ଟ୍ରେନିଂ ପାଇଁ ଟଙ୍କା ନଥିଲା, ଏବେ ଅଲିମ୍ପିକ୍ ଚାମ୍ପିଅନ୍… ଜାଣନ୍ତୁ ପାକିସ୍ତାନର ଜାଭେଲିନ୍ ଫିଙ୍ଗାଳି ଅର୍ଶଦ ନଦୀମ କିଏ ?
ପ୍ୟାରିସ, ୯।୮: ପାକିସ୍ତାନର ଅର୍ଶଦ ନଦୀମ ଯିଏ ପ୍ୟାରିସ୍ ଅଲିମ୍ପିକ୍ସର ଜାଭେଲିନ୍ ଇଭେଣ୍ଟରେ ଭାରତର ତାରକା ନୀରଜ ଚୋପ୍ରାଙ୍କୁ ହରାଇ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ପାକିସ୍ତାନର ଜାଭେଲିନ୍ ଫିଙ୍ଗାଳି ଅର୍ଶଦ ନଦୀମ ଅଲିମ୍ପିକ୍ ରେକର୍ଡ ଭାଙ୍ଗି ୯୨.୯୭ ମିଟର ଫିଙ୍ଗି...
ନୀରଜଙ୍କୁ ରୌପ୍ୟ: ପାକିସ୍ତାନର ନଦିମଙ୍କୁ ସ୍ବର୍ଣ୍ଣ
ପ୍ୟାରିସ, ୯।୮: ପ୍ୟାରିସ୍ ଅଲିମ୍ପିକ୍ସରେ ଚମକ ଦେଖାଇ ରୌପ୍ୟ ପଦକ ହାସଲ କରିଛନ୍ତି ଭାରତର ନୀରଜ ଚୋପ୍ରା। ଗୁରୁବାର ଅନୁଷ୍ଠିତ ପୁରୁଷ ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ସେ ଯଦିଓ ନିଜର ଟୋକିଓ ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ବଜାୟ ରଖିବାରେ ସକ୍ଷମ...
ଆଜି ଭାରତକୁ ମିଳିପାରେ ସ଼୍ବର୍ଣ୍ଣ ପଦକ, ଫାଇନାଲ୍ରେ ପଦାର୍ପଣ କରିବେ ନୀରଜ
ନୂଆଦିଲ୍ଲୀ, ୦୮।୦୮: ପ୍ୟାରିସ ଅଲିମ୍ପିକ୍ସର ୧୩ତମ ଦିନରେ ଭାରତବାସୀଙ୍କ ନଜର ଜାଭେଲିନ୍ ଇଭେଣ୍ଚ ଉପରେ ରହିଛି । ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ୮୭.୫୮ ମିଟର ଥ୍ରୋ କରି ସ଼୍ବର୍ଣ୍ଣ ପଦକ ଜିତିଥିବା ନୀରଜ ଚୋପ୍ରା ପ୍ୟାରିସ ଅଲିମ୍ପିକ୍ସର ଯୋଗ୍ୟତା ପର୍ଯ୍ୟାୟରେ...
ଅଲିମ୍ପିକ୍ସ ଫାଇନାଲରେ ପ୍ରବେଶ କରିବା ପରେ ନୀରଜ କହିଲେ…
ନୂଆଦିଲ୍ଲୀ, ୦୭।୦୮: ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ୮୭.୫୮ ମିଟର ଥ୍ରୋରେ ସ଼୍ବର୍ଣ୍ଣ ପଦକ ଜିତିଥିବା ନୀରଜ ଚୋପ୍ରା ପ୍ୟାରିସ ଅଲିମ୍ପିକ୍ସର ଯୋଗ୍ୟତା ପର୍ଯ୍ୟାୟରେ ଅନ୍ୟ ଆଥଲେଟଙ୍କ ତୁଳନାରେ ଜାଭେଲିନ ସବୁଠାରୁ ଅଧିକ ମିଟର ଫିଙ୍ଗିଥିଲେ। ପୁନର୍ବାର ଅଲିମ୍ପିକ ସ଼୍ବର୍ଣ୍ଣ ପଦକ...
