Tag Archives: nayagarh

ବେଆଇନ ମୋରମ ଚାଲାଣ:ମେଡିକାଲ କର୍ମଚାରୀଙ୍କ ସମ୍ପୃକ୍ତି ସନ୍ଦେହ, ତଦନ୍ତ ଦାବି

ରଣପୁର,୩୦।୮(ସ୍ବ.ପ୍ର.)-ରୟାଲ୍‌ଟି ନଁାରେ ୬ମାସ ଧରି ନୟାଗଡ଼ ଜିଲା ଚାନ୍ଦପୁର ବସନ୍ତ ମଞ୍ଜରୀ ସାଧାରଣ ମେଡିକାଲ ପରିସରରୁ ଚାଲିଥିଲା ବେଆଇନ ମୋରମ ଚାଲାଣ । ତେବେ ଗୁରୁବାର ତହସିଲଦାରଙ୍କ ଚଢ଼ାଉ ପରେ ମେଡ଼ିକାଲ କର୍ତ୍ତୃପକ୍ଷଙ୍କ ମିଛ ବୟାନ ଧରା ପଡ଼ିଯାଇଛି। ଘଟଣାସ୍ଥଳରୁ ୧…

ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଆଦର୍ଶ ପଞ୍ଚାୟତ ପରିଦର୍ଶନ

କୃଷ୍ଣପ୍ରସାଦ,୩୦ା୮(ଡି.ଏନ.ଏ.)-ଗତ ବାତ୍ୟା ଓ ବିଭିନ୍ନ ପ୍ରାକୃତିକ ଦୁର୍ବିପାକରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥ ବ୍ରହ୍ମପୁର ପଞ୍ଚାୟତକୁ ଆଦର୍ଶ ପଞ୍ଚାୟତ ଭାବେ ଜିଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି ା ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂ ଗୁରୁବାର ପଞ୍ଚାୟତ…

ମରାମତି ହେଉନି ପାଇପ୍‌ ଲାଇନ୍‌:ବରିଡିହି ଗ୍ରାମବାସୀ ପାନୀୟ ଜଳରୁ ବଞ୍ଚିତ

ଖଣ୍ଡପଡ଼ା,୩୦ା୮(ସ୍ବ.ପ୍ର.)-ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ରାଣୀପଡ଼ା ପଞ୍ଚାୟତସ୍ଥ ବିରିଡିହିରେ ଗତ ଏକ ମାସ ଧରି ପାଇପ୍‌ ଲାଇନ୍‌ ଖରାପ ହୋଇଯାଇଛି। ତେଣୁ ସମ୍ପ୍ରତି ବର୍ଷାଋତୁ ସମୟରେ ମଧ୍ୟ ଏହି ଗ୍ରାମବାସୀ ପାନୀୟ ଜଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି ା ପ୍ରକାଶ ଯେ, ପାନୀୟ…

ମୁଖ୍ୟ ଚିକିତ୍ସାଳୟ ସୁରକ୍ଷା ବ୍ୟବସ୍ଥା ହୁଗୁଳା

ନୟାଗଡ଼ ଅଫିସ,୩୦।୮-ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ଯେତେବେଳେ ଯିଏ ନାହିଁ ସିଏ ସେଠାରେ ମନଇଚ୍ଛା ପଶି ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ଫଳରେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଗୁରୁବାର ଜିଲା ମୁଖ୍ୟ…

ଦୁଇମାସ ହେଲା ଅନ୍ଧାରରେ ୨ ଗାଁ

ନୂଆଗାଁ,୩୦।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ବ୍ଲକ ଜାକେଡା ପଞ୍ଚାୟତର ପ୍ରତି ଗାଁରେ ବିଭିନ୍ନ ସମସ୍ୟା ଲାଗି ରହିଥିବା ବେଳେ ଅଠରଗଣ୍ଡା ଓ କୁଟିବାରୀ ଗ୍ରାମର ସମସ୍ୟା ବଢିବାରେ ଲାଗିଛି । ପ୍ରାୟ ଦୁଇ ମାସ ହେଲା ଦୁଇ ଗ୍ରାମର ଲୋକେ ବିଦ୍ୟୁତ୍‌ ସେବାରୁ…

ଭୂତଳ ଜଳ ଓ ତୈଳ ସଂରକ୍ଷଣ ବାୟୁମଣ୍ଡଳକୁ ନେଇ ସାଇକେଲ୍‌ରେ ସଚେତନତା ବାର୍ତ୍ତା

ବାଲୁଗାଁ,୨୮।୮(ଡ଼ି.ଏନ.ଏ.)-ପୃଥିବୀର ଭୂତଳ ଜଳ ଓ ତୈଳ ସଂରକ୍ଷଣ ତଥା ବାୟୁମଣ୍ଡଳର ଉତ୍ତାପ ବୃଦ୍ଧିକୁ ରୋକିବା ନେଇ ସାଇକେଲରେ ବିଭିନ୍ନ ଦେଶ ବୁଲି ସଚେତନତା ବାର୍ତ୍ତା ବାଣ୍ଟିବା ଲକ୍ଷ୍ୟ ନେଇ ବାହାରିଛନ୍ତି ୨ ରୋଟାରିଆନ। କେରଳ ରାଜ୍ୟ କାଲିକଟ ସହର ରୋଟାରୀ କ୍ଲବର…

