ବଦଳିବ କି NCERT ବହି ? ସ୍ପଷ୍ଟିକରଣ ଦେଲେ ସରକାର ନୂଆଦିଲ୍ଲୀ,୧୦।୭: ନ୍ୟାସନାଲ କାଉନସିଲ୍ ଅଫ୍ ଏଜୁକେସନାଲ୍ ରିସର୍ଚ୍ଚ ଏବଂ ଟ୍ରେନିଂ(ଏନସିଇଆରଟି) ପାଠ୍ୟକ୍ରମରେ ପରିବର୍ତ୍ତନ ଏବଂ ବହି ବଦଳିବା ନେଇ ଖବର ପ୍ରକାଶ ପାଇବା ପରେ ସ୍ପଷ୍ଟୀକରଣ ଦେଇଛନ୍ତି ସରକାର। ଷଷ୍ଠ ଏବଂ ଏକାଦଶ ଶ୍ରେଣୀଗୁଡ଼ିକ ପାଇଁ ସଂଶୋଧିତ ଏନସିଇଆରଟି ପାଠ୍ୟ...