Tag Archives: neet exam

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଦେଇଛନ୍ତି। ସେ ସର୍ବଭାରତୀୟ ସ୍ତରରେ ଅନୁସୂଚିତ…

ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍‌ଇଇଟି ପରୀକ୍ଷାରୁ ବଞ୍ଚିତ

ନୂଆଦିଲ୍ଲୀ,୨୩ା୬: ଏନ୍‌ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ ପରୀକ୍ଷା କରାଇବା ପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ)କୁ ଦ୍ୱିତୀୟ ସୁଯୋଗ ମିଳିଲା।…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ। କାରଣ NEET ପରୀକ୍ଷା ଅପରାହ୍ନ ୨ ଟାରେ ଆରମ୍ଭ ହେବାର ଥିଲା। ପରୀକ୍ଷା…

ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ଆସନ୍ତାବର୍ଷଠୁ NEET ପରୀକ୍ଷା ହେବ ଏମିତି

ନୂଆଦିଲ୍ଲୀ,୧୫।୫: NEET ପେପର ଲିକ୍ ମାମଲା ସମ୍ପର୍କରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସେ କହିଛନ୍ତି ଯେ ଛାତ୍ରୀଛାତ୍ରଙ୍କ ସ୍ୱାର୍ଥ ସରକାରଙ୍କ ପ୍ରାଥମିକତା। ସୋସିଆଲ ମିଡିଆରେ କିଛି ବ୍ୟକ୍ତି ଭୁଲ ସୂଚନା ପ୍ରସାର…

ପେପର ଲିକ NEET ପରୀକ୍ଷା ରଦ୍ଦ; ମାମଲାର ତଦନ୍ତ କରିବ CBI

ନୂଆଦିଲ୍ଲୀ,୧୨।୫: ଦେଶର ସର୍ବବୃହତ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET UG 2026 ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଜାତୀୟ ପରୀକ୍ଷା ଏଜେନ୍ସି (NTA) ବା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ମେ ୩ରେ ଅନୁଷ୍ଠିତ ପରୀକ୍ଷାକୁ ବାତିଲ କରିଛି। ପେପର ଲିକ…

NEET ପେପର ଲିକ୍‌ ମାମଲାରେ ଭୁବନେଶ଼୍ବର ଲିଙ୍କ୍‌, ଜଣେ ଗିରଫ

ଭୁବନେଶ଼୍ବର, ୦୬।୦୮: ବହୁ ଚର୍ଚ୍ଚିତ ନିଟ୍‌ ୟୁଜି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଭୁବନେଶ଼୍ବର ଲିଙ୍କ୍‌ ସାମ୍ନାକୁ ଆସିଛି । ଏହି ମାମଲାରେ ଭୁବନେଶ଼୍ବରରୁ ଜଣଙ୍କୁ ଗିରିଫ କରିଛି ସବିଆଇ । ସୁଶାନ୍ତ ସାମନ୍ତ ନାମକ ଜଣେ ଅଭିଯୁକ୍ତକୁ ଗିରଫ କରିଛି ସିବିଆଇ…

ଏନ୍‍ଟିଏ’ରେ ସଂସ୍କାର ପାଇଁ ଛାତ୍ରଛାତ୍ରୀ, ଅଭିଭାବକମାନଙ୍କ ଠାରୁ ମତାମତ ଲୋଡ଼ିଲା ଶିକ୍ଷା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୮।୬: ଜାତୀୟ ପରୀକ୍ଷଣ ସଂସ୍ଥା-ଏନ୍‍ଟିଏରେ ସଂସ୍କାର ଆଣିବା ପାଇଁ ସୁପାରିଶ କରିବାକୁ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଗଠିତ ବିଶେଷଜ୍ଞ କମିଟି ଛାତ୍ରଛାତ୍ରୀ ଏବଂ ଅଭିଭାବକମାନଙ୍କ ଠାରୁ ପ୍ରସ୍ତାବ ଲୋଡ଼ିଛନ୍ତି । ଇସ୍ରୋର ପୂର୍ବତନ ଅଧ୍ୟକ୍ଷ ଡକ୍ଟର କେ.ରାଧାକ୍ରିଷ୍ଣନ୍‍ଙ୍କ ଅଧ୍ୟକ୍ଷତାରେ ଗଠିତ ଏହି…

