Tag Archives: NEET UG

ଜଣାପଡିଲା କିଏ କରିଥିଲେ NEET-UG ପ୍ରଶ୍ନପତ୍ର ଲିକ୍‌: CBI କଲା ବଡ଼ ଖୁଲାସା, ଦେଶରେ ଚହଳ

ନୂଆଦିଲ୍ଲୀ, ୭।୮: NEET-UG ପ୍ରଶ୍ନପତ୍ର ଲିକ୍‌ ମାମଲାରେ CBIର ଚାର୍ଜସିଟ ପରୀକ୍ଷା ବ୍ୟବସ୍ଥାର ସୁରକ୍ଷାକୁ ନେଇ ଗୁରୁତର ପ୍ରଶ୍ନ ଉଠାଇଛି। ତଦନ୍ତରୁ ଜଣାପଡ଼ିଛି ଯେ, ପ୍ରଶ୍ନପତ୍ର କୌଣସି ପ୍ରିଣ୍ଟିଂ ପ୍ରେସ୍‌ରୁ ଲିକ୍‌ ହୋଇନଥିଲା, ବରଂ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପାଇଁ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ କହିଛନ୍ତି ଯେ ପ୍ରାୟ ୨୨ ଲକ୍ଷ ପ୍ରାର୍ଥୀଙ୍କୁ ସାମିଲ କରୁଥିବା ପରୀକ୍ଷାକୁ ବର୍ତ୍ତମାନର…

NEET UG ପେପର ଲିକ: ପରୀକ୍ଷାର ୧୦ ଦିନ ପୂର୍ବରୁ ଅଭିଯୁକ୍ତଙ୍କ ମୋବାଇଲ ଫୋନକୁ ଆସିଯାଇଥିଲା ପ୍ରଶ୍ନ, କୋର୍ଟରେ CBI ଖୋଲିଲା…

ନୂଆଦିଲ୍ଲୀ,୨୩।୭: NEET-UG 2026 ପେପର୍‌ ଲିକ ମାମଲାରେ ଅଭିଯୁକ୍ତ ଡକ୍ଟର ମନୋଜ ଭଗବାନରାଓ ଶିରୁରେ ଏବଂ ଶିବରାଜ ମୋଟେଗାଓଁକରଙ୍କ ଜାମିନ ଆବେଦନ ଉପରେ କୋର୍ଟ ଜୁଲାଇ ୨୪ରେ ତାଙ୍କର ରାୟ ଘୋଷଣା କରିବେ। ଉଭୟ ପକ୍ଷ ରାଉଜ ଆଭେନ୍ୟୁରେ ଥିବା ସ୍ବତନ୍ତ୍ର…

ପ୍ରଥମ ପ୍ରୟାସରେ ‘ନିଟ୍‌’ କ୍ରାକ୍ କଲେ ଆଶିଷ: ଗଣ୍ଡାବାହାଲ ଗ୍ରାମ ପାଇଁ ଆଣିଲେ ଗୌରବ

ଅମରପାଲି, ୧୮।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଗଣ୍ଡାବାହାଲ ଗ୍ରାମର ମେଧାବୀ ଛାତ୍ର ଆଶିଷ କୁମାର ମିଶ୍ର ପ୍ରଥମ ପ୍ରୟାସରେ ଜାତୀୟ ସ୍ତରର ମେଡିକାଲ ପ୍ରବେଶିକା ପରୀକ୍ଷା ‘ନିଟ୍ (ୟୁଜି)’ରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସେ ସମୁଦାୟ…

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍ ନାମଲେଖା ଏବଂ କାଉନସେଲିଂ ପ୍ରକ୍ରିୟା ଯେପରି ସଠିକ୍ ସମୟରେ ହୋଇପାରିବ, ସେଥିପାଇଁ ଏହି…

NEET ପୁନଃପରୀକ୍ଷା ପୂର୍ବରୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଟେଲିଗ୍ରାମ ଉପରେ ଲାଗିଲା ଅସ୍ଥାୟୀ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର NEET-UG ପୁନଃପରୀକ୍ଷା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜୁନ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମ ବ୍ୟବହାର ଉପରେ ଏକ ଅସ୍ଥାୟୀ କଟକଣା ଜାରି କରାଯାଇଛି। ଏହି ନିଷ୍ପତ୍ତିର ଲକ୍ଷ୍ୟ ହେଉଛି ପରୀକ୍ଷା ସୁରକ୍ଷିତ ଭାବରେ ପରିଚାଳନା ହେବା…

NEET-UG ପରୀକ୍ଷା ପାଇଁ ନୂଆ ତାରିଖ ଘୋଷଣା, ପେପର ଲିକ୍ ଯୋଗୁଁ ହୋଇଥିଲା ବାତିଲ

ନୂଆଦିଲ୍ଲୀ,୧୫।୫: NEET-UG ପରୀକ୍ଷା ପାଇଁ ନୂତନ ତାରିଖ ଘୋଷଣା କରାଯାଇଛି। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି କହିଛି ଯେ NEET-UG ପୁନଃପରୀକ୍ଷା ଜୁନ୍ ୨୧ ତାରିଖରେ ଅନୁଷ୍ଠିତ ହେବ । ସୂଚନାଯୋଗ୍ୟ ଯେ ମେ ୩ ତାରିଖରେ ଅନୁଷ୍ଠିତ ପରୀକ୍ଷା ପେପର ଲିକ୍…

ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ପ୍ରଘଟ ମାମଲା: ମହାରାଷ୍ଟ୍ରରୁ ପୁଣି ୨ ଗିରଫ

ନୂଆଦିଲ୍ଲୀ,୧୪।୫: ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଗୁରୁବାର ଆଉ ଦୁଇ ଜଣଙ୍କୁ ଗିରଫ କରିଛି। ସିବିଆଇ ଅହିଲ୍ୟାନଗରରୁ ଧନଞ୍ଜୟ ଲୋଖାଣ୍ଡ ଏବଂ ପୁଣେରୁ ମନିଷା ଓ୍ୱାଘମାରେଙ୍କୁ ଗିରଫ କରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶର…

ଚର୍ଚ୍ଚାରେ ଯମଜ ଭଉଣୀ: MBBS ପରୀକ୍ଷାରେ ସମାନ ନମ୍ବର ରଖି ସୃଷ୍ଟି କଲେ ଅନନ୍ୟ ରେକର୍ଡ

ସୁରତ,୯।୩: ଆଜିକାଲି ଗୁଜରାଟର ଯମଜ ଭଉଣୀ ଚର୍ଚ୍ଚାରେ ଅଛନ୍ତି। ଦୁହେଁ MBBS ପରୀକ୍ଷାରେ ସମାନ ନମ୍ବର ରଖି ଏକ ଅନନ୍ୟ ରେକର୍ଡ ସୃଷ୍ଟି କରିଛନ୍ତି। ଗୁଜରାଟର ସୁରତର ବାସିନ୍ଦାର ବାସିନ୍ଦା ରିବା ଏବଂ ରହିନ ହାଫିଜ ଏହି ବିରଳ ସଫଳତାକୁ ସେଲିବ୍ରେଟ୍‌…

ନିଟ୍‌ ପେପର ଲିକ୍‌ ମାମଲାରେ CBIକୁ ବଡ଼ ସଫଳତା, ପୋଖରୀରୁ ମିଳିଲା ୭ ଫୋନ୍‌

ଧନବାଦ,୨୭।୦୭: ନିଟ୍‌ ପେପର ଲିକ୍‌ ମାମଲାରେ ଶୁକ୍ରବାର ସିବିଆଇର ଏକ ଟିମ୍‌ ଧନବାଦରୁ ପବନ କୁମାର ନାମକ ଜଣେ ଯୁବକକୁ ଗିରଫ କରିଛି । ପବନ ଏବଂ ଅନ୍ୟଜଣେ ଯୁବକଙ୍କ ସହ ସିବିଇଆଇ ଟିମ୍‌ ନିକଟସ୍ଥ ଏକ ପୋଖରୀରୁ ଲିକ୍‌ ସମ଼୍ବନ୍ଧୀୟ…

NEET-UG ବିବାଦରେ ଆଇଆଇଟି ଦିଲ୍ଲୀକୁ ବଡ଼ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୨୨।୦୭: NEET-UG ୨୦୨୪ ପରୀକ୍ଷା ବିବାଦକୁ ନେଇ ସୁପ୍ରିମ୍‌କୋର୍ଟ ଆଜି ଶୁଣାଣି କରିଛନ୍ତି । ଶୁଣାଣି ସମୟରେ ସୁପ୍ରିମ୍‌କୋର୍ଟ ଆଇଆଇଟି ଦିଲ୍ଲୀକୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି । ପରୀକ୍ଷାରେ ଆସିଥିବା ଏକ ପ୍ରଶ୍ନର ଉତ୍ତର ଉପରେ ରାୟ ଦେବା…

ନିଟ୍ ପ୍ରଶ୍ନପତ୍ର ପ୍ରଘଟ ମାମଲା: ମାଷ୍ଟରମାଇଣ୍ଡ ସମେତ ଦୁଇ ଛାତ୍ର ଗିରଫ କଲା ସିବିଆଇ

ନୂଆଦିଲ୍ଲୀ, ୨୦ା୭: ନିଟ୍ ୟୁଜି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ସିବିଆଇ। ମାମଲା ସହ ଜଡିତ ଆଉ ତିନି ଜଣଙ୍କୁ ଗିରଫ କରିଛି ସିବିଆଇ, ଯେଉଁଥିରେ ମାମଲାର, ମାଷ୍ଟରମାଇଣ୍ଡ ଶଶିକାନ୍ତ ପାସୱାନ୍ ମଧ୍ୟ ସାମିଲ ଅଛନ୍ତି। ଏହା ବ୍ୟତୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?