ଦୁର୍ଦ୍ଦଶା ଭୋଗୁଛନ୍ତି ବଡ଼ଶିଲିଙ୍ଗା ପଞ୍ଚାୟତବାସୀ:କର୍ଦ୍ଦମାକ୍ତ ରାସ୍ତା ମୁଖ୍ୟ ସମସ୍ୟା

ଗଣିଆ,୨୮।୮(ଡି.ଏନ.ଏ.)-ନୟାଗଡ ଜିଲା ଗଣିଆ ବ୍ଲକ ବଡଶିଲିଙ୍ଗା ପଞ୍ଚାୟତବାସୀଙ୍କୁ ଦୁର୍ଦ୍ଦଶା ସତେ ଯେମିତି ପିଛା ଛାଡୁନି ା ଉକ୍ତ ପଞ୍ଚାୟତରେ ସଦାସର୍ବଦା ବହୁବିଧ ସମସ୍ୟା ଲାଗି ରହୁଛି। ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ ପାଇପାରୁନଥିବା ଉକ୍ତ ପଞ୍ଚାୟତବାସୀ ଗମନାଗମନ ପାଇଁ ଆଜି ବି…

ସମସ୍ୟା ଘେରରେ ଦଶପଲ୍ଲା ଡାକ୍ତରଖାନା:ବିଶେଷଜ୍ଞ ଓ ଡାକ୍ତର ଅଭାବ ଯୋଗୁ ଅସନ୍ତୋଷ

ଦଶପଲ୍ଲା,୨୮ା୮(ଡି.ଏନ୍‌.ଏ)-ଜନସାଧାରଣଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ସରକାର ବହୁ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କିନ୍ତୁ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ଆବଶ୍ୟକ ଡାକ୍ତର ନ ଥିବା ବିଷୟ ସରକାରଙ୍କ ଦୃଷ୍ଟି ପଡୁନାହିଁ। ଫଳରେ ସେବାରୁ ବଞ୍ଚତ୍ତ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ଦଶପଲ୍ଲା ଗୋଷ୍ଠୀ…

ରିଲିଫ୍‌ ବଣ୍ଟନ ବେଳେ ଗଣ୍ଡଗୋଳ:ପଞ୍ଚାୟତ କାର୍ଯ୍ୟାଳୟରେ ସାମଗ୍ରୀ ଆଣିଥିବା ୩ ଟ୍ରକ୍‌ ଅଟକ

ନିରାକାରପୁର,୨୮ା୮(ଡି.ଏନ.ଏ.)-ନିରାକାରପୁର ବ୍ଲକ ଫନୀ ବାତ୍ୟା କ୍ଷତିଗ୍ରସ୍ତଙ୍କୁ ଓାଲ୍ଡ ଭିଜନ ନାମକ ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ମଙ୍ଗଳବାର ସକାଳେ ରିଲିଫ୍‌ ସାମଗ୍ରୀ ବଣ୍ଟନ କରାଯାଉଥିବାବେଳେ ଗଣ୍ଡଗୋଳ ଘଟିଛି। ଖୋର୍ଦ୍ଧା ଜିଲା ଲେଣ୍ଡୋ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ୪୦୦ ଜଣଙ୍କୁ ୪ଟି କିଟ୍‌…

ଭତ୍ତା ନ ପାଇ ଦୁର୍ଦ୍ଦିନରେ ୨୧୧ କଳାକାର

କୃଷ୍ଣପ୍ରସାଦ,୨୩ା୮(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କିଛିବର୍ଷ ଧରି ୨୧୧ କଳାକାର ଭତ୍ତା ପାଇ ଅସୁଥିଲେ। ତେବେ ଏମାନଙ୍କ ଭତ୍ତା ବନ୍ଦ କରିଦିଆ ଯାଇଥିବାରୁ ଗୁରୁବାର ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଏମାନେ ୧୨ଶହ ଟଙ୍କା କଳାକାର ଭତ୍ତା ପାଇବା ପରେ…

ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ  ବଳାତ୍କାର:ଜେଲ ଗଲେ ପ୍ରେମିକ

ଗଣିଆ,୨୩।୮(ଡି.ଏନ.ଏ.)-ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ନୟାଗଡ ଜିଲା ଗଣିଆ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ ଖଣ୍ଡପଡା ବ୍ଲକ ଗଡିଆସାହି ଫାଣ୍ଡି ସେରଜଙ୍ଗ ଗ୍ରାମର ଗୋପୀନାଥ ବିଶ୍ୱାଳ(୩୦)ା ତାଙ୍କୁ କୋର୍ଟଚାଲାଣ କରାଯାଇଥିବାବେଳେ…

ଜଳ ନିଷ୍କାସନ ପଥ ଅବରୋଧ:ରାଣୀପଡ଼ା- ବିରିଡିହି ରାସ୍ତାରେ ଛୁଟୁଛି ପାଣି ସୁଅ

ଖଣ୍ଡପଡା,୨୩।୮(ସ୍ବ.ପ୍ର.)-ଗ୍ରାମର ଉଦ୍‌ବୃତ୍ତ ପାଣି ତଥା ବର୍ଷାଜଳ ନିଷ୍କାସନ ହେଉଥିବା ପଥକୁ ଜଣେ ବ୍ୟକ୍ତି ଅବରୋଧ କରିଥିବା ଯୋଗୁ ସାମାନ୍ୟ ବର୍ଷା ହେଲେ ବିରିଡିହି-ରାଣୀପଡା ରାସ୍ତାରେ ପାଣି ସୁଅ ଛୁଟୁଛି। ଫଳରେ ଯାତାୟାତରେ ଘୋର ସମସ୍ୟା ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?