ପାଖ ବିଦେଶ ବାଂଲାଦେଶ ଜାତୀୟ ନିର୍ବାଚନରେ ଭୋଟ ହୋଇଥିବା ୨୯୯ ଆସନ ମଧ୍ୟରୁ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି(ବିଏନ୍ପି) ଏକାକୀ ୨୦୯ ଆସନ ପାଇଥିବା ବେଳେ ସହଯୋଗୀଙ୍କୁ ମିଶାଇଲେ ସଂଖ୍ୟା ୨୧୨ ହୋଇଛି। ଜମାତ-ଇ-ଇସ୍ଲାମୀ ଏକାକୀ ୬୮ ସିଟ୍ ଜିତିଥିବା ବେଳେ ତା’ ସହଯୋଗୀ ମିଶିଲେ…