ନା ଘର ନା ଗାଡ଼ି…, ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କ ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ ପାଟନା,୧୪।୭: ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର (ଜୁଲାଇ ୧୩) ଭାଜପା ପ୍ରାର୍ଥୀ ନୀରଜ ସିହ୍ନା ତାଙ୍କର ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ଶପଥପତ୍ରରୁ କିଛି ବିବରଣୀ ପ୍ରକାଶ ପାଇଛି, ଯାହା ପ୍ରକାଶ କରିଛି ଯେ ତାଙ୍କର କୌଣସି ଘର କିମ୍ବା…