ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ ବିଲ୍କୁ ଅନୁମୋଦନ ଦେଇଛନ୍ତି। ‘ତେଲଙ୍ଗାନା ଏମ୍ପ୍ଲଇଜ୍ ଆକାଉଣ୍ଟେବିଲିଟି ଆଣ୍ଡ୍ ମନିଟରିଂ ଅଫ୍ ପାରେଣ୍ଟିଆଲ…