ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ ଏହାର ପ୍ରାର୍ଥୀ ପ୍ରଣବ ଝା ପରାଜୟର ସମ୍ମୁଖୀନ ହୋଇଥିଲେ। ଦୁଇଟି ଆସନ ପାଇଁ…