ନିଟ୍ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ… କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍ ପରୀକ୍ଷାରେ ସଫଳତା ହାସଲ କରିବା ଅଞ୍ଚଳ ପାଇଁ ଗର୍ବର ବିଷୟ ପାଲଟିଛି। ହେଲେ ଡାକ୍ତରୀ ପାଠ ପଢ଼ିବା ପାଇଁ…