି ।…
ଗଣିଆରେ ବନ୍ୟା ପରିସ୍ଥିତି, ୫ ପଞ୍ଚାୟତର ୭୩ ଗାଁ ଜଳବନ୍ଦୀ
ଗଣିଆ,୧୫।୮(ଡି.ଏନ.ଏ.)-ଗତ ୩ଦିନ ଧରି ଲଗାଣ ବର୍ଷା ହେବା ଫଳରେ ମହାନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ନୟାଗଡ଼ ଜିଲା ଗଣିଆ ବ୍ଲକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ା ଗତ ମଙ୍ଗଳବାର ସକାଳୁ ମହାନଦୀର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ବୁଧବାର…
‘ଯବାନମାନେ ହିଁ ପ୍ରକୃତ ସ୍ବାଧୀନତା ସଂଗ୍ରାମୀ’
ନୟାଗଡ଼ ଅଫିସ,୧୫।୮-୧୯୪୭ ମସିହା ଅଗଷ୍ଟ ୧୫। ୭୨ ବର୍ଷ ତଳେ ଏହି ଦିନ ଆମ ଦେଶ ଚାଖିଥିଲା ସ୍ବାଧୀନତାର ସ୍ବାଦ। ଗୁରୁବାର ଦେଶ ପାଳନ କରିବ ୭୩ ତମ ସ୍ବାଧୀନତା ଦିବସ। ଦିଲ୍ଲୀର ଲାଲକିଲାଠାରୁ ଆରମ୍ଭ କରି ଗ୍ରାମରେ ଥିବା କୋଠ…
ବନ୍ୟାରେ ଲୋକେ ସଂଗ୍ରହ କରୁଛନ୍ତି ଜାଳକାଠ
ଖଣ୍ଡପଡ଼ା,୧୫ା୮(ସ୍ବ.ପ୍ର.)-ଉପର ମୁଣ୍ଡରେ ପ୍ରବଳ ଓ ଲଗାଣ ବର୍ଷା ଯୋଗୁ ମହାନଦୀ ଓ ଏହାର ଉପନଦୀ କମେଇ, କୁଆଁରିଆ, କାଳୀଗିରି ଓ କୁସୁମୀ ନଦୀଗୁଡିକରେ ବନ୍ୟା ଦେଖାଦେଇଛି ା ବିିଭିନ୍ନ ନଦୀର ଜଳପତ୍ତନ ବୃଦ୍ଧି ପାଇଥିବା କାରଣରୁ ଲୋକେ ଆଶଙ୍କାରେ ରହିଛନ୍ତି। ତେବେ…
ଚୋରି ଉଦ୍ୟମ ବେଳେ ଧରାପଡ଼ିଲେ ୩ ଚୋର:ଗୋଡ଼େଇ ଗୋଡ଼େଇ ପିଟିଲେ ଗ୍ରାମବାସୀ
ରଣପୁର,୧୫।୮(ସ୍ବ.ପ୍ର.)-ନୟାଗଡ଼ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ନରେନ୍ଦ୍ରପୁର ପଞ୍ଚାୟତ ଡିହଗଁାରେ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ଉଦ୍ୟମ କରି ଖସି ପଳାଉଥିବାବେଳେ ୩ ଚୋର ଧରାପଡିଛନ୍ତିି। ଏମାନେ ହେଲେ ରଣପୁର ଥାନା ଉଆସପାଟଣା ଗଁାର ସେତ ବାରିକ, ପାଇକସାହିର କୃଷ୍ଣ…
ମହାନଦୀରେ ବନ୍ୟା, ରାସ୍ତାରେ ଆଣ୍ଠୁଏ ପାଣି:ମଣିପୁର ଓ ହନୁମନ୍ତପ୍ରସାଦ ଗ୍ରାମ ବାହ୍ୟଜଗତରୁ ବିଚ୍ଛିନ୍ନ
ଭାପୁର,୧୫ା୮(ଡି.ଏନ.ଏ): ମହାନଦୀର ପ୍ରଥମ ବନ୍ୟା ଜଳରେ ଭାପୁର ବ୍ଲକର ମଣିପୁର ଓ ହନୁମନ୍ତପ୍ରସାଦ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଜଳବନ୍ଦୀ ଅବସ୍ଥାରେ ରହିଛି। କରବର-ବୈଦ୍ୟେଶ୍ୱର ମୁଖ୍ୟ ରାସ୍ତାରେ ଆଣ୍ଠୁଏ ପାଣି ପ୍ରବାହିତ ହେଉଛି। ବ୍ଲକର ୭ ପଞ୍ଚାୟତର ୫ହଜାର ଏକର…
Archives


