ଘୋଷଣା ହେଲା ତାରିଖ: ଏହିଦିନ ଅନୁଷ୍ଠିତ ହେବ NEET PG ପରୀକ୍ଷା ନୂଆଦିଲ୍ଲୀ,୫।୭: ସ୍ନାତକୋତ୍ତର ମେଡିକାଲ ପାଠ୍ୟକ୍ରମରେ ନାମଲେଖା ଲାଗି ଅନୁଷ୍ଠିତ NEET-PG ପରୀକ୍ଷା ପାଇଁ ମେଡିକାଲ ସାଇନ୍ସ ଜାତୀୟ ପରୀକ୍ଷା ବୋର୍ଡ ତାରିଖ ଘୋଷଣା କରିଛି। ଅଗଷ୍ଟ ୧୧ରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଦୁଇଟି ସିଫ୍ଟରେ ଏହି ପରୀକ୍ଷା ହେବ...