ଦୁଇ ଦିନ ପୂର୍ବରୁ ହିଁ ନିଶ୍ଚିତ ହୋଇ ସାରିଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା! ଜାଣନ୍ତୁ କିଭଳି ଲେଖାଯାଇଥିଲା…
ନୂଆଦିଲ୍ଲୀ,୨୫।୭: NEET ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ସରକାରଙ୍କ ସହ ଆଲୋଚନା ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ପକ୍ଷରୁ ଚାଲିଥିବା ଆନ୍ଦୋଳନକୁ ସାଧାରଣରେ ପ୍ରତ୍ୟାହାର କରାଯାଇଛି। ସିଜେପି (CJP) ନେତୃବୃନ୍ଦ ପ୍ରାରମ୍ଭରୁ…
‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO
ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ ସେ ପୂର୍ବ ଭିଡିଓରେ ମିଳିଥିବା ପ୍ରତିକ୍ରିୟା ଏବଂ ସମର୍ଥନ ପାଇଁ ସମସ୍ତଙ୍କୁ ଧନ୍ୟବାଦ…
ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…
ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ ମାସରୁ ଅଧିକ ସମୟ ଧରି ଛାତ୍ରଛାତ୍ରୀମାନଙ୍କର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ,…
୧୦ ବର୍ଷ ଜେଲ୍, ୧୦ କୋଟି ଜରିମାନା: ପେପର ଲିକ୍ ବିରୋଧରେ ସରକାରଙ୍କ କଠୋର ଆଇନ, କ୍ୟାବିନେଟ୍ର ମଞ୍ଜୁରୀ
ନୂଆଦିଲ୍ଲୀ,୨୪ା୭: ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ‘ପେପର ଲିକ୍ ବିଲ୍ ସଂଶୋଧନ’କୁ ମଞ୍ଜୁରୀ ଦିଆଯାଇଛି। ଏଥିରେ ପେପର ଲିକ୍ ମାଫିଆଙ୍କ ବିରୋଧରେ କଠୋର ପ୍ରାବଧାନ ରହିବ। ଏହା ମାଧ୍ୟମରେ ସ୍ପେଶାଲ ଫାଷ୍ଟ ଟ୍ରାକ୍ କୋର୍ଟକୁ…
ପେପର ଲିକ୍: କେନ୍ଦ୍ର, NTAକୁ ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୪।୩: NEET UG ପେପର ଲିକ୍ ମାମଲାରେ ସୁପ୍ରିମକୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ଓ NTAକୁ ସତ୍ୟପାଠ ଦାଖଲ ପାଇଁ କୋର୍ଟ କହିଛନ୍ତି। ପେପର ଲିକ୍ ପରେ କ’ଣ ସଂସ୍କାର ଲାଗୁ ହୋଇଛି ଏହାର ତଥ୍ୟ ଦେବାକୁ କେନ୍ଦ୍ର ଓ…
NEET ପେପର୍ ଲିକ ବିବାଦ: ଛାତ୍ରୀଛାତ୍ରଙ୍କୁ ଆଲୋଚନା ପାଇଁ ଖୋଲା ନିମନ୍ତ୍ରଣ ଦେଲେ ସରକାର
ନୂଆଦିଲ୍ଲୀ,୨୩।୭: NEET ପେପର ଲିକ ନେଇ ସାରା ଦେଶରେ ପ୍ରତିବାଦ ଜାରି ରହିଛି। ସଡ଼କଠାରୁ ସଂସଦ ପର୍ଯ୍ୟନ୍ତ ରାଜନୈତିକ ବାତାବରଣ ଉଷ୍ମ ହୋଇଛି। ଛାତ୍ର ସଂଗଠନ ଏବଂ ବିଭିନ୍ନ ରାଜନୈତିକ ଦଳର ନେତାମାନେ ରାଜଧାନୀ ଦିଲ୍ଲୀର ଜନ୍ତରମନ୍ତରରେ ସେମାନଙ୍କର ପ୍ରତିବାଦକୁ ତୀବ୍ର…
CJP Protest: ସର୍ତ୍ତ ମାନିନେଲେ ମୋଦି ସରକାର, ଜନ୍ତରମନ୍ତର ଯାଇ କରିବେ…
ନୂଆଦିଲ୍ଲୀ,୨୩।୭: NEET ପେପର ଲିକ୍ ପ୍ରସଙ୍ଗକୁ ନେଇ ରାଜରାସ୍ତାରୁ ସଂସଦ ପର୍ଯ୍ୟନ୍ତ ରାଜନୈତିକ ଉଷ୍ମତା ଜାରି ରହିଛି ।ଜନ୍ତରମନ୍ତରରେ CJP ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଟଳ ରହିଛି । ଏହି ସମୟରେ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି ଯେ…
ପେପର୍ ଲିକ୍ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!
ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର ଲିକ୍ର ସମସ୍ତ ମାମଲାରେ ଦୋଷୀମାନଙ୍କୁ ଯଥାଶୀଘ୍ର କଠୋର ଦଣ୍ଡ ଦେବା ଏବଂ ମାମଲାଗୁଡ଼ିକର…
ୟୁ-ଟର୍ନ ନେଲା ଆନ୍ଦୋଳନ: ସରକାରଙ୍କ ଆଗରେ ପୁଣି ବଡ଼ ସର୍ତ୍ତ ରଖିଲା CJP, ବଢିଲା କେନ୍ଦ୍ର ସରକାରଙ୍କ ମୁଣ୍ଡବିନ୍ଧା
ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରବକ୍ତା ସୌରଭ ଦାସ ସରକାରଙ୍କ ସହ ଆଲୋଚନାକୁ ନେଇ କହିଛନ୍ତି ଯେ, ପୂର୍ବରୁ ସରକାର ମିଛ କହିଥିଲେ ଯେ CJP ଆଲୋଚନା କରିବାକୁ ଚାହୁଁଛି, କିନ୍ତୁ ବର୍ତ୍ତମାନ ସରକାର ନିଜେ କହିଛନ୍ତି ଯେ…
ଛାତ୍ରୀଛାତ୍ରଙ୍କର ବଡ଼ଧରଣର ବିରୋଧ ପରେ ପଶିଲା ଚେତା: ଆକ୍ସନ ମୋଡକୁ ଆସିଲେ ମୋଦି ସରକାର, ସମସ୍ତ ରାଜ୍ୟର…
ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଏହାକୁ ନେଇ ଚାଲିଥିବା ହଙ୍ଗାମା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଏକ ବଡ଼ ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅର୍ଥାତ୍ ଆଜି NDA ସଂସଦୀୟ ଦଳର ବୈଠକରେ ଯୋଗ ଦେଇଥିଲେ। ଏହି…
‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…
ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର ପୁଣି ନିଟ୍(NEET) ପେପର ଲିକ୍ ମାମଲା ଏବଂ ଶିକ୍ଷା ବ୍ୟବସ୍ଥାରେ ଦେଖାଦେଇଥିବା ବିଭିନ୍ନ ତ୍ରୁଟିକୁ ନେଇ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କ ଉପରେ…
NEET ପେପର ଲିକ୍ ପ୍ରସଙ୍ଗ; ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ରାହୁଲ, ଶିକ୍ଷାମନ୍ତ୍ରୀଙ୍କୁ କାହିଁକି….
ନୂଆଦିଲ୍ଲୀ,୧୭।୫: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ NEET ପେପର ଲିକ୍ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ କଡା ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ ଉଠାଇ ସେ ପଚାରିଛନ୍ତି ଯେ ବାରମ୍ବାର ପରୀକ୍ଷା ପେପର ଲିକ୍ ହେବା ସତ୍ତ୍ୱେ –…
Archives


