ଭୋଜପୁରୀ ଗାୟିକାଙ୍କ ବିରୋଧରେ ଦେଶଦ୍ରୋହ ମାମଲା ଲକ୍ଷ୍ମୌ, ୨୯।୪: ଭୋଜପୁରୀ ଗାୟିକା ନେହା ସିଂ ରାଠୋରଙ୍କ ବିରୋଧରେ ଲକ୍ଷ୍ମୌର ହଜ୍ରତଗଞ୍ଜ ଥାନାରେ ଦେଶଦ୍ରୋହ ସମେତ ବିଭିନ୍ନ ଧାରାରେ ଏଫ୍ଆଇଆର୍ ରୁଜୁ ହୋଇଛି। ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ନେହା ସୋସିଆଲ ମିଡିଆରେ ମୋଦି ସରକାରଙ୍କ ବିରୋଧରେ ଉତ୍ତେଜକ ପୋଷ୍ଟ...