ନିଟ୍-ୟୁଜି ପ୍ରଶ୍ନପତ୍ର ପ୍ରଘଟ ମାମଲା: ବିହାରର ପାଟନାରୁ ଦୁଇଜଣଙ୍କୁ ଗିରଫ କଲା ସିବିଆଇ

ନୂଆଦିଲ୍ଲୀ,୨୭।୬: ନିଟ୍-ୟୁଜି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ଗୁରୁବାର ଦୁଇ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କୁ ବିହାରର ପାଟନା ଠାରୁ ଗିରଫ କରାଯାଇଛି। ଦୁଇଜଣ ମନୀଷ କୁମାର ଏବଂ ଆଶୁତୋଷ କୁମାର ବୋଲି ଚିହ୍ନଟ କରାଯାଇଛି। ଏହାପରେ…

NEET ମାମଲାରେ ସାମ୍ନାକୁ ଆସିଲା ବଡ଼ ସତ, ୩୫ ଛାତ୍ରଙ୍କୁ…

ନୂଆଦିଲ୍ଲୀ, ୨୪।୬: NEET ପେପର୍‌ ଲିକ୍‌ ମାମଲାରେ ବଡ଼ ସତ ସାମ୍ନାକୁ ଆସିଛି । ଗିରଫ ହୋଇଥିବା ଚିଣ୍ଟୁ କୁମାରକୁ ପଚରାଉଚରା ବେଳେ ବିହାର ଅର୍ଥନୈତିକ ଅପରାଧ ଶାଖା ପୋଲିସ୍‌ ହାତରେ ବଡ଼ ସୂଚନା ଲାଗିଛି । ନିଟ୍‌ ପେପର ଲିକ୍‌ରେ…

NEET ପରୀକ୍ଷାକୁ ନେଇ ଆକ୍ସନ ମୋଡ୍‌ରେ ସରକାର, ୨୪ ଘଣ୍ଟାରେ ୪ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ, ୨୩।୬: ନିଟ୍‌ ପେପର ଲିକ୍‌କୁ ନେଇ କେନ୍ଦ୍ର ସରକାର ୨୪ ଘଣ୍ଟାରେ ୪ ବଡ଼ ନିଷ୍ପତ୍ତି ନେଇଛନ୍ତି । ପ୍ରବେଶ ପରୀକ୍ଷାରେ ହୋଇଥିବା ଅନିୟମିତତା ପାଇଁ ସରକାର ସିବିଆଇକୁ ଯାଞ୍ଚ ଭାର ଦେଇଛନ୍ତି । ଏହା ପୂର୍ବରୁ ଏହି ମାମଲାକୁ…

NEET ପ୍ରଶ୍ନପତ୍ର ଲିକ୍‌ ମାମଲା, ଗିରଫ ହେଲେ ଆଉ ୫

ନୂଆଦିଲ୍ଲୀ, ୨୨।୬: ସାରା ଦେଶରେ ନିଟ୍‌ ପରୀକ୍ଷାରେ ଅନିୟମିତତାକୁ ନେଇ ବିକ୍ଷୋଭ ଜାରି ରହିଛି । ବିହାର ପୋଲିସ୍‌ ତଦନ୍ତରେ ଲାଗି ରହିଥିବା ବେଳେ ଅଭିଯୁକ୍ତଙ୍କୁ ଖୋଜୁଛି । ଏହାରି ମଧ୍ୟରେ ବିହାର ପୋଲିସ୍‌ର ଅର୍ଥନୈତିକ ଅପରାଧ ୟୁନିଟ୍‌କୁ ଏକ ବଡ଼…

ଏମତି ଜଣାପଡ଼ିଥିଲା NEET ପେପର ଲିକ୍‌ ଘଟଣା, ପୋଲିସ୍‌କୁ ଆସିଲା କଲ୍‌, ତାପରେ…

ନୂଆଦିଲ୍ଲୀ, ୨୨।୬: NEET ପେପର ଲିକ୍‌କୁ ନେଇ ସାରା ଦେଶରେ ଚର୍ଚ୍ଚା ଲାଗି ରହିଛି । ବିରୋଧୀ ଦଳମାନେ ଏହି ମୁଦ୍ଦାକୁ ନେଇ ରାସ୍ତାକୁ ଓହ୍ଲାଇଥିବା ବେଳେ ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି । ହେଲେ ଏହି ପେପର ଲିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?