ଋଷଭ ପନ୍ତଙ୍କ ବଡ଼ ଘୋଷଣା, ନୀରଜ ସ଼୍ବର୍ଣ୍ଣ ପଦକ ଜିତିଲେ ଦେବେ…
ନୂଆଦିଲ୍ଲୀ, ୦୭।୦୮: ଚଳିତ ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତର ଗୋଲ୍ଡେନ୍ ବୟ ନୀରଜ ଚୋପ୍ରା କମାଲ୍ ପ୍ରଦର୍ଶନ କରିଛନ୍ତି । ଅଲିମ୍ପିକ୍ସର ଯୋଗ୍ୟତା ପର୍ଯ୍ୟାୟରେ ସେ ପ୍ରଥମ ପ୍ରୟାସରେ ହିଁ ମେଡାଲ୍ ଇଭେଣ୍ଟରେ ସ୍ଥାନ ପକ୍କା କରିଛନ୍ତି । ଯୋଗ୍ୟତା ପର୍ଯ୍ୟାୟରେ...
ଫାଇନାଲ୍ରେ ସ୍ଥାନ ପକ୍କାକଲେ ନୀରଜ, ପ୍ରଥମ ଥ୍ରୋରେ ବଡ଼ ସଫଳତା
ନୂଆଦିଲ୍ଲୀ, ୦୬।୦୮: ଟୋକିଓ ଅଲମ୍ପିକ୍ସରେ ସ଼୍ବର୍ଣ୍ଣ ବିଜେତା ତଥା ଭାରତୀୟ ଜାଭେଲିନ୍ ଷ୍ଟାର ନୀରଜ ଚୋପ୍ରାଙ୍କୁ ବଡ଼ ସଫଳତା ମିଳିଛି । ପ୍ୟାରିସ୍ ଅଲମ୍ପିକ୍ସର ଯୋଗ୍ୟତା ପର୍ଯ୍ୟାରୁ ହିଁ ତାଙ୍କୁ ଫାଇନାଲ୍ରେ ସ୍ଥାନ ମିଳିଛି । ପ୍ରଥମ ରାଉଣ୍ଡରେ ସେ...
ଆଜି ଅଲମ୍ପିକ୍ସ ମୈଦାନକୁ ଓହ୍ଲାଇବେ ନୀରଜ ଚୋପ୍ରା, ଭାରତକୁ ମିଳିପାରେ ପଦକ
ନୂଆଦିଲ୍ଲୀ, ୦୬।୦୮: ଚଳିତ ପ୍ୟାରିସ୍ ଅଲମ୍ପିକ୍ସରେ ଆଜି ଭାରତ ପାଇଁ ବଡ଼ ଦିନ । କାରଣ ଆଜି ହକି ଟିମ୍ ଅଲମ୍ପିକ୍ସରେ ଜର୍ମାନୀ ବିପକ୍ଷରେ ସେମିଫାଇନାଲ୍ ମ୍ୟାଚ୍ ଖେଳିବ । ଏଥିରେ ଜିତିବା ଅର୍ଥ ଭାରତର ଗୋଟିଏ ପଦକ ପକ୍କା...
କଳିଙ୍ଗ ଷ୍ଟାଡିୟମରେ ସ୍ୱର୍ଣ୍ଣ ଜିତିଲେ ନୀରଜ ଚୋପ୍ରା
ଭୁବନେଶ୍ୱର,୧୫ା୫: କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଜାତୀୟ ଫେଡେରେସନ୍ ଆଥଲେଟିକ୍ ଚାମ୍ପିଅନସିପରେ ସ୍ୱର୍ଣ୍ଣ ଜିତିଛନ୍ତି ନୀରଜ ଚୋପ୍ରା। ଭାରତର ଏହି ତାରକା ସର୍ବାଧିକ ୮୨.୨୭ ମିଟର ଜାଭେଲିନ୍ ଫିଙ୍ଗି ସ୍ୱର୍ଣ୍ଣ ଜିତିଥିଲା ବେଳେ ନିରାଶ କରିଛନ୍ତି ଓଡ଼ିଆ ପୁଅ କିଶୋର ଜେନା।...
