କମାଲ କଲେ ନୀରୁ: ଏସିଆନ୍ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ
ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍ରେ ନୀରୁ ୨୮ ପଏଣ୍ଟ ହାସଲ କରି ସ୍ବର୍ଣ୍ଣ ପଦକ ଜିତିବା ସହ ନୂଆ ଏସୀୟ ରେକର୍ଡ ସ୍ଥାପନ କରିଛନ୍ତି।…

