GDPକୁ ବିଦା କରି NDP ଆଣିବେ ମୋଦି ସରକାର, କିନ୍ତୁ ଏହା କ’ଣ? ନୂଆଦିଲ୍ଲୀ,୭।୧: ଭାରତର ଅର୍ଥନୀତିକୁ ମାପିବାର ମୁଖ୍ୟ ମାପକ ଗ୍ରସ୍ ଡୋମେଷ୍ଟିକ୍ ପ୍ରଡକ୍ଟ (GDP) ବଦଳରେ ନେଟ୍ ଡୋମେଷ୍ଟିକ୍ ପ୍ରଡକ୍ଟ (NDP) ଆସିପାରେ। ଦେଶର ଅର୍ଥନୀତିକୁ ଆକଳନ କରିବାର ମୂଳ ମାପକରେ ପରିବର୍ତ୍ତନ ଆଣିବା ପାଇଁ ପରିସଂଖ୍ୟାନ ମନ୍ତ୍ରଣାଳୟ ବିଚାର କରୁଥିବା...