ଭଙ୍ଗା ହାତରେ ବ୍ରୁସେଲ୍ ଡାଇମଣ୍ଡ ଲିଗ୍ ଖେଳିଲେ ନୀରଜ, କଲେ ବଡ଼ ଖୁଲାସା ନୂଆଦିଲ୍ଲୀ,୧୫।୯: ଭାରତର ତାରକା ଜାଭେଲିନ୍ ଫିଙ୍ଗାଳି ନୀରାଜ ଚୋପ୍ରା ପୁଣି ଆହତ ହୋଇଛନ୍ତି। ବ୍ରୁସେଲ୍ ଡାଇମଣ୍ଡ ଲିଗରେ ଲଗାତାର ଦ୍ୱିତୀୟ ଥର ପାଇଁ ରନର୍ସ ଅପ୍ ହୋଇଥିବା ନୀରଜ ଏହି ଖୁଲାସା କରିଛନ୍ତି। ରବିବାର ଏକ୍ସ’ରେ ଏକ ପୋଷ୍ଟ କରି...