କଳିଙ୍ଗ ଷ୍ଟାଡିୟମରେ ୧୨ରୁ ଫେଡେରେଶନ କପ୍: ଆକର୍ଷଣରେ ନୀରଜ ଚୋପ୍ରା, କିଶୋର ଜେନା
ଭୁବନେଶ୍ୱର, ୮।୫ (ତପନ ସ୍ବାଇଁ): କିଛି ଦିନର ବ୍ୟବଧାନ ପରେ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଛି ତାରକା ଆଥ୍ଲେଟଙ୍କ ମହାମେଳା। ଚଳିତ ମାସ ୧୨ରୁ ୧୫ ପର୍ଯ୍ୟନ୍ତ ଏଠାରେ ଅନୁଷ୍ଠିତ ହେବ ଜାତୀୟ ଫେଡେରେଶନ କପ୍ ସିନିୟର ଆଥ୍ଲେଟିକ୍ସ ପ୍ରତିଯୋଗିତାର...
Video: ମାତ୍ର ୧୯ ବର୍ଷରେ ୯୦ ମିଟର ଜାଭେଲିନ ଫିଙ୍ଗିଲେ ଏହି ଖେଳାଳି, ଅଲମ୍ପିକ୍ସ ପୂର୍ବରୁ ଚିନ୍ତାରେ ନୀରଜ
ନୂଆଦିଲ୍ଲୀ,୨୬।୨: ଚଳିତ ବର୍ଷର ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ନୀରାଜ ଚୋପ୍ରାଙ୍କ ଚିନ୍ତା ବଢିଯାଇଛି। ଜର୍ମାନୀର ୧୯ ବର୍ଷୀୟ ମ୍ୟାକ୍ସ ଡିହନିଙ୍ଗ ୨୫ ଫେବୃଆରୀ ରବିବାର ହାଲରେ ଚାଲିଥିବା ଜର୍ମାନ ଶୀତକାଳୀନ ଥ୍ରୋ ଚାମ୍ପିଅନସିପରେ ୯୦.୨୦ ମିଟର ଜାଭେଲିନ ଫିଙ୍ଗିଛନ୍ତି। ପୁରୁଷ...
ବୁମ୍ରାଙ୍କୁ ଉପଦେଶ ଦେଲେ ନୀରଜ ଚୋପ୍ରା
ନୂଆଦିଲ୍ଲୀ,୫।୧୨: ଭାରତର ଜାଭେଲିନ ତାରକା ନୀରଜ ଚୋପ୍ରା ମଧ୍ୟ କ୍ରିକେଟ ଦେଖିବାକୁ ପସନ୍ଦ କରନ୍ତି। ନିକଟରେ ଅନୁଷ୍ଠିତ ବିଶ୍ୱକପ ଫାଇନାଲ ଦେଖିବା ପାଇଁ ସେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଉପସ୍ଥିତ ଥିଲେ। ତେବେ ସେହି ମ୍ୟାଚରେ ଟିମ ଇଣ୍ଡିଆକୁ...
ବିଜ୍ନେସ୍ ଦୁନିଆରେ ପାଦ ରଖିଲେ ଗୋଲଡେନ୍ ବୟ
ନୂଆଦିଲ୍ଲୀ,୨୮।୧୧:ଭାରତର ଗୋଲଡେନ୍ ବୟ ନୀରଜ ଚୋପ୍ରା ବିଜ୍ନେସ୍ ଦୁନିଆରେ ପ୍ରବେଶ କରିଛନ୍ତି। ନୀରଜ ଚୋପ୍ରା ଏକ ଓଟିଟି ଷ୍ଟାର୍ଟଅପରେ ବିନିଯୋଗ କରି ନିଜର ବ୍ୟବସାୟ ଯାତ୍ରା ଆରମ୍ଭ କରିଛନ୍ତି। ସେ ରିଜନାଲ୍ ଓଟିଟି ପ୍ଲାଟଫର୍ମ ଷ୍ଟେଜ (Stage OTT App)...
Archives


