ପାକିସ୍ତାନର ଏହି ଗାଁରେ ଜନ୍ମ ନେଇଥିଲେ ମନମୋହନ, ଏବେ ତାଙ୍କ ନାମରେ ନିର୍ମାଣ ହୋଇଛି ସ୍କୁଲ; ପ୍ରଧାନମନ୍ତ୍ରୀ ହେବା ପରେ… ନୂଆଦିଲ୍ଲୀ,୨୬।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କର ୯୨ ବର୍ଷ ବୟସରେ ପରଲୋକ ଘଟିଛି। ଗୁରୁବାର ରାତିରେ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମନମୋହନଙ୍କ...